• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜଟଣୀ ପୁସ୍ତକ ମେଳା ସମିତି ପକ୍ଷରୁ ସାମ୍ୱାଦିକ ସମ୍ମିଳନୀ

Proprietor Abhimanyu Maharana by Proprietor Abhimanyu Maharana
April 3, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଜଟଣୀ ପୁସ୍ତକ ମେଳା ସମିତି ପକ୍ଷରୁ ସାମ୍ୱାଦିକ ସମ୍ମିଳନୀ
Share on FacebookShare on TwitterWhatsapp

୩ ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଖୋର୍ଦ୍ଧା-ଜଟଣୀ :- ଜଟଣୀ ପୁସ୍ତକ ମେଳା ସମିତି ପକ୍ଷରୁ ବିକାଶ ନଗର ସ୍ଥିତ ଉତ୍ତରାୟଣୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକାରି ସଭାପତି କୁମାର ମୋହନ ମହାନ୍ତିଙ୍କ ସଭାପତିତ୍ବରେ ଏହି ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଆସନ୍ତା ଏପ୍ରିଲ ୬ତାରିଖରୁ ୧୨ତାରିଖ ପର୍ଯ୍ୟନ୍ତ ଜଟଣୀ ଟାଉନ୍ ହଲ୍ ସ୍ରଷ୍ଟା ପରିସରରେ ଅନୁଷ୍ଠିତ ହେବାକୁ ଥିବା ଏହି ପୁସ୍ତକ ମେଳାର ଉଦ୍ ଘାଟନ ଉତ୍ସବରେ ମୁଖ୍ୟ ଅତିଥିଭାବେ ନାଇଜରର ନିର୍ଦ୍ଦେଶକ ସୁଧାକର ପଣ୍ଡା ଯୋଗଦେବେ ବୋଲି ସମିତି ପକ୍ଷରୁ କୁହାଯାଇଛି । ଏହି ପୁସ୍ତକ ମେଳା କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାରୁ ପାଖାପାଖି ୨୫ଜଣ ପ୍ରକାଶକ ଯୋଗଦେବେ । ଏଥିସହିତ ଉତ୍ସବରେ ବିଭିନ୍ନ କ୍ଷେତ୍ରରେ ଉଲଲେଖନୀୟ ସଫଳତା ହାସଲ କରିଥିବା ୧୫ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧିତ କରାଯିବ । ପୁସ୍ତକ ମେଳାରେ ଛାତ୍ରଛାତ୍ରୀଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା କରାଯିବା ସହ ପୁରସ୍କାର ପ୍ରଦାନ କରାଯିବ ବୋଲି ସଂପାଦକ ଅକ୍ଷୟ କୁମାର ମହାନ୍ତି ସୂଚନା ଦେଇଛନ୍ତି । ସାମ୍ବାଦିକ ସମ୍ମିଳନୀରେ କୋଷାଧକ୍ଷ କ୍ଷୀରୋଦ କୁମାର ନନ୍ଦ,ପ୍ରତିଯୋଗିତା ସଂଯୋଜକ ଭବାନୀ ଶଙ୍କର ମହାପାତ୍ର,ଯୁଗ୍ମ ସମ୍ପାଦକ ଶଶୀ ରଥ,ପଦ୍ମନାଭ ପାଣିଗ୍ରାହୀ,ସଭ୍ୟ ବିଜୟ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ ଯୁଗ୍ମ ସମ୍ପାଦକ ସୁଶାନ୍ତ କୁମାର ରାଉତ ଧନ୍ୟବାଦ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

June 16, 2026
ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

ପ୍ରଗତି ମହିଳା ସଙ୍ଗଠନ ଆନୁକୂଲ୍ୟରେ ରଜ ଉତ୍ସବ ପାଳନ

ଗଜପତି ଜିଲ୍ଲା ରାୟଗଡ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଦ୍ୟୁତ କାର୍ଯାଳୟ ସମ୍ମୁଖରେ ବିକ୍ଷୋଭ ଓ ଘେରାଉ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

June 16, 2026
ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

June 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version