• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସୂଚନା ଓ ଲୋକ ସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସଙ୍କ ଦ୍ୱାରା ୧୫ ହଜାର ଟଙ୍କାର ସହାୟତା ପ୍ରଦାନ – ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ

Proprietor Abhimanyu Maharana by Proprietor Abhimanyu Maharana
June 19, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ସୂଚନା ଓ ଲୋକ ସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସଙ୍କ ଦ୍ୱାରା ୧୫ ହଜାର ଟଙ୍କାର ସହାୟତା ପ୍ରଦାନ – ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୯ ଜୁନ୍ ଶୁକ୍ରବାର) ଭୁବନେଶ୍ୱର :- ଅଳ୍ପ ଦିନ ପୂୂର୍ବରୁ ହୃଦ୍‌ଘାତରେ ମୃତ୍ୟୁ ବରଣ କରିଥିବା କୀଡା କର୍ମଚାରୀ ରାମଚନ୍ଦ୍ର ମହାକୁଡଙ୍କ ବିୟୋଗରେ ତାଙ୍କ ପତ୍ନୀ ଶ୍ରୀମତୀ ମେନକା ମହାକୁଡଙ୍କୁ ଆଜି ଓଡିଶା ସେଚାଂଚଳ ଉନ୍ନୟନ ଅଣ ଗେଜେଟେଡ୍ କର୍ମଚାରୀ ସମନ୍ୱୟ ସମିତି ତରଫରୁ ମାନ୍ୟବର ଜଳ ସଂପଦ, ସୂଚନା ଓ ଲୋକ ସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସଙ୍କ ଦ୍ୱାରା ୧୫ ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଇଛି ।

ଏହି ସହାୟତା ରାଶି ପ୍ରଦାନ ସମୟରେ ଓଡିଶା ଖଦୀ ଓ ଗ୍ରାମୋଦ୍ୟୋଗ ବୋର୍ଡର ସଭାପତି ଶ୍ରୀ ସଂଗ୍ରାମ କେଶରୀ ପାଇକରାୟ, ସମନ୍ୱୟ ସମିତିର ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ଚିତ୍ତ ରଂଜନ ମହାନ୍ତି, ସଭାପତି ଶ୍ରୀ ବିମଳ ଭୂଷଣ ମହାନ୍ତି, ଉପଦେଷ୍ଟା ଶ୍ରୀ ସଂଜୟ ଆଚାର୍ଯ୍ୟ, ବରିଷ୍ଠ ସଭ୍ୟ ଶ୍ରୀ ସୁଶାନ୍ତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ମାନ୍ୟବର ମନ୍ତ୍ରୀ ଓ ଖଦୀବୋର୍ଡର ସଭାପତି, ସ୍ୱର୍ଗତ ମହାକୁଡଙ୍କ ପରିବାରର ଜଣଙ୍କୁ ନିୟମ ଅନୁସାରେ ବିଭାଗରେ ଚାକିରୀ ପ୍ରଦାନ ନିମନ୍ତେ ପ୍ରତିଶ୍ରୁତି ଦେଇଥିଲେ । ସ୍ୱର୍ଗତ ମହାକୁଡଙ୍କ ପତ୍ନୀ ଓ ପରିବାରର ସଦସ୍ୟଙ୍କ ସହିତ ସମସ୍ୟା ବିଷୟରେ ଆଲୋଚନା କରିଥିଲେ ।

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

Navi Mumbai’s Kharghar Jagannath Temple Hosts Rath Yatra

July 18, 2026
ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

July 18, 2026
ରାୟପୁର ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ଆୟୋଜନ

ବିଶାଖାପାଟଣାଠାରେ ରଥଯାତ୍ରା ଆୟୋଜନ

July 18, 2026
ରାୟପୁର ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ଆୟୋଜନ

Vizag Jagannath Temple Celebrates Car Festival with Grandeur

July 18, 2026

Recent News

ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

Navi Mumbai’s Kharghar Jagannath Temple Hosts Rath Yatra

July 18, 2026
ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

July 18, 2026
ରାୟପୁର ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ଆୟୋଜନ

ବିଶାଖାପାଟଣାଠାରେ ରଥଯାତ୍ରା ଆୟୋଜନ

July 18, 2026
ରାୟପୁର ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ଆୟୋଜନ

Vizag Jagannath Temple Celebrates Car Festival with Grandeur

July 18, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

Navi Mumbai’s Kharghar Jagannath Temple Hosts Rath Yatra

July 18, 2026
ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

July 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version