• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ସ୍ଥିତ ଗଜପତିଜିଲ୍ଲାପାଳଙ୍କ ସମ୍ମିଳନୀ ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
April 7, 2023
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ସ୍ଥିତ ଗଜପତିଜିଲ୍ଲାପାଳଙ୍କ ସମ୍ମିଳନୀ ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

୭ ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଅବସରରେ କିପରି ଜନ ସାଧାରଣଙ୍କୁ କିପରି ସଚେତନତା କରାଯିବ ସେବିଷୟରେ ଆଲୋଚନା କରାଯାଇଥିଲା। ନୂତନ ପରିବହନ ନିୟମ କଡ଼ାକଡ଼ି କରାଯାଇ ମୁଖ୍ୟତଃ ମଦ୍ୟପାନ କରି ଗାଡ଼ି ଚାଳନା କଲେ ସେମାନଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ, ଯାନବାହାନ ଗୁଡ଼ିକୁ ଅଧିକ ତନିଖି କରିବା ସହ ଦୁର୍ଘଟଣା ସଂଖ୍ୟା ଯେପରି କମ୍ କରାଯାଇ ପାରିବ ସେ ଉପରେ ମଧ୍ୟ ଦୃଷ୍ଟି ନିକ୍ଷେପ କରାଇବା ଓ ସଡ଼କରେ ସୁରକ୍ଷିତ ଯାତ୍ରା ପାଇଁ ସାଧାରଣ ଲୋକଙ୍କୁ ଏବଂ ଯାନବାହାନ ଚାଳକମାନଙ୍କୁ କିପରି ଆହୁରି ଅଧିକ ସଚେତତା କରାଯାଇପାରିବ ଏବଂ ସେ ଦିଗରେ କିପରି କାର୍ଯ୍ୟ କରାଯିବ ତା’ଉପରେ ମଧ୍ୟ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା।

ଯାତ୍ରା ସମୟରେ ହେଲମେଟ୍ ପିନ୍ଧିବା,ସିଟ୍‌ ବେଲଟ୍ ପରିଧାନ କରିବା, ମଦ୍ୟପାନ କରି ଗାଡ଼ି ନ ଚଳାଇବା, ଗାଡ଼ିଚାଳନା ବେଳେ ମୋବାଇଲ ବ୍ୟବହାର ନ କରିବା, ଦୁଇ ଚକିଆ ଯାନରେ ତିନି ଜଣ ନ ବସିବା,ଦ୍ରୁତ ବେଗରେ ଗାଡ଼ି ନଚଳାଇବା ଆଦି ଦିଗରେ ସମସ୍ତେ ପୂର୍ଣ୍ଣ ସଚେତନ ଓ ନିୟମ ମାନି ଚଳିଲେ ସଡ଼କ ସୁରକ୍ଷା ଅଭିଯାନ ସଫଳ ହୋଇପାରିବ ବୋଲି ଜିଲ୍ଲାପାଳ ଶ୍ରୀ ପଣ୍ଡା ସୂଚନା ଦେଇଛନ୍ତି। ଜିଲ୍ଲାରେ ଦୁର୍ଘଟଣାରେ ଯେପରି ଶୁନ ମୃତୁହାର ହେବ ସେଥିପାଇଁ ପରିବହନ ବିଭାଗ ପକ୍ଷରୁ ସନସାଧରଙ୍କୁ ସଚେତନତା କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି।

ଜିଲ୍ଲାରେ ଥିବା ସମସ୍ତ ପୋଲିସ୍ ଥାନା ଅଧିକାରୀଙ୍କୁ ମଧ୍ୟ ଦୁର୍ଘଟଣା ଗ୍ରସ୍ତ ଲୋକଙ୍କୁ କିପରି ସହାୟତା ଯୋଗାଇବ ଏବଂ ସେମାନଙ୍କୁ ନିକଟସ୍ଥ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚିବେ ସେଥିପ୍ରତି ଦୃଷ୍ଟି ଦେବାକୁ କୁହାଯାଇଛି। ଆଜିର ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ରାଜ୍ଵସ) ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବାମଦେବ ସିଂ, ପାରଳାଖେମୁଣ୍ଡି ଉପଖଣ୍ଡ ପୋଲିସ୍ ଅଧିକାରୀ ଶ୍ରୀ ରାମକୃଷ୍ଣ ପତି,ଉପଖଣ୍ଡ ପୋଲିସ୍ ଅଧିକାରୀ ଅର୍.ଉଦୟଗିରି ଶ୍ରୀ ଦିଲ୍ଲୀପ କୁମାର ନାୟକ, ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (ପୂର୍ତ୍ତ ବିଭାଗ) ଅଧିକାରୀ ଶ୍ରୀକାନ୍ତ ସାମଲ,ଜିଲ୍ଲା ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ସାନ୍ତୁନ କୁମାର ପରିଡ଼ା, ଡେପୁଟି କଲେକ୍ଟର- ତଥା – ପୌର ନିର୍ବାହୀ ଅଧିକାରୀ ଶ୍ରୀ ନଟବର ଗରଡ଼ା ପ୍ରମୁଖଙ୍କ ସହ ସମସ୍ତ ଲାଇନ୍ ବିଭାଗୀୟ ଅଧିକାରୀମାନେ ବୈଠକରେ ଉପସ୍ଥିତଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା

ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା

October 14, 2026
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ୨୦୨୬ ଅନୁଷ୍ଠିତ ହୋଇଛି

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ୨୦୨୬ ଅନୁଷ୍ଠିତ ହୋଇଛି

October 14, 2026
ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପରିଦର୍ଶନ କଲେ ସୂଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟ

ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପରିଦର୍ଶନ କଲେ ସୂଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟ

October 14, 2026
ସୁରଭି ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା : ୪ଟି ବର୍ଗରେ ୩୬ ପ୍ରତିଯୋଗିତା ଆୟୋଜିତ

ସୁରଭି ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା : ୪ଟି ବର୍ଗରେ ୩୬ ପ୍ରତିଯୋଗିତା ଆୟୋଜିତ

October 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା

ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା

October 14, 2026
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ୨୦୨୬ ଅନୁଷ୍ଠିତ ହୋଇଛି

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ୨୦୨୬ ଅନୁଷ୍ଠିତ ହୋଇଛି

October 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version