• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନବାସୀ ଙ୍କୁ ନଗରପାଳ ଙ୍କ ବର୍ଷ ପୂର୍ତି ଭେଟି ୨୮ କୋଟି ବ୍ୟୟରେ ମନ୍ତ୍ରୀ ,ସାଂସଦ ଙ୍କ ଦ୍ୱାରା ୫ ଟି ପ୍ରକଳ୍ପ ର ଶିଳାନ୍ୟାସ

Proprietor Abhimanyu Maharana by Proprietor Abhimanyu Maharana
April 13, 2023
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ଭୁବନବାସୀ ଙ୍କୁ ନଗରପାଳ ଙ୍କ ବର୍ଷ ପୂର୍ତି ଭେଟି ୨୮ କୋଟି ବ୍ୟୟରେ ମନ୍ତ୍ରୀ ,ସାଂସଦ ଙ୍କ ଦ୍ୱାରା ୫ ଟି ପ୍ରକଳ୍ପ ର ଶିଳାନ୍ୟାସ
Share on FacebookShare on TwitterWhatsapp

ଭୁବନବାସୀ ଙ୍କୁ ନଗରପାଳ ଙ୍କ ବର୍ଷ ପୂର୍ତି ଭେଟି ୨୮ କୋଟି ବ୍ୟୟରେ ମନ୍ତ୍ରୀ , ସାଂସଦ ଙ୍କ ଦ୍ୱାରା ୫ ଟି ପ୍ରକଳ୍ପ ର ଶିଳାନ୍ୟାସ ଓ ୧୧ ଟି ପ୍ରକଳ୍ପ ଲୋକାର୍ପିତ ଭୁବନ ର ବିକାଶ ପାଇଁ ଅର୍ଥର ଅଭାବ ରହିବ ନାହିଁ : ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ

୧୨ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନ :– ଭୁବନ ଏନଏସି ନଗରପାଳ ଶୁଭେନ୍ଦୁ କୁମାର ସାହୁ ତାଙ୍କ କାର୍ଯ୍ୟକାଳର ୧ ବର୍ଷ ପୂର୍ତି ଅବସରରେ ସହରବାସୀ ଙ୍କୁ ୧ କୋଟି ୯୫ ଲକ୍ଷ ଟଙ୍କା ବ୍ୟୟରେ ୧୧ ଟି ନୂତନ ପ୍ରକଳ୍ପ ଭେଟି ଦେଇଥିବା ବେଳେ ୨୪ କୋଟି ୬୦ ଲକ୍ଷ ଟଙ୍କା ବ୍ୟୟରେ ଆଗାମୀ ୫୦ ବର୍ଷ ପାଇଁ ପାନୀୟ ଜଳ ସମସ୍ୟାର ସମାଧାନ ଓ ପ୍ରାୟ ୨ କୋଟି ଟଙ୍କା ବ୍ୟୟରେ କ୍ଷୁଦ୍ର ଜଳ ସେଚନ ବିଭାଗ ଦ୍ୱାରା ରଗଡି ନାଳର ପୁନରୁଦ୍ଧାର ଇତ୍ୟାଦି ୫ ଟି ପ୍ରକଳ୍ପ ର ଶିଳାନ୍ୟାସ ମନ୍ତ୍ରୀ ଓ ସାଂସଦ ଙ୍କ ଦ୍ୱାରା କରାଇଛନ୍ତି । ସ୍ଥାନୀୟ ବିଧାୟକ ତଥା ରାଜ୍ୟ ଖଣି ,ଇସ୍ପାତ ଓ ପୂର୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟ ଅତିଥି ଓ ସାଂସଦ ମହେଶ ସାହୁ ସମ୍ମାନୀତ ଅତିଥି ଭାବେ ଯେଗଦେଇ ସର୍ବପ୍ରଥମେ ଭୁବନର ଆରାଧ୍ୟ ଦେବତା ବାବା ବୁଦ୍ଧେଶ୍ୱର ମନ୍ଦିରରେ ପହଁଚି ପୂଜାର୍ଚ୍ଚନା ସାରି ବୁଦ୍ଧେଶ୍ୱର ମିନି ପାର୍କ ,ପାଦଚଲା ୱାକିଂ ଟ୍ରାକ ଏବଂ ଖୋଲା ବ୍ୟାୟାମ ଶାଳା କୁ ଉଦଘାଟନ କରିଥିଲେ ଓ ମନ୍ଦିର ନିକଟରେ ଆଉ ଏକ ସ୍ମାର୍ଟ ପାର୍କ ସକାଶେ ଶିଳାନ୍ୟାସ କରିଥିଲେ । ପରେ ହିଙ୍ଗୁଳା ପୀଠ ନିକଟରେ ନିର୍ମିତ ପୋଖରୀ , ଅଷ୍ଟଶମ୍ଭୁ ମନ୍ଦିର ପରିସରରେ ମିନି ପାର୍କ , ଥାନା ପରିସରରେ ପେଭର ବ୍ଲକ , ନୂଆଭୁବନ ଶିବ ମନ୍ଦିର ପରିସରରେ ପୁନରୁଦ୍ଧାର ହୋଇଥିବା ପୋଖରୀ ,କାଳୀ ବଜାର ଠାରୁ ମାୟାଧର ସାହୁ ଘର ପର୍ଯ୍ୟନ୍ତ ନିର୍ମିତ ନୂତନ ରାସ୍ତା , ଆହାର କେନ୍ଦ୍ର ପରିସରରେ ନବନିର୍ମିତ ରୋଷେଇ ଶାଳା , କେନାଲ ଛକ ଠାରୁ ଓମ ଶାନ୍ତି ଆଶ୍ରମ ପର୍ଯ୍ୟନ୍ତ ନୂତନ କଂକ୍ରିଟ ରାସ୍ତା , ବଉଳ ଛକ ଠାରୁ ଦେଉଳ ଗାଡିଆ ପର୍ଯ୍ୟନ୍ତ କଂକ୍ରିଟ ରାସ୍ତା କୁ ଉଦଘାଟନ କରିଥିବା ବେଳେ ଭୁବନ ସହରବାସୀ ଙ୍କ ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ମଣିପୁର ଠାରେ ୨୦ କୋଟି ଟଙ୍କା ବ୍ୟୟରେ ୬୦ ଲକ୍ଷ ଲିଟର କ୍ଷମତା ବିଶିଷ୍ଟ ଜଳ ବିଶୋଧନାଗାର ,ବାଜିରାଉତ କଲେଜ ନିକଟରେ ୨ କୋଟି ୭୦ ଲକ୍ଷ ଟଙ୍କା ବ୍ୟୟରେ ୨ ନମ୍ବର ୱାର୍ଡର ପାନୀୟ ଜଳ ଉନ୍ନତିକରଣ, ଜନସ୍ୱାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ପରିସରରେ ୧ କୋଟି ୯୦ ଲକ୍ଷ ଟଙ୍କା ବ୍ୟୟରେ ଓଭରହେଡ ପାଣି ଟାଙ୍କି ନିମନ୍ତେ ଶିଳାନ୍ୟାସ କରିଥିଲେ । ଦୀର୍ଘ ଦିନ ହେଲା ପରିତ୍ୟକ୍ତ ହୋଇ ପଡିଥିବା ରଗଡି ନାଳ ର ପୁନରୁଦ୍ଧାର ସକାଶେ କ୍ଷୁଦ୍ର ଜଳସେଚନ ବିଭାଗ ତରଫରୁ ୧ କୋଟି ୩ ଲକ୍ଷ ୮୭ ହଜାର ଟଙ୍କା ବିନିମୟରେ ହେବାକୁ ଥିବା କାର୍ଯ୍ୟର ଶିଳାନ୍ୟାସ କରାଯାଇଥିଲା । ଉପରୋକ୍ତ ସମସ୍ତ କାର୍ଯ୍ୟରେ ନଗରପାଳ ଶୁଭେନ୍ଦୁ ସାହୁ ଙ୍କ ସମେତ ନିର୍ବାହୀ ଅଧିକାରୀ ଶ୍ୟାମ ସୁନ୍ଦର ସାହୁ , କନିଷ୍ଠ ଯନ୍ତ୍ରୀ ସୁରେନ୍ଦ୍ର ନାଥ ସାହୁ , ଶକ୍ତି ପ୍ରସାଦ ସାହୁ , ଜନସ୍ୱାସ୍ଥ୍ୟ ଖଣ୍ଡ ଅନୁଗୁଳ ଅଧୀକ୍ଷଣ ଯନ୍ତ୍ରୀ ବିଳାସ କୁମାର ବେହେରା ,ଏସଡିଓ ହେମନ୍ତ କୁମାର ସାହୁ , କନିଷ୍ଠ ଯନ୍ତ୍ରୀ ଶ୍ରୀମତୀ ସୋନାଲି ନାୟକ , କ୍ଷୁଦ୍ର ଜଳସେଚନ ଅଧୀକ୍ଷଣ ଯନ୍ତ୍ରୀ ପ୍ରଦୀପ କୁମାର ସାହୁ , ସହକାରୀ ନିର୍ବାହୀ ବବିତା ନାୟକ , ରୋହନ ନାୟକ ପ୍ରମୁଖ ଉପସ୍ଥିତ ଥିଲେ । ଆଜି ଗୋଟିଏ ଦିନରେ ଭୁବନରେ ୨୮ କୋଟି ଟଙ୍କା ବିନିମୟରେ ବିଭିନ୍ନ କାର୍ଯ୍ୟର ଶିଳାନ୍ୟାସ ଓ ଉଦଘାଟନ କରାଯାଇଛି, ଆଗାମୀ ଦିନରେ ମଧ୍ୟ ବିକାଶ କାର୍ଯ୍ୟ ଜାରି ରହିବ , ଭୁବନର ବିକାଶ ପାଇଁ ଅର୍ଥର ଅଭାବ ରହିବ ନାହିଁ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଘୋଷଣା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version