• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଡ଼ଃ ଆମ୍ବେଦକରଙ୍କ ୧୩୨ତମ ଜୟନ୍ତୀ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
April 14, 2023
in ଓଡ଼ିଶା, ମାଲକାନଗିରି, ହୋମ୍
0
ଡ଼ଃ ଆମ୍ବେଦକରଙ୍କ ୧୩୨ତମ ଜୟନ୍ତୀ ପାଳିତ
Share on FacebookShare on TwitterWhatsapp

୧୪ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପଡ଼ିଆ :- ଭାରତର ସମ୍ବିଧାନ ପ୍ରଣେତା ବାବାସାହେବ ଡଃ ଭୀମରାଓ ଆମ୍ବେଦକରଙ୍କ ୧୩୨ତମ ଜୟନ୍ତୀ ପଡ଼ିଆ ବ୍ଲକ ସଦର ମହକୁମା ସ୍ଥିତ ପଡ଼ିଆ ଆମ୍ବେଦକର ଯୁବକ ସଂଘ ତରଫରୁ ଜୟନ୍ତୀ ପାଳନ ଅବସରରେ ପଡ଼ିଆ ଆମ୍ବେଦକର ଯୁବକ ସଂଘ ଆନୁକୁଲ୍ୟରେ ସ୍ଥାନୀୟ ଆମ୍ବେଦକର କ୍ଲବ ପରିସରରେ ଡଃ ଆମ୍ବେଦକରଙ୍କ ଫଟୋଚିତ୍ର ରେ ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା । ପଡ଼ିଆ ସମିତି ଅଧ୍ୟକ୍ଷା ଶ୍ରୀମତୀ ଯମୁନା ମୁଷାକୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଆଡଭକେଟ ମହାନନ୍ଦିଆ,

ଅନିମେଶ ମଣ୍ଡଳ, ସମ୍ମାନିତ ଅତିଥି ଭାବେ ସମାଜସେବୀ ଡ଼ଃ ଏନ୍ ରାଘବ ରାଓ, ଆମ୍ବେଦକର ଯୁବକ ସଂଘ ସଭାପତି ସିଏଚ ରେଵିଡ କୁମାର, ଯୁବ ସମାଜସେବୀ ନାକା ନୁକାଲ ରାଜୁ, ମାଲକାନଗିରି ଜିଲ୍ଲା କ୍ରିକେଟ ସଂଘ ସଭାପତି ଏମ୍ ଡି ଫାରୁକ, ପଡ଼ିଆ ବ୍ଲକ ମଣ୍ଡଳ ସଭାପତି ଏମ୍ ମେସାକ ରବି, ମାଟେରୁ ସରପଞ୍ଚ ଲଛମନ୍ ମାଡକାମି, ବାପାନପାଲ୍ଲୀ ସରପଞ୍ଚ ମେଧା ବଗାମ, ସମିତି ସଭ୍ୟ ନନ୍ଦା ମାଡକାମି, କଣ୍ଟେଶ ପଟଲା,ନାକା ନାହାମ କୁମାର ଓ ସିଏଚ ଏଙ୍ଗିଲାୟା ପ୍ରମୁଖ ଉପସ୍ଥିତ ରହି ଡ଼ଃ ଆମ୍ବେଦକରଙ୍କ ଫୋଟୋ ଚିତ୍ରରେ ପୁଷ୍ପା ମାଲ୍ୟାର୍ପଣ କରିଥିଲେ । ଏହି ପରୀପ୍ରେକ୍ଷୀରେ ଏକ ସାଧାରଣ ସଭାର ଆୟୋଜନ କରାଯାଇଥିଲା । ଏଥିରେ ସଂଘର ସଭାପତି ସିଏଚ ରେଵିଡ ସଭାପତିତ୍ବ କରି କହିଥିଲେ ଯେ ଆଧୁନିକ ଭାରତ ଗଠନରେ ଡଃ ଭୀମରାଓ ଆମ୍ବେଦକରଙ୍କ ଅବଦାନ ଓ ଭୂମିକା ବେଶ ଗୁରୁତ୍ଵପୂର୍ଣ୍ଣ ଥିଲା । ସେ ଏକାଧାରରେ ଶିକ୍ଷା, ସଂଘର୍ଷ ତଥା ସଂଗଠନ ଭଳି ସ୍ଲୋଗାନ ପ୍ରବର୍ତ୍ତନ କରି ସମାଜକୁ ଏକ ନୂଆ ଦିଗଦର୍ଶନ ଦେଇଥିଲେ ।

ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଅନିମେଶ ମଣ୍ଡଳ କହିଥିଲେ ଯେ ଏକ ସାଧାରଣ ପରିବାରରେ ଜନ୍ମ ନେଇ ଡକ୍ଟର ଆମ୍ବେଦକର ଅସାଧାରଣ ଜ୍ଞାନ ଓ ଦକ୍ଷତାର ଅଧିକାରୀ ହେବା ସଙ୍ଗେ ସଙ୍ଗେ ସମଗ୍ର ବିଶ୍ବରେ ଭାରତର ସମ୍ବିଧାନିକ ବ୍ୟବସ୍ଥାକୁ ଶ୍ରେଷ୍ଠତର ମର୍ଯ୍ୟାଦା ପ୍ରଦାନ କରିପାରିଥିଲେ । ଏହି କାର୍ଯ୍ୟକ୍ରମକୁ ଆମ୍ବେଦକର ଯୁବକ ସଂଘର ସଭାପତି ସିଏଚ ରେଵିଡ କୁମାର ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

May 3, 2026
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

May 3, 2026
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version