• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୂତନ ଜ୍ଞାନ କୌଶଳର ଉପଯୋଗ ଜଳର ଆବଶ୍ୟକତା ପୂରଣ କରିବାରେ ସହାୟକ ହେଉ – ଜଳ ସଂପଦ ମନ୍ତ୍ରୀ ଶ୍ରୀମତୀ ସାହୁ

Proprietor Abhimanyu Maharana by Proprietor Abhimanyu Maharana
April 13, 2023
in ଓଡ଼ିଶା, ମହାନଗର, ହୋମ୍
0
ନୂତନ ଜ୍ଞାନ କୌଶଳର ଉପଯୋଗ ଜଳର ଆବଶ୍ୟକତା ପୂରଣ କରିବାରେ ସହାୟକ ହେଉ – ଜଳ ସଂପଦ ମନ୍ତ୍ରୀ ଶ୍ରୀମତୀ ସାହୁ
Share on FacebookShare on TwitterWhatsapp

ରାଜ୍ୟ ଜଳ ସଂପଦ ବିଭାଗ  ଏବଂ ଭାରତୀୟ ପ୍ରାଦ୍ୟୋଗିକ ସଂସ୍ଥାନ, ଋର୍କି ମଧ୍ୟରେ ଜଳ କ୍ଷେତ୍ରରେ ରାଜ୍ୟ ନିର୍ଦ୍ଦିଷ୍ଟ କାର୍ଯ୍ୟ ଯୋଜନା  ପ୍ରସ୍ତୁତି ସଂପର୍କିତ ବୁଝାମଣାପତ୍ର ସ୍ୱାକ୍ଷରିତ

୧୩ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ଜଳ ସଂପଦ ବିଭାଗ, ଓଡ଼ିଶା ଏବଂ ଭାରତୀୟ ପ୍ରାଦ୍ୟୋଗିକ ସଂସ୍ଥାନ (ଆଇ.ଆଇ.ଟି) ଋର୍କି, ଉତ୍ତରାଖଣ୍ଡ ମଧ୍ୟରେ ଜଳ କ୍ଷେତ୍ରରେ ରାଜ୍ୟ ନିର୍ଦ୍ଦିଷ୍ଟ କାର୍ଯ୍ୟ ଯୋଜନା (ଷ୍ଟେଟ୍‌ ସ୍ପେସିଫିକ୍‌ ଆକ୍ସନ ପ୍ଲାନ) ସଂପର୍କିତ ବୁଝାମଣା ପତ୍ର ସ୍ୱାକ୍ଷର କାର୍ଯ୍ୟକ୍ରମ ଆଜି ଅପରାହ୍ନରେ ରାଜ୍ୟ ଜଳ ସଂପଦ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଜଳ ସଂପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଉପସ୍ଥିତିରେ ଜଳ ସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ରଂଜନ ମହାନ୍ତି ଏବଂ ଆଇ.ଆଇ.ଟି ଋର୍କିର ଜଳ ସଂପଦ ବିକାଶ ଓ ପରିଚାଳନା ବିଭାଗର ପ୍ରଫେସର ଆଶିଷ ପାଣ୍ଡେଙ୍କ ମଧ୍ୟରେ ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ  ହୋଇଥିଲା ।  ଏହି ଅବସରରେ ଯୋଗଦେଇ ଜଳ ସଂପଦ ମନ୍ତ୍ରୀ ଶ୍ରୀମତୀ ସାହୁ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ସବୁବେଳେ ଜଳ ସଂପଦର ବିକାଶ ଓ ଜଳ ସଂପଦର ସୁପରିଚାଳନା ଉପରେ ଗୁରୁତ୍ୱ ଦେଇ ଆସିଛନ୍ତି ।  ସମସ୍ତଙ୍କ ପାଇଁ ଜଳର ଆବଶ୍ୟକତା ପୂରଣ ଆମର ଲକ୍ଷ୍ୟ ରହିଛି । ଆମେ ବର୍ଷା ଦିନରେ ଭରପୁର ଜଳ ପାଉଥିବା  ବେଳେ  କିଛି ଦିନ ପରେ ଜଳାଭାବର ସମ୍ମୁଖୀନ ହେଉଛୁ  । ଆଜିର ଏହି ବୁଝାମଣା ପତ୍ର ସ୍ୱାକ୍ଷର ଫଳରେ ଉପଯୋଗ ହେବାକୁ ଥିବା  ନୂଆ ଜ୍ଞାନ କୌଶଳ ଆଗାମୀ ଦିନରେ ଆମ ରାଜ୍ୟରେ ଜଳର ଆବଶ୍ୟକତା ପୂରଣ କରିବାରେ ସହାୟକ ହେଉ  ବୋଲି  ମନ୍ତ୍ରୀ ଶ୍ରୀମତୀ ସାହୁ ଆଶା ବ୍ୟକ୍ତ କରିଥିଲେ  ।

ଜାତୀୟ ଜଳ ମିଶନ ୨୦୧୫ର ଲକ୍ଷ୍ୟ ଅନୁସାରେ ପ୍ରତି ରାଜ୍ୟ ନିଜ ନିଜର ନଦୀ ଅବବାହିକା ଅଂଚଳରେ ସମନ୍ୱିତ ଜଳ ପରିଚାଳନା କରିବାର ଆବଶ୍ୟକତା ରହିଛି । ଜଳ ପରିଚାଳନା କ୍ଷେତ୍ରରେ  ପୋଷଣୀୟତା ଅବଲମ୍ବନ ଏହାର ଲକ୍ଷ୍ୟ । ଖାଦ୍ୟ ନିରାପତ୍ତା, ଶିଳ୍ପ, ବିଭିନ୍ନ ସ୍ଥାନରେ ଅନିୟମିତ ଓ ବିକ୍ଷିପ୍ତ ଭାବରେ ବର୍ଷା ଏବଂ ଜଳବାୟୁ ପରିବର୍ତ୍ତନ, ମୁଣ୍ଡ ପିଛା ଜଳ ବ୍ୟବହାର ଓ ଆବଣ୍ଟନ ପଦ୍ଧତିରେ ପରିବର୍ତ୍ତନ ଯୋଗୁଁ ଦେଶରେ ଜଳ ସଂପଦ  ଉପରେ  ଅଧିକ ଚାପ ରହୁଛି ।  ଆହୁରି ମଧ୍ୟ ଜଳ ସଂପଦର ବିକାଶ, ପରିଚାଳନା ଓ ଉପଲବ୍ଧତା କ୍ଷେତ୍ରରେ ରାଜ୍ୟ ରାଜ୍ୟ ମଧ୍ୟରେ ଭିନ୍ନତା ପରିଲକ୍ଷିତ ହେଉଛି ।  ଏଣୁ   ଭବିଷ୍ୟତରେ ଯେପରି ଜଳ ସଂକଟ ନଘଟେ,  ଏହାକୁ ଦୃଷ୍ଟିରେ  ରଖି ରାଜ୍ୟଗୁଡିକ ଦ୍ୱାର  ନିର୍ଦ୍ଦିଷ୍ଟ ଭାବେ ଦୀର୍ଘ ସୂତ୍ରୀ ଯୋଜନା ପ୍ରସ୍ତୁତିର ଆବଶ୍ୟକତା ରହିଛି ।  ଆଜି  ଆମ ରାଜ୍ୟ ପାଇଁ ସ୍ୱାକ୍ଷର ହୋଇଥିବା ଏହି ଆକ୍ସନ ପ୍ଲାନ ଆଇ.ଆଇ.ଟି, ଋର୍କି ତରଫରୁ  ୧୮ ମାସ ମଧ୍ୟରେ ପ୍ରସ୍ତୁତ ହେବ । ପ୍ରଥମ ପର୍ଯ୍ୟାୟରେ ୯ ମାସ ମଧ୍ୟରେ ରାଜ୍ୟରେ ଜଳର ସ୍ଥିତି ଅନୁଧ୍ୟାନ କରାଯିବା ସହ ରାଜ୍ୟସ୍ତରୀୟ କର୍ମଶାଳା ଅନୁଷ୍ଠିତ ହେବ । ୨ ୟ  ପର୍ଯ୍ୟାୟରେ ୬ ମାସ ମଧ୍ୟରେ ପ୍ରତି ସମସ୍ୟାର କି କି ସମସ୍ୟାର ସମାଧାନ ରହିଛି, ସେ ସଂପର୍କରେ ବିବରଣୀ ପ୍ରଦାନ କରାଯିବ ।  ୩ ୟ ପର୍ଯ୍ୟାୟରେ ୩ ମାସ ମଧ୍ୟରେ ରାଜ୍ୟକୁ ଆକ୍ସନ ପ୍ଲାନ ପ୍ରସ୍ତୁତିର ଚୁଡାନ୍ତ ବିବରଣୀ ମିଳିବ ।

କାର୍ଯ୍ୟକ୍ରମରେ ରାଜ୍ୟ ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ  ଶ୍ରୀମତୀ ଗର୍ଗ ଯୋଗଦେଇ କହିଥିଲେ ଯେ, ଏହି ବୁଝାମଣାପତ୍ର ଆମର ଜଳ ବ୍ୟବହାରିକ ଉପଯୋଗିତା ଓ ଜଳସେଚନ କ୍ଷମତା ବୃଦ୍ଧିରେ ସହାୟକ ହେବ ।  ଆମେ ଜଳବାୟୁ ସହନଶୀଳ  ଭତ୍ତିଭୂମି  ନିର୍ମାଣ ସହ କେନାଲ ଲାଇନିଂ, ସେଚାଞ୍ଚଳ ଉନ୍ନୟନ ଯୋଜନା ଆଦି ବିଭିନ୍ନ ବ୍ୟବସ୍ଥାରେ ଜଳ ପରିଚାଳନା କରୁଛୁ । ଏସବୁ ସତ୍ତ୍ୱେ ଆମକୁ ଭବିଷ୍ୟତକୁ ଲକ୍ଷ୍ୟ ରଖି ଦିର୍ଘମିଆଦି  ଯୋଜନା ପ୍ରସ୍ତୁତ କରି ତାହାକୁ ତ୍ୱରିତ ପଦକ୍ଷେପ ନେଇ କାର୍ଯ୍ୟକାରୀ କରିବାର ଆବଶ୍ୟକତା ରହିଛି ବୋଲି ଶ୍ରୀମତୀ ଗର୍ଗ ପ୍ରକାଶ କରିଥିଲେ ।କାର୍ଯ୍ୟକ୍ରମରେ ରାଜ୍ୟ ଜଳ ସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ (ଯୋଜନା ଓ ନକ୍ସାଙ୍କନ)  ଡଃ ଚନ୍ଦ୍ର ଶେଖର ପାଢ଼ୀ ଓ ଆଇ.ଆଇ.ଟି ଋର୍କି ତରଫରୁ ପ୍ରଫେସର ପାଣ୍ଡେ ପାୱାର ପଏଣ୍ଟ ଉପସ୍ଥାପନା ଜରିଆରେ ଏହି ଆକ୍ସନ ପ୍ଲାନ ପ୍ରସ୍ତୁତି  ସଂପର୍କିତ ସବିଶେଷ ତଥ୍ୟ ଦେଇଥିଲେ  ।  ଅନ୍ୟମାନଙ୍କ ମଧ୍ୟରେ  ଋର୍କିର ଗବେଷଣା ଓ ଶିଳ୍ପ  ପରାମର୍ଶଦାତା ଓ ଅଧ୍ୟକ୍ଷ ପ୍ରଫେସର ଅକ୍ଷୟ ଦ୍ୱିବେଦୀ, ସହକାରୀ ପ୍ରଫେସର ମୋହିତ୍‌ ପି.ମହାନ୍ତି ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଜଳ ସଂପଦ ବିଭାଗ ଅତିରିକ୍ତ ଶାସନ ସଚିବ ଶ୍ରୀ ସୁଧାଂଶୁ ମୋହନ ସାମଲ ସ୍ୱାଗତ ଭାଷଣ ଦେଇଥିବା ବେଳେ ମୁଖ୍ୟ ଯନ୍ତ୍ରୀ (ଯୋଜନା)ଇଂ ସାଗର ମହାନ୍ତି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।  ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଜଳ ସଂପଦ ବିଭାଗର ସମସ୍ତ ବରିଷ୍ଠ ପଦାଧିକାରୀ, ଯନ୍ତ୍ରୀ ଏବଂ ଆଇ.ଆଇ.ଟି ଋର୍କିର ଅନ୍ୟ ବିଶେଷଜ୍ଞମାନେ ଉପସ୍ଥିତ ଥିଲେ ।  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

July 1, 2026
ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version