• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାଟଣାଗଡ଼ ହନୁମାନ ଜୟନ୍ତୀ ଆନନ୍ଦ ଉଲ୍ଲାସର ପାଳିତ ସହ ବଜରଙ୍ଗଦଳ ପକ୍ଷରୁ : ବିରାଟ ଶୋଭାଯାତ୍ରା

Proprietor Abhimanyu Maharana by Proprietor Abhimanyu Maharana
April 14, 2023
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ପାଟଣାଗଡ଼ ହନୁମାନ ଜୟନ୍ତୀ ଆନନ୍ଦ ଉଲ୍ଲାସର ପାଳିତ ସହ ବଜରଙ୍ଗଦଳ ପକ୍ଷରୁ : ବିରାଟ ଶୋଭାଯାତ୍ରା
Share on FacebookShare on TwitterWhatsapp

ସାଂସଦ ସଙ୍ଗୀତା କୁମାରୀ ସିଂହ ଦେଓ , ପୂର୍ବତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଙ୍କ ସହ ସରକାରୀ ଉପମୁଖ୍ୟ ସଚେତକ ତଥା ବିଧାୟକ ସରୋଜ କୁମାର ମେହେର ଶୋଭାଯାତ୍ରାରେ ସାମିଲ ହୋଇଥିଲେ ।

୧୪ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାଟଣାଗଡ଼ :- ପାଟଣାଗଡ଼ ସହର ରେ ଆନନ୍ଦ ସହ ହନୁମାନ ଜୟନ୍ତୀ ଅବସରରେ ସ୍ଥାନୀୟ ବ୍ରହ୍ମପୁରା ଜଗନ୍ନାଥ ମନ୍ଦିର ରେ ଯଥା ବିଧି ପୂଜାର୍ଚ୍ଚନା ପରେ ସାମୁହିକ ହନୁମାନ ଚାଳିଶା ପାଠ କରାଯାଇଥିଲା । ଦିନ ୧୦ ଘଣ୍ଟା ସମୟରେ ହିନ୍ଦୁବାଦି ସଂଗଠନ ପକ୍ଷରୁ ଏକ ଶୋଭାଯାତ୍ରା ସହର ପରିକ୍ରମା କରି ପଞ୍ଚମୂଖି ହନୁମାନ ଠାରେ ପହଞ୍ଚିଥିଲା ।ଏହି ଶୋଭାଯାତ୍ରା ଆରମ୍ଭ ରୁ ସାଂସଦ ସଙ୍ଗୀତା କୁମାରୀ ସିଂ ଦେଓ , ପୂର୍ବତନ ବିଧାୟକ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇ ଥିଲେ । ଶୋଭାଯାତ୍ରା ଯାତ୍ରା ବିଜେଡି କାର୍ଯ୍ୟାଳୟ ସମ୍ମୁଖ ରେ ପହଁଞ୍ଚିବା ପରେ ସରକାରୀ ମୂଖ୍ୟ ଉପସଚେତକ ତଥା ବିଧାୟକ ସରୋଜ କୁମାର ମେହେର ନିଜ ଦଳୀୟ କର୍ମୀ ଙ୍କ ସହ ଶୋଭାଯାତ୍ରା ସାମିଲ ହୋଇଥିଲେ । ସହର ସାରା ହନୁମାନ ଝଣ୍ଡା ,ଜୟ ଶ୍ରୀ ରାମ ଧ୍ୱନି ବାଜା ,ଘଣ୍ଟନାଦ,ଦୁଳଦୁଳି ,ନିସାନ ବାଦ୍ୟ ରେ କମ୍ପି ଉଠୁଥିବା ବେଳେ ୫ ହଜାର ରୁ ଉର୍ଦ୍ଧ୍ବ ବଜରଙ୍ଗି ଭକ୍ତ ସାମିଲ ହୋଇଥିଲେ । ଶୋଭାଯାତ୍ରା କୁ ସହର ର ବିଭିନ୍ନ ସ୍ଥାନରେ ସ୍ବାଗତ କରିଥିବା ଦେଖିବାକୁ ମିଳିଥିଲା । ମାରୱାଡ଼ି ଯୁବ ମଂଚ ଓ ମହିଳା ମଞ୍ଚ ପକ୍ଷରୁ ମିଠା ପଣା ଓ ଖେଚୁଡ଼ି ଅନ୍ନ ପ୍ରସାଦ ଓ ହନୁମାନ ଚାଳିଶା ବଣ୍ଟନ କରାଯାଇଥିଲା । ଛୋଟ ଛୋଟ ଶିଶୁ ମାନେ ହନୁମାନ ରାମ ବେଶରେ ସଜ୍ଜିତ ବେଶ ଆର୍କଶିତ ହୋଇଥିଲା । ସେହିପରି ଆଜି ସହର ଧୁମାଭଟା ଛକ ନିକଟରେ ଥିବା ସମ୍ବିଧାନ ପ୍ରଣେତା ଡକ୍ଟର ବାବା ସାହେବ ଆମ୍ବେଦକର ଙ୍କ ପ୍ରତି ମୁର୍ତ୍ତି ରେ ସକାଳ ୮.୩୦ ସମୟରେ ପ୍ରଶାସନ ପକ୍ଷରୁ ଉପଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠି , ବିଧାୟକ ସରୋଜ କୁମାର ମେହେର ,ତହସିଲଦାର ଲକ୍ଷ୍ମଣ ମାଝୀ , ବିଡ଼ିଓ ସୁମନ୍ତ କୁମ୍ଭାର , ବ୍ଳକ ଅଧ୍ୟକ୍ଷ ନୀଳକାନ୍ତ ବାଗ ଙ୍କ ସହ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହି ପୁଷ୍ପମାଲ୍ୟ ଅର୍ପଣ କରିଥିବା ବେଳେ ପରେ ପରେ ସାଂସଦ ସଙ୍ଗୀତା କୁମାରୀ ସିଂ ଦେଓ ଓ ପୂର୍ବ ତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମଧ୍ୟ ଶୋଭାଯାତ୍ରାରେ ଆସି ଡ ବାବା ସାହେବ୍ ଆମ୍ବେଦକର ଙ୍କ ପ୍ରତି ମୁର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଶୋଭାଯାତ୍ରା ବଜାର ସ୍ଥିତ ପଞ୍ଚମୂଖି ହନୁମାନ ମନ୍ଦିର ଠାରେ ପହଁଞ୍ଚିବା ପରେ ସାମୂହିକ ଭାବେ ଅନ୍ନ ଭୋଜନ ଗ୍ରହଣ କରିଥିଲେ ।ଏଥିରେ ସ୍ଥାନୀୟ ହନୁମାନ ବେଶ ରେ ଅଭିନୟ କରୁଥିବା କଳାକାର , ବଜରଙ୍ଗଦଳ ସଭାପତି ବଣ୍ଟି ଙ୍କ ସମେତ ବିଶ୍ଵ ହିନ୍ଦୁ ପରିଷଦ ର କର୍ମକର୍ତ୍ତା , ସ୍ଥାନୀୟ କ୍ଲବ , ସାଂସ୍କୃତିକ ଅନୁଷ୍ଠାନ , ଧାର୍ମିକ, ବୁଦ୍ଧିଜୀବୀ , ମାରୱାଡ଼ି ଯୁବା ମଞ୍ଚ , ମାରୱାଡ଼ି ମହିଳା ସଦସ୍ୟା ମାନେ ସହଯୋଗ କରିଥିଲେ । ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ଶତାଧିକ ପୁଲିସ ଫୋର୍ସ ମୁତୟନ ଥିବା ବେଳେ ଥାନା ଅଧିକାରୀ ଅନନ୍ତ ପ୍ରଧାନ , ଆଇଆଇସି ବ୍ରଜକିଶୋର ପଣ୍ଡା ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version