• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବଜରଂଗ ଦଳର ହରତାଳକୁ ବିଜେପିର ସମର୍ଥନ

Proprietor Abhimanyu Maharana by Proprietor Abhimanyu Maharana
April 19, 2023
in ଓଡ଼ିଶା, ବରଗଡ଼, ହୋମ୍
0
ବଜରଂଗ ଦଳର ହରତାଳକୁ ବିଜେପିର ସମର୍ଥନ
Share on FacebookShare on TwitterWhatsapp

୧୯ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ବରଗଡ଼ :- ସମ୍ବଲପୁର ସହରରେ ହନୁମାନ ଜୟନ୍ତୀର ଦୁଇ ଦିନ ପୂର୍ବରୁ ଓ ହନୁମାନ ଜୟନ୍ତୀ ପାଳନ ଦିନ ଯେଉଁ ଭଳି ଭାବରେ ପଥରମାଡ ହେଲା ଓ ଏକ ନିର୍ଦ୍ଦିଷ୍ଟ ସମୁଦାୟ ଦ୍ୱାରା ବାରମ୍ବାର ହିନ୍ଦୁମାନଙ୍କ ଉପରେ ଆକ୍ରମଣ କରାଗଲା ତାହାର ପ୍ରତିବାଦ ରେ ଆଜି ବଜରଙ୍ଗ ଦଳ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଯୋଗୁଁ ବରଗଡ଼ ଜିଲ୍ଲାର ବିଭିନ୍ନ ଅଞ୍ଚଳ ଜନଶୂନ୍ୟ ହୋଇପଡିଛି । ଏକ ନିର୍ଦ୍ଦିଷ୍ଟ ସମୁଦାୟ ଦ୍ୱାରା ହୋଇଥିବା ଜଣେ ଆଦିବାସୀ ଯୁବକ ଚନ୍ଦ୍ରମଣି ମିର୍ଦ୍ଧା ଙ୍କ ମୃତ୍ୟୁ ହୋଇଥିବା ବେଳେ ହନୁମାନ ଜୟନ୍ତୀ ସମନ୍ୱୟ ସମିତିର କାର୍ଯ୍ୟକାରୀ ସଭାପତି ଦାମୋଦର କରଙ୍କ ସମେତ ଅନେକ ସାଧାରଣ ଲୋକ, ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ସମ୍ବଲପୁରର ଯେଉଁ ପରିସ୍ଥିତି ଘଟିଲା ତାହା ରାଜ୍ୟ ସରକାରଙ୍କ ଅପାରଗତା ପାଇଁ ଘଟିଲା । ରାଜ୍ୟ ସରକାର ଚାହିଁଥିଲେ ଆଜି ସମ୍ବଲପୁରରେ ଏଭଳି ପରିସ୍ଥିତି ଉପୁଜିନଥାନ୍ତା ବୋଲି ଅଭିଯୋଗ ହୋଇଛି ।ସମ୍ବଲପୁରରେ ଘଟିଥିବା ଘଟଣାର ଓ ରାଜ୍ୟ ସରକାରଙ୍କର ପକ୍ଷପାତିତା ବିରୋଧରେ ଆଜି ବଜରଙ୍ଗ ଦଳ,ବିଶ୍ୱ ହିନ୍ଦୁ ପରିଷଦ ଓ ଅନେକ ହିନ୍ଦୁ ସଙ୍ଗଠନ ପକ୍ଷରୁ ସମ୍ବଲପୁର, ଦେବଗଡ, ଝାରସୁଗୁଡା, ବରଗଡ, ସୁନ୍ଦରଗଡ, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, ନୂଆପଡା, କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ରାୟଗଡା ଆଦି ଜିଲ୍ଲାରେ ହରତାଳ ନିମନ୍ତେ ଡାକରା ଦିଆଯାଇଛି । ଏହି ୧୨ ଘଂଟିଆ ହରତାଳ ପାଳନକୁ ଭାରତୀୟ ଜନତା ପାର୍ଟି ସମର୍ଥନ କରିବା କରିଥିବା ଜଣାପଡିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Padma Shri Filmmaker Dr.Nila Madhab Panda Appointed Member of Central Board of Film Certification (CBFC)

September 17, 2026
Vedanta Aluminium’s Project Sangam Strengthens Irrigation Access in Rural Kalahandi

ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି ୨୦୨୩ ରେ ଆରମ୍ଭ ହୋଇଥିବା ଏହି ବହୁସ୍ତରୀୟ ପଦକ୍ଷେପ ୫୦୦୦ ରୁ ଅଧିକ ଗ୍ରାମବାସୀଙ୍କୁ ସିଧାସଳଖ ଉପକୃତ କରିଛି

AM/NS India Secures Landmark Dual BIS Certifications, Strengthening Market Leadership and Driving Import Substitution in Specialised Steel

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Padma Shri Filmmaker Dr.Nila Madhab Panda Appointed Member of Central Board of Film Certification (CBFC)

Padma Shri Filmmaker Dr.Nila Madhab Panda Appointed Member of Central Board of Film Certification (CBFC)

September 17, 2026
Vedanta Aluminium’s Project Sangam Strengthens Irrigation Access in Rural Kalahandi

ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି ୨୦୨୩ ରେ ଆରମ୍ଭ ହୋଇଥିବା ଏହି ବହୁସ୍ତରୀୟ ପଦକ୍ଷେପ ୫୦୦୦ ରୁ ଅଧିକ ଗ୍ରାମବାସୀଙ୍କୁ ସିଧାସଳଖ ଉପକୃତ କରିଛି

September 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version