• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବରଗଡ଼ ଜିଲ୍ଲା ଗସ୍ତ ରେ ମହାମହିମ ରାଜ୍ୟପାଳ

Proprietor Abhimanyu Maharana by Proprietor Abhimanyu Maharana
April 17, 2023
in ଓଡ଼ିଶା, ବରଗଡ଼, ହୋମ୍
0
ବରଗଡ଼ ଜିଲ୍ଲା ଗସ୍ତ ରେ ମହାମହିମ ରାଜ୍ୟପାଳ
Share on FacebookShare on TwitterWhatsapp

୧୬ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ବରଗଡ଼ :- ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍ ତିନି ଦିନିଆ ପଶ୍ଚିମ ଓଡ଼ିଶା ଗସ୍ତ କ୍ରମରେ ଆଜି ବରଗଡ଼ ଜିଲ୍ଲାର ପାଇକମାଳ ବ୍ଲକ ଅନ୍ତର୍ଗତ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ ରୈ।ପ୍ୟ ଜୟନ୍ତୀ ସମାରୋହ, ବିଜେପୁର ବ୍ଲକ ଅନ୍ତର୍ଗତ ସମଲେଇପଦର ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ର ଶତ ବାର୍ଷିକ ଉତ୍ସବ, ବରପାଲି ବ୍ଲକ ଅନ୍ତର୍ଗତ ତୁଲୁଣ୍ଡି ସରକାରୀ ପ୍ରାଥମିକ ବିଦ୍ୟାଳୟ ର ଶତ ବାର୍ଷିକୀ ସମାରୋହ, ବରଗଡ଼ ସ୍ଥିତ ବିକାଶ ଶିକ୍ଷାନୁଷ୍ଠାନର ସାମାଜିକ ମଙ୍ଗଳ ଏବଂ ଗୋଷ୍ଠୀ ବିଦ୍ୟାଳୟ ଗୃହର ଭିତ୍ତି ପ୍ରସ୍ତର ସ୍ଥାପନ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସକାଳୁ ପାଇକମାଳ ସ୍ଥିତ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ ର ରୈ।ପ୍ୟ ଜୟନ୍ତୀ ସମାରୋହ ରେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍ ଯୋଗ ଦେଇ ଭାରତର ରାଷ୍ଟ୍ରପତି ଶ୍ରୀମତି ଦ୍ରୋପଦୀ ମୁର୍ମୁ ଙ୍କ ପରି ସମସ୍ତ ଛାତ୍ରୀମାନେ ବଡ଼ ହେବା ପାଇଁ ପ୍ରେରଣା ଦେଇଥିଲେ । ସଭା ରେ ସ୍କୁଲ ପ୍ରଧାନ ଶିକ୍ଷକ ସୁମନ୍ତ ପଣ୍ଡା ସଭା ପରିଚାଳନା କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ବରଗଡ଼ ସାଂସଦ ସୁରେଶ ପୂଜାରୀ, ଜିଲ୍ଲା ପରିଷଦ ସଭ୍ୟ ସୁରେନ୍ଦ୍ର ପ୍ରତାପ ସିଂହ ବରିହା ପ୍ରମୁଖ ମଞ୍ଚାସୀନ ଥିଲେ ।ବିଜେପୁର ବ୍ଲକ ଅନ୍ତର୍ଗତ ସମଲେଇପଦର ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ର ଶତ ବାର୍ଷିକ ଉତ୍ସବ ରେ ମହାମହିମ ରାଜ୍ୟପାଳ ଯୋଗ ଦେଇଥିଲେ । ସଭା ରେ ରାଜ୍ୟ ହସ୍ତତନ୍ତ ବୟନ ଶିଳ୍ପ ମନ୍ତ୍ରୀ ରୀତା ସାହୁ, ସ୍କୁଲ ପ୍ରଧାନ ଶିକ୍ଷୟତ୍ରୀ ଆରତୀ ଯୋଶୀ ମଞ୍ଚାସୀନ ଥିଲେ । ସେହିପରି ବରପାଲି ବ୍ଲକ ଅନ୍ତର୍ଗତ ତୁଲୁଣ୍ଡି ସରକାରୀ ପ୍ରାଥମିକ ବିଦ୍ୟାଳୟ ର ଶତ ବାର୍ଷିକ ସମାରୋହରେ ଯୋଗ ଦେଇ ଜଗନ୍ନାଥ ଚେତନାର ଉଦବୃଦ୍ଧ ହୋଇ ଜୀବନରେ ଭଲ ମଣିଷ ହେବାକୁ ଶିଶୁ ମାନଙ୍କୁ ପରାମର୍ଶ ଦେଇଥିଲେ । ଏଥିରେ ମନ୍ତ୍ରୀ ରୀତା ସାହୁ, ସାଂସଦ ସୁରେଶ ପୂଜାରୀ ଏବଂ ଅଶୋକ ସାହୁ ଉପସ୍ଥିତ ଥିଲେ । ବରଗଡ଼ ବ୍ଲକ ଅନ୍ତର୍ଗତ ତିଲ ପାଲି ଠାରେ ତିନି ଏକର ଜମିରେ ବିକାଶ ସାମାଜିକ ମଙ୍ଗଳ ଏବଂ ଗୋଷ୍ଠୀ ବିଦ୍ୟାଳୟ ନୂତନ କୋଠା ପାଇଁ ମହାମହିମ ରାଜ୍ୟପାଳ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ । ଏହି ଅବସରରେ ବିକାଶ ଶିକ୍ଷାନୁଷ୍ଠାନ ସମୁହ ପରିସର ସମ୍ମିଳନୀ କକ୍ଷରେ ସଭା ଅନୁଷ୍ଠିତ ହୋଇଥିଲା । ସଭା କୁ ସାମାଜିକ ମଙ୍ଗଳ ସ୍କୁଲ ର ଛାତ୍ରଛାତ୍ରୀ ମାନେ ପରିଚାଳନା କରିଥିଲେ । ସଭା ରେ ମହାମହିମ ରାଜ୍ୟପାଳ ସମାଜର ସବୁ ବର୍ଗ ର ଲୋକଙ୍କୁ ସମାନ ଶିକ୍ଷା ଅଧିକାର ମିଳିବା ଉଚିତ ବୋଲି କହିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ବରଗଡ଼ ସାଂସଦ ସୁରେଶ ପୂଜାରୀ, ଜିଲ୍ଲାପାଳ ମନୀଷା ବାନାର୍ଜୀ, ଜିଲ୍ଲା ଏସପି ପି ମୀନା, ବିକାଶ ଶିକ୍ଷାନୁଷ୍ଠାନ ସମୁହର ଅଧ୍ୟକ୍ଷ ଡି ମୂରଲୀ କ୍ରିଷ୍ଣା, ନିର୍ଦ୍ଦେଶକ ଡି ନାଗେଶ୍ଵର ରାଓ ମଞ୍ଚାସୀନ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version