• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାତୀୟ ରାଜପଥ ସୁରକ୍ଷା ମଞ୍ଚ ଏବଂ ଆମ୍ବେଦକର ସ୍ମୃତି ପରିଷଦ ପକ୍ଷରୁ ଆମ୍ବେଦକର ଜୟନ୍ତୀ ପାଳନ ଓ ଜଳଛତ୍ର କେନ୍ଦ୍ର ଉଦଘାଟିତ

Proprietor Abhimanyu Maharana by Proprietor Abhimanyu Maharana
April 14, 2023
in ଓଡ଼ିଶା, କଟକ, ହୋମ୍
0
ଜାତୀୟ ରାଜପଥ ସୁରକ୍ଷା ମଞ୍ଚ ଏବଂ ଆମ୍ବେଦକର ସ୍ମୃତି ପରିଷଦ ପକ୍ଷରୁ ଆମ୍ବେଦକର ଜୟନ୍ତୀ ପାଳନ ଓ ଜଳଛତ୍ର କେନ୍ଦ୍ର ଉଦଘାଟିତ
Share on FacebookShare on TwitterWhatsapp

୧୪ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କଟକ ଜିଲ୍ଲା ପ୍ରତିନିଧି ଅମୂଲ୍ୟ କୁମାର ବାରିକଙ୍କ ରିପୋର୍ଟ :-  କଟକ ସଦର ଥାନା ଅନ୍ତର୍ଗତ ବାଲିକୁଦା ଛକ ନିକଟରେ ଆଜି ଜାତୀୟ ରାଜପଥ ସୁରକ୍ଷା ମଞ୍ଚ ଏବଂ ଆମ୍ବେଦକର ସ୍ମୃତି ପରିଷ ପକ୍ଷରୁ କେକ କଟାଯାଇ ବାବା ସାହେବ ଡ଼କ୍ଟର ଭିମରାଓ ଆମ୍ବେଦକରଙ୍କ ୧୩୨ ତମ ଜୟନ୍ତୀ ପାଳନ କରାଯାଇଥିଲା । ଏହି ଅବସରରେ ପଥଚାରୀଙ୍କୁ ଥଣ୍ଡା ପାନୀୟ ଜଳ ବିତରଣ କରାଯାଇଥିଲା । ରାଜ୍ୟ ସରକାର ବିଭିନ୍ନ ନେତାଙ୍କ ଜୟନ୍ତୀ ଧୁମଧାମରେ ପାଳନ କରୁଥିଲା ବେଳେ ଡ଼କ୍ଟର ଭିମରାଓ ଆମ୍ବେଦକରଙ୍କ ଜୟନ୍ତୀ ସେଭଳି ଧୁମଧାମରେ ପାଳନ କରାଯାଉ ନଥିବାରୁ ଆମ୍ବେଦକର ସ୍ମୃତି ପରିଷଦ କଟକର ସଭାପତି ସୁକାନ୍ତ ସେଠୀ କ୍ଷୋଭ ପ୍ରକାଶ କରିଛନ୍ତି । ଶ୍ରୀ ସେଠୀ କହିଛନ୍ତି ଆଗାମୀ ଦିନରେ ରାଜ୍ୟ ସରକାର ଏବଂ ଜିଲ୍ଲା ପ୍ରଶାସନ ଏଦିଗରେ ଦୃଷ୍ଟି ନଦେଲେ ଆମ୍ବେଦକର ସ୍ମୃତି ପରିଷଦ ରାଜ୍ୟ ବ୍ୟାପୀ ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛନ୍ତି ।ଆମ୍ବେଦକର ସ୍ମୃତି ପରିଷଦ କଟକ ର ସଭାପତି ସୁକାନ୍ତ ସେଠୀଙ୍କ ନେତୃତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ କଟକ ଜିଲ୍ଲା ଆମ୍ବେଦକର ସ୍ମୃତି ପରିଷଦର ମହିଳା ସଭାନେତ୍ରୀ ପ୍ରମୋଦିନୀ ମଲ୍ଲିକ, ପ୍ରଦୀପ ସେନାପତି, ଆଇନଜୀବୀ ବିଷ୍ଣୁ ପ୍ରସାଦ ମଲ୍ଲିକ, ଦଳିତ ନେତା ବିଜୟ ସାମଲ, ନବ ଦାସ, ବାସୁଦେବ ସାମଲ, କିଶୋର ଦାସ,ପ୍ରମୋଦ ମଲ୍ଲିକ, ବଳରାମ ଦାସ, ଚୈତନ୍ୟ ସାମଲ,ଅମର ସାମଲ ପ୍ରମୁଖ ଯୋଗଦେଇ ସମ୍ବିଧାନ ପ୍ରଣେତା ଡ଼କ୍ଟର ଭିମରାଓ ଆମ୍ବେଦକରଙ୍କ ସ୍ମୃତି ଚାରଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

June 21, 2026
ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

June 21, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version