• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହାନଦୀ ତଟତ୍ସୋବ ତୃତୀୟ ସନ୍ଧ୍ୟାରେ ଦର୍ଶକଙ୍କ ମନ ମୋହିଲା ମାଲଖମ୍ବ ନୃତ୍ୟ

Proprietor Abhimanyu Maharana by Proprietor Abhimanyu Maharana
April 18, 2023
in ଓଡ଼ିଶା, କଟକ, ମନୋରଞ୍ଜନ, ହୋମ୍
0
ମହାନଦୀ ତଟତ୍ସୋବ ତୃତୀୟ ସନ୍ଧ୍ୟାରେ ଦର୍ଶକଙ୍କ ମନ ମୋହିଲା ମାଲଖମ୍ବ ନୃତ୍ୟ
Share on FacebookShare on TwitterWhatsapp

୧୮ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କଟକ ଜିଲ୍ଲା ପ୍ରତିନିଧି ଅମୂଲ୍ୟ କୁମାର ବାରିକଙ୍କ ରିପୋର୍ଟ :-  କଟକ ସଦର ନିର୍ବାଚନ ମଣ୍ଡଳୀ ନିଶ୍ଚିତକୋଇଲି ବ୍ଲକ କିଶନନଗର ନିକଟସ୍ଥ ଇଷାଣୀ ବ୍ରହ୍ମପୁର ପଞ୍ଚାୟତର ମଲ୍ଲିକପୁର ଠାରେ କଟକ ସଦର ସାମାଜିକ ଓ ସାଂସ୍କୃତିକ ସଂସଦ ଓଡିଶା ପକ୍ଷରୁ ଆୟୋଜିତ ମହାନଦୀ ତଟତ୍ସୋବର ଆଜି ଥିଲା ତୃତୀୟ ଦିବସ । ଏହି ଉତ୍ସବରେ ଆୟୋଜିତ ବିଭିନ୍ନ ନୃତ୍ୟ ସଂଗୀତ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟରୁ ମାଲଖମ୍ବ ନୃତ୍ୟ ସମସ୍ତ ଦର୍ଶକଙ୍କୁ ଆକୃଷ୍ଟ କରିପାରିଥିଲା । ଥମେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ ପାଳନ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା ।ବିଧାୟକ ଚନ୍ଦ୍ର ସାରଥୀ ବେହେରାଙ୍କ ପୌରହିତ୍ୟରେ ଆୟୋଜିତ ଏକ ସଭା ଆୟୋଜନ କରାଯାଇଥିଲା ।ଏଥିରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ଯୋଗଦେଇ କହିଲେ ଯେ , କଟକ ସଦର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସାନଭାଇ ଚନ୍ଦ୍ର ସାରଥୀ ବେହେରାଙ୍କ ଉଦ୍ୟମରେ ଆୟୋଜିତ ମହାନଦୀ ତଟତ୍ସୋବ, ସମସ୍ତ ନେତାଙ୍କୁ ଏକାଠି କରିବା ସହିତ ଦର୍ଶକ ମାନଙ୍କୁ ସାଂସ୍କୃତିକ କାର୍ଯ୍ୟକ୍ରମ ଜରିଆରେ ମନୋରଞ୍ଜନ ମଜା ଉଠାଇବାର ସୁଯୋଗ ଦେଇଛି । ଅପରାହ୍ନ ୪ଟାରୁ ରାତି ୧୧ ଟା ପର୍ଯ୍ୟନ୍ତ ଦର୍ଶକଙ୍କ ଭିଡ଼ ଲାଗି ରହୁଛି । ଏହି ଉତ୍ସବରେ ଓରମାସ ଏବଂ ଅନ୍ୟାନ୍ୟ ୫୦୦ ଶହ ବିଭିନ୍ନ ଷ୍ଟଲ ଖୋଲିଛି । ଏହି କାର୍ଯ୍ୟକ୍ରମକୁ ଆସୁଥିବା ଜନସାଧାରଣ ବିଭିନ୍ନ ଜିନିଷ କିଣିବାର ସୁଯୋଗ ପାଉଛନ୍ତି ।ଚଟପଟି ଖାଦ୍ୟ ଖାଇବା ସହିତ ପିଲା ମାନେ ମିନାବଜାର ବୁଲିବାର ସୁଯୋଗ ପାଇ ପାରୁଛନ୍ତି ।। ବେଳେ କରାଯାଇ ମହାନଦୀ ଆଳତୀ କରାଯାଇଥିଲା । ପରେ ପରେ ସାଂସ୍କୃତିକ କାର୍ଯ୍ୟ ଉଦଘାଟନ କରାଯାଇଥିଲା । କଟକ ସଦର ବିଧାୟକ ତଥା ପୂର୍ବତନ କ୍ରୀଡା ମନ୍ତ୍ରୀ ଚନ୍ଦ୍ର ସାରଥୀ ବେହେରାଙ୍କ ଉଦ୍ୟମ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସାଲେପୁର ବ୍ଲକର ପୂର୍ବତନ ଅଧ୍ୟକ୍ଷା ପ୍ରମିଳା ବେହେରା,କଟକ ଜିଲ୍ଲା ପରିଷଦର ଉପାଧ୍ୟକ୍ଷ ସୁଭଦ୍ରା ଦାସ, ସଦର ବିଡ଼ିଓ ରାଜିବୀ ଲୋଚନ ପ୍ରଧାନ, କିଶନନଗର ତହସିଲଦାର ମଧୁସୂଦନ ନାୟକ, ସରପଞ୍ଚ ସୁଶାନ୍ତ କୁମାର ସେଠୀ , ୪ନମ୍ବର ଯୋନ ଜିଲ୍ଲା ପରିଷଦ ସଭ୍ୟା ଆଶା ଲତା ବେହେରା ପ୍ରମୁଖ ଯୋଗ ଦେଇଥିଲେ । ଆଖପାଖ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଭ୍ୟ ସଭ୍ୟା ବିଜେଡି ଯୁବ,ଛାତ୍ର, ମହିଳା ଦଳର ସଭାପତି ସଂପାଦମାନେ ଯୋଗ ଦେଇ କାର୍ଯ୍ୟକ୍ରମ କୁ ପରିଚାଳନା କରିବାରେ ସହଯୋଗ କରିଥିଲେ । ସଦର ବିଧାୟକଙ୍କ ଏପରି କାର୍ଯ୍ୟକୁ ଅତିଥି ମାନେ ଭୁଇଅଂଶି ପ୍ରଶଂସା କରିଥିଲେ । ଏହି ମେଳାରେ ପ୍ରବଳ ଜନସମାଗମ ହେଉଥିବା ଦେଖବାକୁ ମିଳୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

June 21, 2026
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version