• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାଟଣାଗଡ଼ ଅବକାରୀ ବିଭାଗ ପେଟ୍ରୋଲିଂ କରୁଥିବା ସମୟରେ : ୬୦ ବସ୍ତା ମହୁଲ ଫୁଲ ସହ ୪୦୭ କୁ ଜବତ କରିଛି – ୧ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
April 16, 2023
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ପାଟଣାଗଡ଼ ଅବକାରୀ ବିଭାଗ ପେଟ୍ରୋଲିଂ କରୁଥିବା ସମୟରେ : ୬୦ ବସ୍ତା ମହୁଲ ଫୁଲ ସହ ୪୦୭ କୁ ଜବତ କରିଛି – ୧ ଗିରଫ
Share on FacebookShare on TwitterWhatsapp

୧୬ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାଟଣାଗଡ଼ :- ପାଟଣାଗଡ଼ ଅବକାରୀ ବିଭାଗ ପେଟ୍ରୋଲିଂ କରୁଥିବା ସମୟରେ ୬୦ ବସ୍ତା ମହୁଲ ଫୁଲ ସହ ୪୦୭ କୁ ଜବତ କରିଛି । ଏଥି ସହ ଡ୍ରାଇଭର ଦୁର୍ଯୋଧନ ବରିହା କୁ ଗିରଫ କରି କୋର୍ଟ ଚାଲାଣ କରିଛି । କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ତାକୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ଅବକାରୀ ଉପ ନିରୀକ୍ଷକ ସତ୍ୟନାରାୟଣ ଦାସ ସୂଚନା ଦେଇଛନ୍ତି । ସୂଚନା ଅନୁସାରେ ଗତକାଲି ସନ୍ଧ୍ୟା ସମୟରେ ପାଟଣାଗଡ଼ ଉପ ନିରୀକ୍ଷକ ଙ୍କ ନେତୃତ୍ବରେ ଏକଟିମ ସନ୍ଧ୍ୟା ସମୟରେ ଘସିଏନ ଲରମ୍ଭା ରାସ୍ତାରେ ପେଟ୍ରୋଲିଙ୍ଗ କରୁଥିଲେ ।ଏହି ସମୟରେ ଫଟାମୁଣ୍ଡା ରାସ୍ତା ଦେଇ ଏକ ୪୦୭ ସିଜି-୦୪-ଜେସି-୧୦୩୨ କୁର୍ତୁଳା ଚ୍ଛକରେ ବାହାରି ଲରମ୍ଭା ଦମକି ପାଳି ରାସ୍ତା ଦେଇ ପଦ୍ମପୁର କୁ ଯାଉଥିବା ସମୟରେ ଅବକାରୀ ବିଭାଗ ଉକ୍ତ ୪୦୭ କୁ ଅଟକାଇ ପଚରାଉଚରା କରିଥିଲା । ବେଆଇନ ଭାବରେ ମହୁଲ ଫୁଲ ଚାଲାଣ ହେଉଥିବା ଜାଣି ଉକ୍ତ ଟିମ୍ ଘଟଣା ସ୍ଥଲରୁ ୪୦୭ ଗାଡି ସହ ଡ଼୍ରାଇଭର କୁ ଗିରଫ କରି ଅବକାରୀ ଉପ କାର୍ଯ୍ୟାଳୟକୁ ଆଣିଥିଲେ । ପଚରାଉଚରା ପରେ ବନ୍ଦପଡା ଫାଣ୍ଡି ଭୂତିଆରବାହାଲ ର ଅଜୟ ଦାସ ନାମକ ଜଣେ ବ୍ୟକ୍ତି ଏହି ମହୁଲ ଫୁଲ ପଦ୍ମପୁର ମଦଭାଟିକୁ ବେଆଇନ ଭାବରେ ଚାଲାଣ କରୁଥିବା ଡ଼୍ରାଇଭର ଦୁର୍ଯ୍ୟୋଧନ ଅବକାରୀ ଉପ ନିରୀକ୍ଷକଙ୍କ ସମ୍ମୁଖରେ କହିଥିଲା । ଏହାପରେ ୨୭ କୁଇଣ୍ଟାଲ ମହୁଲ ଫୁଲକୁ ଅବକାରୀ ଉପ ନିରୀକ୍ଷକ ଜଣେ ଲାଇସଂସ ପ୍ରାପ୍ତ ବ୍ୟକ୍ତିଙ୍କୁ ଜିମାଦେବାସହ ଡ଼୍ରାଇଭର କୁ ଗିରଫ କରି ଡାକ୍ତରି ମାଇନାପରେ କୋର୍ଟ ଚାଲାଣ କରିଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version