ଓଡ଼ିଶାରେ ୪,୫୧୨ ଜଣ ପଜିଟିଭ୍‌ ଚିହ୍ନଟ – ୩,୧୪୪ ଜଣ ରୋଗୀ ସୁସ୍ଥ ; ୧୧ ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।

CREATOR: gd-jpeg v1.0 (using IJG JPEG v62), quality = 75

ଓଡିଶା ତାଜା ନ୍ୟୁଜ୍ (୧୮ ଜୁନ୍ ଗୁରୁବାର) ଭୁବନେଶ୍ୱର :- ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା, ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୨,୧୨,୨୨୪ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୪,୫୧୨ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୩,୧୪୪ ଜଣ ରୋଗୀ ସଂ ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ୧୧ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧,୩୫୪ ରହିଛି । ୧୬୭୮ ଜଣ ହସ୍‌ ପିଟାଲ୍‌ ଆଇସୋଲେସନ୍‌ରେ ଅଛନ୍ତି ।

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com