• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବରପାଲି ଶୀତଳ ଷଷ୍ଠୀର ଥାଳଉଠା ସମ୍ପନ୍ନ

Proprietor Abhimanyu Maharana by Proprietor Abhimanyu Maharana
April 25, 2023
in ଓଡ଼ିଶା, ବରଗଡ଼, ହୋମ୍
0
ବରପାଲି ଶୀତଳ ଷଷ୍ଠୀର ଥାଳଉଠା ସମ୍ପନ୍ନ
Share on FacebookShare on TwitterWhatsapp

୨୫ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ବରପାଲି :- ଚଳିତ ବର୍ଷ ବରପାଲି ଶୀତଳଷଷ୍ଠୀ ଯାତ୍ରା ତଥା ଶିବ ପାର୍ବତୀ ବିବାହ ମହୋତ୍ସବ ୧୪୬ ବର୍ଷରେ ପଦାର୍ପଣ କରିଛି । ରବିବାର ଅକ୍ଷୟ ତୃତୀୟା ତିଥିରେ ମହାପ୍ରଭୁ କପିଳେଶ୍ଵର ବାବାଙ୍କ ପୂଜାର୍ଚ୍ଚନା ଓ ରୁଦ୍ରାଭିଷେକ ସହ ଥାଳ ଉଠା ସଂପନ୍ନ ହୋଇଯାଇଛି । ଏ ଅବସରରେ ପଣ୍ଡିତ ହେମନ୍ତ ମିଶ୍ର ପୂଜା କାର୍ଯ୍ୟ ସମ୍ପାଦନ କରିଥିଲେ । ଅପରାହ୍ନରେ ପରମ୍ପରା ଭିତ୍ତିକ ଭାବରେ ଯାତ୍ରାକମିଟି ବରପକ୍ଷ ଓ ତହସିଲ ଛକ ଜୟ ଜଗଦମ୍ବା କ୍ଳବ କନ୍ୟାପକ୍ଷ ଶୈବ ଭକ୍ତମଣ୍ଡଳି ବରପାଲି ନୃପରାଜ କ୍ଲବ ପରିସରରୁ ଶୋଭାଯାତ୍ରା ବାହାରି ରାଜବାଟୀ ମିଶ୍ରପଡା ପଡ଼ା ହୋଇ ବାବା କପିଳେଶ୍ଵର ଶିବମନ୍ଦିର ପ୍ରାଙ୍ଗଣରେ ପହଞ୍ଚିଥିଲେ I

ପରେ ଦେବଦେବ କପିଳେଶ୍ଵର ବାବାଙ୍କ ପକ୍ଷରୁ ଯାତ୍ରା କମିଟି ଓ ପାର୍ବତୀ ମାତାଙ୍କ ପିତା ଘର ପକ୍ଷରୁ ଆସିଥିବା ଜୟ ଜଗଦମ୍ବା କ୍ଳବଙ୍କ ମଧ୍ୟରେ ପ୍ରଥା ଅନୁଯାୟୀ ବାବା ଓ ମାତାଙ୍କ ପୂଜାର୍ଜନା ହୋଇ ସମସ୍ତ ପାଳନିୟ ନିତିକାନ୍ତି ମାନ କରାଯାଇଥିଲା । ପରେ ଦୁଇ କୂଳଙ୍କୁ ନେଇ ଯାତ୍ରାର ଆଦ୍ୟପର୍ବ ଥାଳ ଉଠା କାର୍ଯ୍ୟକ୍ରମ ମନ୍ଦିରରେ କରାଯାଇଥିଲା । ଷଷ୍ଠୀ କମିଟି ସଭାପତି ଆନନ୍ଦ ବାବୁ ପୂଜାକର୍ତ୍ତା ରୂପେ ଦାୟିତ୍ଵ ବହନ କରିଥିଲେ । ମନ୍ଦିର ପୂଜକମାନଙ୍କ ଦ୍ଵାରା ଦେବନୀତି ପୂଜାର୍ଜନା କାର୍ଯ୍ୟ ଷଷ୍ଠୀ ବ୍ରତ ଧାରଣ କରିଥିଲେ । କନ୍ୟାପକ୍ଷରୁ ସମାପନ ପରେ ପଣ୍ଡିତଙ୍କ ଦ୍ବାରା ସଂକଳ୍ପଧାରୀ ଓ କନ୍ୟାପକ୍ଷରୁ କନ୍ୟା ପିତାମାତା ରାଜଗୋପଲ ଦାଶ ଓ ମିନତୀ ପତିଙ୍କ ସହ ଯାତ୍ରା କମିଟିର ସଭାପତି ଆନନ୍ଦ ବାବୁ, ସମ୍ପାଦକ ଜୟନ୍ତ ତ୍ରିପାଠୀ ପ୍ରମୁଖ ସଦସ୍ୟ ଓ କନ୍ୟାପକ୍ଷର ଭକ୍ତମାନେ ସମବେତ ହୋଇ ଆଶିର୍ବାଦ ଭିକ୍ଷା ପ୍ରାର୍ଥନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version