• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଚନ୍ଦ୍ରଗିରି ସପ୍ତାହକ ମଧ୍ୟରେ ଦୁଇଟି ଆତ୍ମହତ୍ୟା

Proprietor Abhimanyu Maharana by Proprietor Abhimanyu Maharana
April 17, 2023
in ଅପରାଧ, ଓଡ଼ିଶା, ଗଜପତି, ହୋମ୍
0
ଚନ୍ଦ୍ରଗିରି ସପ୍ତାହକ ମଧ୍ୟରେ ଦୁଇଟି ଆତ୍ମହତ୍ୟା
Share on FacebookShare on TwitterWhatsapp

୧୬ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଆର, ଉଦୟଗିରି  :- ସପ୍ତାହକ ମଧ୍ୟରେ ଦୁଇଜଣ ଆତ୍ମହତ୍ୟା କରିବା ପରେ ଚନ୍ଦ୍ରଗିରି ପଞ୍ଚାୟତରେ ଏକପ୍ରକାର ଶୋକକୂଳ ପରିସ୍ଥିତି ସୃଷ୍ଟି ହୋଇଥିଲା । ଯୁବଗାଁର ସୁଦେଷ୍ପା ନାୟକ (୨୨) ଗ୍ରାମର ସୂର୍ଯ୍ୟ ନିକଟଙ୍କ ପ୍ରେମ ବିବାହ କରିଥିଲେ । ହେଲେ ସୁଦେଷ୍ପାଙ୍କ ପିତା ସାରଥି ସୂର୍ଯ୍ୟଙ୍କ ନାମରେ ଚନ୍ଦ୍ରଗିରି ଫାଣ୍ଡିରେ ଏତଲା ଦେବା ପରଠୁ ସେ ଆଜିକୁ ଛଅ ବର୍ଷ ହେଲା ସୂର୍ଯ୍ୟ ଜେଲରେ ଅଛନ୍ତି । କିଛି ଦିନ ତଳେ ଘରର ଦୁଇଶହ ମିଟର ଦୂରରେ ଥିବା ଏକ ପଣସ ଗଛରେ ସୁଦେଷ୍ପାଙ୍କ ଝୁଲୁଥିବା ଅବସ୍ଥାରେ ଦେଖିବା ପରେ କ ‘ ଣ ପାଇଁ ସେ ଆତ୍ମହତ୍ୟା କଲେ, ତାହା ପରିବାରବର୍ଗ ଓ ଗ୍ରାମବାସୀଙ୍କୁ ସନ୍ଦେହରେ ପକାଇଛି । ଖବର ପାଇ ମୋହନା ଥାନା ଅଧିକାରୀ ବସନ୍ତ ସେଠୀ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରବା ସହ ମୋହନା ଥାନାରେ କେସ ନଂ ୫/୨୦୨୩ ରେ ମକଦ୍ଦମା ରୁଜୁ କରିଛନ୍ତି ଫାଣ୍ଡି ଅଧିକାରୀ ପୁରୁଷୋତ୍ତମ ପାଇକଙ୍କୁ ନିରପେକ୍ଷ ତଦନ୍ତ ପାଇଁ ନିର୍ଦେଶ ଦିଆଯାଇଥିବା ବେଳେ ଶବ ବ୍ୟବଛେଦ ନିମନ୍ତେ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଛି । ସେହିଭଳି , ଚନ୍ଦ୍ରଗିରି ନାୟକ ସାହିର କିଛି ଦୂରରେ ଥିବା ଝିଙ୍କଦଲ୍ଲୀ କୁଦିଆରେ କାଜୁ ଗଛରୁ ଝଲନ୍ତା ଅବସ୍ଥାରେ ଗୌତମ ନାୟକ(୩୬) ଙ୍କ ମୃତଦେହ ଠାବ ହେବା ଘଟଣା ଚର୍ଛା ସୃଷ୍ଟି କରିଛି। ଗୌତମଙ୍କ ପିତାମାତା ବହୁଦିନ ହେଲା ପରଲୋକ ଗମନ କରିଛନ୍ତି । ସେ ବିବାହ କରିଥିଲେ । ପ୍ରଥମ ସ୍ତ୍ରୀ ପ୍ରାଣ ହରାଇବା ପରେ ଦ୍ବିତୀୟ ସ୍ତ୍ରୀ ବି କିଛି ଦିନ ତଳେ ପ୍ରାଣ ହରାଇଥିଲେ । ଉଭୟ ସ୍ତ୍ରୀଙ୍କ ପକ୍ଷରୁ କୌଣସି ସନ୍ତାନସନ୍ତତି ନ ଥିବା ବେଳେ ଗୌତମ ଦିନ ମଜୁରିଆ ଭାବେ କାମକରି ଏକାକୀ ଜୀବନ ନିର୍ବାହ କରୁଥିଲେ । ଗତ ସଂକ୍ରାନ୍ତ ଦିନ ସେ ମନ୍ଦିର ଯାଇ ହନୁମାନଙ୍କୁ ଦର୍ଶନ କରିଥିଲେ । ତାପରେ ତାଙ୍କ ମୃତଦେହ ମିଳିବା ଘଟଣା ସମସ୍ତଙ୍କୁ ଚକିତ କରି ଦେଇଛି । ଚନ୍ଦ୍ରଗିରି ଫାଣ୍ଡି ଅଧିକାରୀ ପୁରୁଷୋତ୍ତମ ପାଇକ ତଦନ୍ତ ଭାର ଗ୍ରହଣ କରିଥିବା ବେଳେ ଶବକୁ ଉଦ୍ଧାର କରି ବ୍ରହ୍ମପୁର ବବଡମେଡିକଲକୁ ପଠାଇଥିବା ଜଣାପଡିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version