• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଡାଙ୍ଗବାହାଲ ରେ ନୂତନ ସମବାୟ ସମିତି ଶାଖା ଖୋଲିବାକୁ ଉପଜିଲ୍ଲାପାଳ ଙ୍କୁ ଦାବି ପତ୍ର ଦେଲେ ୮ ଖଣ୍ଡ ଗ୍ରାମ ର ଚାଷୀ

Proprietor Abhimanyu Maharana by Proprietor Abhimanyu Maharana
April 11, 2023
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ଡାଙ୍ଗବାହାଲ ରେ ନୂତନ ସମବାୟ ସମିତି ଶାଖା ଖୋଲିବାକୁ ଉପଜିଲ୍ଲାପାଳ ଙ୍କୁ ଦାବି ପତ୍ର ଦେଲେ ୮ ଖଣ୍ଡ ଗ୍ରାମ ର ଚାଷୀ
Share on FacebookShare on TwitterWhatsapp

ଅଧିକାରୀ, ପେକ୍ସ ସଂପାଦକ ଓ ଅସାଧୁ ଧାନ ବ୍ୟବସାୟୀ ଙ୍କ ମନୋମୁଖୀ ସର୍ଭେ କୁ ନେଇ ଗ୍ରାମବାସୀ ଅସନ୍ତୋଷ । ପୁନଃ ସର୍ଭେ କରିବାକୁ ବିଭାଗିୟ ଅଧିକାରୀଙ୍କୁ ଉପଜିଲ୍ଲାପାଳ ଙ୍କ ନିର୍ଦ୍ଦେଶ ।

୧୦ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାଟଣାଗଡ :- ନୂତନ କୃଷି ସମବାୟ ସମିତି ଶାଖା (ପେକ୍ସ) ଖୋଲିବା ପାଇଁ ଆଜି ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ପାଟଣାଗଡ ବ୍ଲକ ଅନ୍ତର୍ଗତ ଡାଙ୍ଗବାହାଲ, ଗଭରା, ସୁଲିଆମାଲ, ଗୁଣ୍ଡିଚାଡିହ, ପଣ୍ଡରିପାଣି, ଗଡିଆଯୋର ଛୁଆଲିଉଦର ଓ, ସାରଥୀ ମୁଣ୍ଡା, ଆଦି ଗ୍ରାମର ଚାଷୀମାନେ । ଚାଷୀ ମାନଙ୍କ ଅଭିଯୋଗ ଅନୁଯାୟୀ ରାଜ୍ୟ ସରକାରଙ୍କ ତରଫରୁ ନୁତନ ସମବାୟ ସମିତି ମାନ ବିଭିନ୍ନ ପଂଚାୟତରେ ଖୋଲାଯିବାର ପ୍ରକ୍ରିୟା ଆରମ୍ଭ ହୋଇଛି । ସେଥି ମଧ୍ୟରେ ଡାଙ୍ଗବାହାଲ ଗ୍ରାମ ପଂଚାୟତରେ ମଧ୍ୟ ଏକ ନୁତନ ସମବାୟ ଶାଖା ଖୋଲିବା ପାଇଁ ପ୍ରସ୍ତାବ ରହିଛି । ହେଲେ ଚାଷୀ ମାନଙ୍କ ଅଭିଯୋଗ ଅନୁଯାୟୀ ଏଆରସିଏସ ଓ ଲରମ୍ଭା ଓ ଘସିଏନ ର ପେକ୍ସ ସଂପାଦକ ଦମକିପାଲି ଗାଁ ର କିଛି ଅସାଧୁ ଧାନ ବ୍ୟବସାୟୀ ଏଆରସିଏସ ଙ୍କୁ ଆପେୟତ କରି ନୂତନ ସମବାୟ ସମିତି ଶାଖା ଖୋଲିବା ପାଇଁ ଡାଙ୍ଗବାହାଲ ମୂଖ୍ୟ କାର୍ଯ୍ୟାଳୟ ଥିବା ପରିବର୍ତ୍ତେ ଦମକିପାଲି ଗାଁ ରେ କରିବାକୁ ଅନୁମୋଦନ କରାଇଛନ୍ତି । ଚାଷୀ ମାନଙ୍କ ବିନା ସହମତିରେ ପଂଚାୟତ ହେଡକ୍ୱାର୍ଟର ଡାଙ୍ଗବାହାଲ କୁ ଛାଡି ଏକ ନିର୍ଦ୍ଦିଷ୍ଟ ଗ୍ରାମ ଦମକିପାଲି ଠାରେ କରାଯାଉଛି । ଏହାକୁ ବିରୋଧ କରି ୮ ଖଣ୍ଡ ଗ୍ରାମ ର ଚାଷୀମାନେ ଗତ ମାର୍ଚ୍ଚ ୨୦ ରେ ପାଟଣାଗଡ଼ ଏଆରସିଏସ ଓ ମାର୍ଚ୍ଚ ୨୭ ରେ ବଲାଙ୍ଗୀର ଡିଆରସିଏସ ଙ୍କୁ ଲିଖିତ ଅଭିଯୋଗ କରିଥିଲେ । କୌଣସି ସୁଫଳ ନମିଳିବାରୁ ଆଜି ସୋମବାର ଏହି ସବୁ ଗ୍ରାମ ର ଚାଷୀ ମାନେ ଉପଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠି ଙ୍କୁ ସାକ୍ଷାତ କରି ଏକ ଲିଖିତ ଅଭିଯୋଗ କରିଥିଲେ । ଉପଜିଲ୍ଲାପାଳ ଶ୍ରୀ ସେଠି ଚାଷୀମାନଙ୍କ ଠାରୁ ସମ୍ପୂର୍ଣ୍ଣ ଘଟଣା ଜାଣିବା ପରେ ଏଆରସିଏସ ଭିକାରୀ ଚରଣ ସେଠୀ ଙ୍କୁ ନିଜ କାର୍ଯ୍ୟାଳୟକୁ ଡ଼ାକି ଏହାର ପୁନଃ ସର୍ଭେ କରି ଚାଷୀମାନଙ୍କ ସୁବିଧା ଦୃଷ୍ଟିରୁ ହେଡକ୍ୱାଟର୍ସ ର ଡାଙ୍ଗବାହାଲ ରେ ନୂତନ ସମବାୟ ସମିତି ଶାଖା ଖୋଲିବାକୁ ନିର୍ଦେଶ ଦେଇଥିଲେ । ଦାବୀ ପତ୍ର ପ୍ରଦାନ ସମୟରେ ସରପଂଚ ରୀନା ସାହୁ, ସମିତି ସଭ୍ୟ କଳ୍ପନା ବାରିକ, ସମସ୍ତ ଗ୍ରାମ ର ।ୱ।ଡମେମ୍ବର ବିବେକାନନ୍ଦ ବାରିକ, ସୁରେଶ ଭୋଇ, ବନ ଖମାରୀ, ନାରାୟଣ ସାହୁ, ଚିନ୍ତାମଣୀ ଭୋଇ, ଗଙ୍ଗା ସାହୁ,‌, ନିରଂଜନ ଭୋଇ, ନୁଆଧର ସାହୁ, ପଂଚାନନ ସାହୁ ଙ୍କ ସହିତ ୮ ଖଣ୍ଡ ଗାଁର ଶତାଧିକ ଚାଷୀ ମାନେସାମିଲ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version