• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କନ୍ଧମାଳ ଜିଲ୍ଲାରେ ଆଠଟି ଏକଲବ୍ୟ ବିଦ୍ୟାଳୟ ସ୍ଥାପନ ହେବ

Proprietor Abhimanyu Maharana by Proprietor Abhimanyu Maharana
April 15, 2023
in ଓଡ଼ିଶା, କନ୍ଧମାଳ, ରାଜନୀତି, ହୋମ୍
0
କନ୍ଧମାଳ ଜିଲ୍ଲାରେ ଆଠଟି ଏକଲବ୍ୟ ବିଦ୍ୟାଳୟ ସ୍ଥାପନ ହେବ
Share on FacebookShare on TwitterWhatsapp

୧୫ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ )  କନ୍ଧମାଳ :- କନ୍ଧମାଳ ଜିଲ୍ଲା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ମଞ୍ଜୁର ହେଇଥିବା ଆଠଟି ଏକଲବ୍ୟ ଆବାସିକ ବିଦ୍ୟାଳୟ ଖୁବ୍ ଶିଘ୍ର ଭିତ୍ତପ୍ରସ୍ତର ଦେବା ପାଇଁ କେନ୍ଦ୍ର ଅନୁସୂଚୀତ ଜନଜାତି ମନ୍ତ୍ରୀ ବିଶ୍ୱେଶ୍ଵର ଟୁଡୁ ଙ୍କ ନିକଟରେ ଦାବୀ କରିଛନ୍ତି ବାଲିଗୁଡ଼ା ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ । ଜିଲ୍ଲାରେ ବସବାସ କରୁଥିବା ଅନୁସୂଚିତ ଜନଜାତି ଓ ଜାତି ଛାତ୍ରଛାତ୍ରୀ ମାନଙ୍କୁ ସର୍ବଭାରତୀୟ ସ୍ତରରେ ସମକକ୍ଷ ହେବା ନେଇ କେନ୍ଦ୍ର ସରକାର ସିବିଏସଇ ପାଠ ପଢିବା ସହ ବିଭିନ୍ନ ପ୍ରତିଯୋଗିତା ରେ ଭାଗ ନେଇ କୃତକାର୍ଯ୍ୟ ହେବା ଲକ୍ଷ୍ୟ ନେଇ କେନ୍ଦ୍ର ସରକାରଙ୍କ ଅନୁସୂଚିତ ଜନଜାତି ମନ୍ତ୍ରାଳୟ ପକ୍ଷରୁ ବିଭିନ୍ନ ସ୍ଥାନ ମାନଙ୍କ ରେ ଏକଲବ୍ୟ ଆବାସିକ ବିଦ୍ୟାଳୟ ମାନ ସ୍ଥାପନ କରାଯାଉଛି । ସେଥି ମଧ୍ୟରୁ କନ୍ଧମାଳ ଜିଲ୍ଲାରେ ଆଠ ଟି ସ୍ଥାନରେ ଏକଲବ୍ୟ ଆବାସିକ ବିଦ୍ୟାଳୟ ଖୋଲିବା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ସେଥି ମଧ୍ୟରେ ତୁମୁଡ଼ିବନ୍ଧ ବ୍ଲକ ର ଏକଲବ୍ୟ ଆବାସିକ ବିଦ୍ୟାଳୟ ଟି ଭିତ୍ତପ୍ରସ୍ତର ଦିଆଯାଇଥିବା ବେଳେ କୋଟଗଡ, କ.ନୂଆଗାଁ ବ୍ଲକର ସାରଙ୍ଗଗଡ, ଜି.ଉଦୟଗିରୀ, ଦାରିଙ୍ଗବାଡି, ରାଇକିଆ,

ଟିକାବାଲି ଓ ଫୁଲବାଣୀ ଏହି ସାତଟି ଖୁବ ଶିଘ୍ର ଭିତ୍ତିପ୍ରସ୍ତର କରି କାର୍ଯ୍ୟ ଆରମ୍ଭ କରିବା ପାଇଁ ବାଲିଗୁଡ଼ା ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ ଦିଲ୍ଲୀ ଯାଇ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଟୁଡୁ ଙ୍କ ନିକଟରେ ଦାବୀ କରିଛନ୍ତି । ଶ୍ରୀ ଟୁଡୁ ଚଳିତ ମାସ ଶେଷ ସପ୍ତାହ ରେ କନ୍ଧମାଳ ଗସ୍ତ କରିବା ସହ କେନ୍ଦ୍ର ସରକାରଙ୍କ ଦ୍ୱାରା ଅନୁମୋଦନ ହୋଇଥିବା ଉକ୍ତ ସାତଟି ଏକଲବ୍ୟ ଆବାସିକ ବିଦ୍ୟାଳୟର ଭୂମି ପୂଜନ କାର୍ଯ୍ୟ ଓ ଭିତ୍ତପ୍ରସ୍ତର ଦେବେ ବୋଲି ପ୍ରତିଶୃତି ଦେଇଛନ୍ତି ବୋଲି ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0

ପଶ୍ଚିମବଙ୍ଗ, ଆସାମ, ପୁଡୁଚେରୀରେ ଐତିହାସିକ ବିଜୟ ପରିପ୍ରେକ୍ଷୀରେ ରାଜ୍ୟ କାର୍ଯ୍ୟାଳୟରେ ବିଜୟ ଉତ୍ସବ ପାଳନ

May 5, 2026
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଶ୍ଚିମବଙ୍ଗ, ଆସାମ, ପୁଡୁଚେରୀରେ ଐତିହାସିକ ବିଜୟ ପରିପ୍ରେକ୍ଷୀରେ ରାଜ୍ୟ କାର୍ଯ୍ୟାଳୟରେ ବିଜୟ ଉତ୍ସବ ପାଳନ

May 5, 2026
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version