• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କାଣ୍ଡାମା ଘଟିରେ ଅଟୋ ଦୁର୍ଘଟଣାରେ ୩ମୃତ୍ୟୁ, ୧୦ ଆହତ : ୨୦ ଫୁଟ ତଳେ ଝରଣା ଅଟୋଟି ଖସିପଡିଥିଲା

Proprietor Abhimanyu Maharana by Proprietor Abhimanyu Maharana
April 21, 2023
in ଓଡ଼ିଶା, ଗଜପତି, ହୋମ୍
0
କାଣ୍ଡାମା ଘଟିରେ ଅଟୋ ଦୁର୍ଘଟଣାରେ ୩ମୃତ୍ୟୁ, ୧୦ ଆହତ : ୨୦ ଫୁଟ ତଳେ ଝରଣା ଅଟୋଟି ଖସିପଡିଥିଲା
Share on FacebookShare on TwitterWhatsapp

୨୧ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଆର,ଉଦୟଗିରି :- ଶୁକ୍ରବାର ଅପରାହ୍ନ ସମୟରେ ଏକ ଅଟୋ ଦୁର୍ଘଟଣାରେ ୩ ମୃତ, ୧୦ ଜଣ ଆହତ ହୋଇଛିନ୍ତି । ପୁଲିସ ସୁତ୍ରରୁ ପ୍ରକାଶ ଯେ ଶୁକ୍ରବାର କେରେଡାଙ୍ଗ ଗ୍ରାମରେ ସତାହିକ ହାଟଥିଲା । ନୁଆଗଡ ବ୍ଳକ ଅଞ୍ଚଳର ଲୋକେ ହାଟକରି ଅଟୋ କେରେଡାଙ୍ଗରୁ ଯାତ୍ରୀ ଧରି ନୁଆଗଡ ଫେରୁଥିବା ସମୟରେ ଗ୍ରାମ ଠାରୁ ଦୁଇ କିଲୋମିଟର ଦୂରରେ ଥିବା କାଣ୍ଡାମା ଘାଟି ଗଡୁଥିବା ସମୟରେ ଅଟୋର ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ୨୦ ଫୁଟ ତଳେ ଝରଣା ଅଟୋଟି ଖସିପଡିଥିଲା । ଏହି ଅଟୋରେ ଯାଉଥିବା ଯାତ୍ରୀ ସୀୟନଗଡ ଲୁକ ମଣ୍ଡଳ(60) ଘଟଣା ସ୍ଥଳରେ ମୃତ ହୋଇଥିବା ବେଳେ ଅନ୍ୟ ଯାତ୍ରା ଆସତ ହୋଇଥିଲେ । ଘଟଣା ସ୍ଥଳରେ ନୁଆଗଡ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଆହତ ମାନଙ୍କୁ ଖଜୁରିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ । ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ସମୟରେ ବଡପଦା ଗ୍ରାମର ଡଲି କର(30) ମୃତ କରିଥିଲେ ଏବଂ ଜଳଙ୍ଗ ଗ୍ରାମର ପ୍ରତ୍ୟୁଷ କାର୍ଯୀ (9) ଶିଶୁ ମୃତ କରିଥିଲେ । ୧୦ ଆହତ ହୋଇଛିନ୍ତି ସେମାନେ ହେଲେ ନୁଆଗଡ ଗ୍ରାମର ଜଗନ୍ନାଥ ସାହୁ (34), ବଡପଦା ସାଧୁ କର (38), ବାରଡାଙ୍ଗ ଗ୍ରାମର ସୁରେଶ ରଇତ(40), ଲିଜା ମଣି ରଇତ , ଆବାଡା ଗ୍ରାମର ଗାୟ ଶବର(35), ଅଶୋକ ଶବର(7), ଜଲାଙ୍ଗ ଗ୍ରାମର, ତ୍ରିବେଣୀ ରଇତ(40), କେରେଡାଙ୍ଗ ଗ୍ରାମର ଇସୁଦାନ କରାଡ(55), ତରଜସିଂ ଗ୍ରାମର ଗାୟତ୍ରୀ ମଣ୍ଡଳ ଆହତ ହୋଇଛିନ୍ତି । ଜଗନ୍ନାଥ ସାହୁ ଏବଂ ଅଟୋ ଚାଳକ ସାଧୁ କର ଗୁରୁତ୍ବ ଆହତ ଥିବାରୁ ଖଜୁରିପଦା ଡାକ୍ତର ବ୍ରହ୍ମପୁର ସ୍ଥାନାନ୍ତର କରାଯିବା ସହ ଆଉ ୮ ଜଣ ଆହତକୁ ପାରଳାଖେମଣ୍ଡ ମେଡିକାଲ୍ ପଠାଯାଇଛି । ଏହି ଖବର ପାଇ ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଟୋ ଜବତ କରିବା ସହ ଶବ ବେବସ୍ଥଦ କରିବାକୁ ପାରଳାଖେମଣ୍ଡ ମେଡିକାଲ୍ ପଠାଇବା ସହ ଏହାର ପୁଲିସ ଅଧିକ ତଦନ୍ତ କରୁଛି । ଏହିରେ ଅଟୋରେ ଚାଳକଙ୍କ ସ୍ତ୍ରୀ ମୃତ ହୋଇଥିଲେ ଏବଂ ତାଙ୍କୁ ସ୍ବାମୀ ମୃତସହ ସଂଗ୍ରାମ କରୁଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୁରଭି ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା : ୪ଟି ବର୍ଗରେ ୩୬ ପ୍ରତିଯୋଗିତା ଆୟୋଜିତ

ସୁରଭି ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା : ୪ଟି ବର୍ଗରେ ୩୬ ପ୍ରତିଯୋଗିତା ଆୟୋଜିତ

October 13, 2026
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି !

ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି !

October 13, 2026
କନ୍ଧମାଳଜିଲ୍ଲା ସ୍ତରୀୟ ୨ୟ ଚେସ ଖେଳ ପ୍ରତିଯୋଗିତା

କନ୍ଧମାଳଜିଲ୍ଲା ସ୍ତରୀୟ ୨ୟ ଚେସ ଖେଳ ପ୍ରତିଯୋଗିତା

October 13, 2026
କନ୍ଧମାଳ ଜ଼ିଲ୍ଲା ଅଙ୍ଗନବାଡି କର୍ମଚାରୀ ସଂଘ ପକ୍ଷରୁ ବିଶାଳ ଶୋଭାଯାତ୍ରା ଓ ଦାବିପତ୍ର ପ୍ରଦାନ

କନ୍ଧମାଳ ଜ଼ିଲ୍ଲା ଅଙ୍ଗନବାଡି କର୍ମଚାରୀ ସଂଘ ପକ୍ଷରୁ ବିଶାଳ ଶୋଭାଯାତ୍ରା ଓ ଦାବିପତ୍ର ପ୍ରଦାନ

October 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୁରଭି ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା : ୪ଟି ବର୍ଗରେ ୩୬ ପ୍ରତିଯୋଗିତା ଆୟୋଜିତ

ସୁରଭି ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା : ୪ଟି ବର୍ଗରେ ୩୬ ପ୍ରତିଯୋଗିତା ଆୟୋଜିତ

October 13, 2026
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି !

ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି !

October 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version