ଆୟୋଜିତ କାର୍ଯ୍ୟକ୍ରମରେ ସମ୍ପାଦକ ଶ୍ରୀ ସାହୁ ପୌରହିତ୍ୟ କରିବା ସହ ସମ୍ମିଳିତ ଭାବେ ଡାଃ ଆମ୍ବେଦକରଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରିଥିଲେ । ଏହାସହ ଛାତ୍ରଛାତ୍ରୀଙ୍କ ଗହଣରେ ଡାଃ ଆମ୍ବେଦକରଙ୍କ ସଂଘର୍ଷମୟ ଜୀବନୀ ଓ ତାଙ୍କ ସଫଳତା ନେଇ ଶିକ୍ଷାର୍ଥୀଙ୍କୁ ଅନୁପ୍ରାଣିତ ଧାରାରେ ବିଶୃତ ଆଲୋକ ପାତ କରିଥିଲେ ।
ପରିଶେଷରେ ଛାତ୍ରଛାତ୍ରୀଙ୍କୁ ମିଷ୍ଟାନ୍ନ ସହ ପଣା ବଣ୍ଟନ କରିଥିଲେ । ସହକାରୀ ଶିକ୍ଷକ ଅଶୋକ କୁମାର ଜେନାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ ।

© 2023 Odisha Taza News.