• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତିବତୀୟ ଧର୍ମଗୁରୁ ଦଳାଇ ଲାମlଙ୍କ ପ୍ରତି ଅପମାନକୁ ନିନ୍ଦା

Proprietor Abhimanyu Maharana by Proprietor Abhimanyu Maharana
April 23, 2023
in ଓଡ଼ିଶା, ଗଜପତି, ହୋମ୍
0
ତିବତୀୟ ଧର୍ମଗୁରୁ ଦଳାଇ ଲାମlଙ୍କ ପ୍ରତି ଅପମାନକୁ ନିନ୍ଦା
Share on FacebookShare on TwitterWhatsapp

୨୨ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଆର,ଉଦୟଗିରି :- ଗତ କିଛି ଦିନ ତଳେ କିଛି ଗଣମାଧ୍ୟମରେ ତିବତିୟ ଧର୍ମଗୁରୁ ଦଳାଇ ଲାମlଙ୍କ ପ୍ରତି ଅପମାନ ସୂଚକ ଖବର ପ୍ରସାରଣ ହୋଇଥିଲା ଏହାକୁ ଦୃଢ଼ ନିନ୍ଦା କରିଛନ୍ତି ଗଜପତି ଜିଲ୍ଲା ଚନ୍ଦ୍ରଗିରି ଅଞ୍ଚଳରେ ରହୁଥିବା ତିବତିୟ ଶରଣାର୍ଥୀ l ଆଜି ଚନ୍ଦ୍ରଗିରି ତିବତିୟ ସେଟେଲମେଣ୍ଟ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ କଡl ଭାଷାରେ ନିନ୍ଦା କରିଛନ୍ତି ତିବତୀୟ ପ୍ରତିନିଧି l ଫେବୃୟାରୀ ୨୮ ରେ ଏକ କାର୍ଯ୍ୟକ୍ରମରେ ଧର୍ମଗୁରୁ ଦଳାଇ ଲlମା ଜଣେ ବାଳକକୁ ଖୁସିରେ ଚୁମ୍ବନ କରିଥିଲେ l ଏହି ସମୟର ଏକ ଭିଡିଓ କୁ କିଛି ଗଣମାଧ୍ୟମ ଦଳାଇ ଲlମା ଙ୍କ ପ୍ରତି ଅପମାନ ସୂଚକ ଖବର ପ୍ରସାରଣ କରିଥିଲେ lଏହାପରେ ତିବତିୟଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି l ଏହା ଚୀନର ଏକ ଷଡ଼ଯନ୍ତ୍ର ବୋଲି ତିବତିୟ ମାନେ ଅଭିଯୋଗ କରିବା ସହ ତୁରନ୍ତ ସଂପୃକ୍ତ ଗଣମାଧ୍ୟମ କ୍ଷମା ମାଗନ୍ତୁ ବୋଲି ଦାବି କରିଛନ୍ତି l ଏହି ସାମ୍ୱାଦିକ ସମ୍ମିଳନୀରେ ତିବତିୟ କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ତଥା ଗଣମାଧ୍ୟମ ପରାମର୍ଶଦାତl ସନ୍ଦୂପ ଦୁର୍ଜେ, ଟେଞ୍ଜିନ ୟାଞ୍ଜି, ଶୁଭଶ୍ରୀ ସେନାପତି, ତିବତିୟ ମହିଳା ଉପଦେଷ୍ଠା ସେରିଂ ୟଂଜୁମ, ମହିଳା ସଭାନେତ୍ରୀ କୁଙ୍ଗl, ତିବତିୟ ରିପ୍ରେଜେଣ୍ଟିବ ପେମା ଥନ୍ଧୂପ, ଜିରlଙ୍ଗ ବୌଦ୍ଧ ମନ୍ଦିର ଗୁରୁଜୀ ଖେନ୍ପୋ ପେମl ତେମ୍ପେଲ ଓ ଆରଏସଏସ ବରିଷ୍ଠ କାର୍ଯ୍ୟକର୍ତ୍ତା ଅଶୋକ ରଣଜିତ୍ ପ୍ରମୁଖ ଉପସ୍ଥିତ ଥିଲେ l ଏହା ପରେ ତିବତିୟ ମାନେ ଏକ ବିଶାଳ ଶୋଭାଯାତ୍ରା ରେ ବାହାରି ଚନ୍ଦ୍ରଗିରି ବଜାର ପରିକ୍ରମା କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କନ୍ଧମାଳଜିଲ୍ଲା ସ୍ତରୀୟ ୨ୟ ଚେସ ଖେଳ ପ୍ରତିଯୋଗିତା

କନ୍ଧମାଳଜିଲ୍ଲା ସ୍ତରୀୟ ୨ୟ ଚେସ ଖେଳ ପ୍ରତିଯୋଗିତା

October 13, 2026
କନ୍ଧମାଳ ଜ଼ିଲ୍ଲା ଅଙ୍ଗନବାଡି କର୍ମଚାରୀ ସଂଘ ପକ୍ଷରୁ ବିଶାଳ ଶୋଭାଯାତ୍ରା ଓ ଦାବିପତ୍ର ପ୍ରଦାନ

କନ୍ଧମାଳ ଜ଼ିଲ୍ଲା ଅଙ୍ଗନବାଡି କର୍ମଚାରୀ ସଂଘ ପକ୍ଷରୁ ବିଶାଳ ଶୋଭାଯାତ୍ରା ଓ ଦାବିପତ୍ର ପ୍ରଦାନ

October 13, 2026
କିନ୍ନର ମାନଙ୍କ ଅଧିକାର ସମ୍ପର୍କିତ ଦିନିକିଆ ଜିଲ୍ଲା ସ୍ତରୀୟ କର୍ମଶାଳା

କିନ୍ନର ମାନଙ୍କ ଅଧିକାର ସମ୍ପର୍କିତ ଦିନିକିଆ ଜିଲ୍ଲା ସ୍ତରୀୟ କର୍ମଶାଳା

October 13, 2026
ରାଜ୍ୟସ୍ତରରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କଲେ ମନ୍ତ୍ର

ରାଜ୍ୟସ୍ତରରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କଲେ ମନ୍ତ୍ର

October 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କନ୍ଧମାଳଜିଲ୍ଲା ସ୍ତରୀୟ ୨ୟ ଚେସ ଖେଳ ପ୍ରତିଯୋଗିତା

କନ୍ଧମାଳଜିଲ୍ଲା ସ୍ତରୀୟ ୨ୟ ଚେସ ଖେଳ ପ୍ରତିଯୋଗିତା

October 13, 2026
କନ୍ଧମାଳ ଜ଼ିଲ୍ଲା ଅଙ୍ଗନବାଡି କର୍ମଚାରୀ ସଂଘ ପକ୍ଷରୁ ବିଶାଳ ଶୋଭାଯାତ୍ରା ଓ ଦାବିପତ୍ର ପ୍ରଦାନ

କନ୍ଧମାଳ ଜ଼ିଲ୍ଲା ଅଙ୍ଗନବାଡି କର୍ମଚାରୀ ସଂଘ ପକ୍ଷରୁ ବିଶାଳ ଶୋଭାଯାତ୍ରା ଓ ଦାବିପତ୍ର ପ୍ରଦାନ

October 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version