• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋ ଖତ ବିକ୍ରି ପାଇଁ ପୌର ସଂସ୍ଥାମାନଙ୍କ ତରଫରୁ ସ୍ୱତନ୍ତ୍ର ଅଭିଯାନ

Proprietor Abhimanyu Maharana by Proprietor Abhimanyu Maharana
April 27, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ମୋ ଖତ ବିକ୍ରି ପାଇଁ ପୌର ସଂସ୍ଥାମାନଙ୍କ ତରଫରୁ ସ୍ୱତନ୍ତ୍ର ଅଭିଯାନ
Share on FacebookShare on TwitterWhatsapp

୨୬ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ରାଜ୍ୟର ସମସ୍ତ ପୌର ସଂସ୍ଥା ପକ୍ଷରୁ ପ୍ରସ୍ତୁତ ଜୈବିକ ମୋ ଖତର ବିକ୍ରୟ ଆଗାମୀ ଜୁଲାଇ ୩୧ ତାରିଖ ସୁଦ୍ଧା ଶେଷ କରିବା ନିମନ୍ତେ ଓଡିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆ ଯାଇଛି । ଏ ନେଇ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରିବାକୁ ବିଭାଗୀୟ ଯୁଗ୍ମ ଶାସନ ସଚିବ ତଥା ସ୍ଵଛ ଭାରତ ମିଶନର ଅତିରିକ୍ତ ମିଶନ ନିର୍ଦ୍ଦେଶକ ସାରଦା ପ୍ରସାଦ ପଣ୍ଡା ସମସ୍ତ ମହାନଗର ନିଗମର କମିଶନର , ପୌରପାଳିକା ଓ ଵିଜ୍ଞାପିତ ଅଂଚଳ ପରିଷଦର ନିର୍ବାହୀ ଅଧିକାରୀ ମାନଙ୍କୁ ଏ ସମ୍ପର୍କରେ ପତ୍ର ଲେଖି ଅବଗତ କରାଇଛନ୍ତି । ସେ ପତ୍ରରେ ଉଲ୍ଳେଖ କରିଛନ୍ତି ଯେ ରାଜ୍ୟ ସରକାରଙ୍କ ପକ୍ଷରୁ ରିହାତି ଦରରେ ମାତ୍ର ୧୦ ଟଙ୍କାରେ ଏହି ଖତ ଉପଲବ୍ଧ ହେଉଥିବାରୁ ଜନସାଧାରଣ ଏହାର ସୁଯୋଗ ନେବା ପାଇଁ ବ୍ୟାପକ ଜନ ସଚେତନତା ସୃଷ୍ଟି କରାଯିବାର ଆବଶ୍ୟକତା ରହିଛି ।କୃଷି , ଉଦ୍ୟାନକୃଷି, ମୁର୍ତିକା ସଂରକ୍ଷଣ ଓ ବନ ବିଭାଗ ପକ୍ଷରୁ ଜୁଲାଇ ରୁ ଅଗଷ୍ଟ ମାସ ମଧ୍ୟରେ ବହୁ ପରିମାଣରେ ଖତ ଆବଶ୍ୟକ ହେଉଥିବାରୁ ସେମାନଙ୍କ ସହ ଯୋଗାଯୋଗ କରି ସେମାନଙ୍କର ଆବଶ୍ୟକତା ଅନୁଯାୟି ମୋ ଖତ ର ପ୍ୟାକିଂ ଆଦି କରି ଯୋଗାଇ ଦେବାକୁ କୁହାଯାଇଛି । ସେହିପରି ମୋ ଖତ ପ୍ୟାକିଂ ରେ ବ୍ୟବହାର ହେଉଥିବା ବ୍ୟାଗ କେବଳ ମିଶନ ଶକ୍ତି ଗୋଷ୍ଠୀ ଦ୍ୱାରା ପ୍ରସ୍ତୁତ ବ୍ୟାଗ୍ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଫଳରେ ମହିଳା ସଶକ୍ତୀକରଣ ମଧ୍ୟ ତ୍ୱରାନ୍ୱିତ ହୋଇ ପାରିବ । ଏ ନେଇ ବିଭାଗୀୟ ପଦାଧିକାରୀମାନେ ସଂପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେବାକୁ ପରାମର୍ଶ ଦିଆଯାଇଛି । ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ପଣ୍ଡା ଏ ନେଇ ରାଜ୍ୟର ସମସ୍ତ ଜିଲ୍ଲାର ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ , ଉଦ୍ୟାନକୃଷି ବିଭାଗ ଉପନିର୍ଦ୍ଦେଶକ , ଜିଲ୍ଲା ମୁର୍ତିକା ସଂରକ୍ଷଣ ଅଧିକାରୀ ଓ ଜିଲ୍ଲା ଜଙ୍ଗଲ ବିଭାଗ ଅଧିକାରୀମାନଙ୍କୁ ମଧ୍ୟ ପତ୍ର ଲେଖି ପୌର ପରିଷଦ ଗୁଡିକ ତରଫରୁ ପ୍ରସ୍ତୁତ କରାଯାଉଥିବା ଜୈବିକ ଖତ “ମୋ ଖତ” ବ୍ୟାବପ ଭାବେ ବ୍ୟବହାର କରିବାକୁ ସେମାନଙ୍କ ବିଭାଗ ତରଫରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବା ପାଇଁ ଅନୁରୋଧ କରିଛନ୍ତି । ୟୁ .ଏଲ୍ .ବି ଗୁଡିକ ସେମାନଙ୍କ ପାଖରେ କେତେ ଖତ ଅଛି , ଦୈନିକ କେତେ ଖତ ବାହାରୁଛି ଓ କେତେ ବିକ୍ରି ହେଲା ସେ ସମ୍ପର୍କରେ ଦୈନିକ ବିଭାଗକୁ ଅବଗତ କରିବାକୁ ମଧ୍ୟ କୁହାଯାଇଛି

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହାଇଟେକ୍ ରେ ବିଶ୍ୱ ବରିଷ୍ଠ ନାଗରିକ ନିର୍ଯାତନା ପ୍ରତିରୋଧ ସଚେତନତା ଦିବସ ପାଳିତ

ହାଇଟେକ୍ ରେ ବିଶ୍ୱ ବରିଷ୍ଠ ନାଗରିକ ନିର୍ଯାତନା ପ୍ରତିରୋଧ ସଚେତନତା ଦିବସ ପାଳିତ

June 17, 2026
ନିଟ-ୟୁଜି ୨୦୨୬ ପରୀକ୍ଷା : ସ୍ୱଚ୍ଛ ଓ ସୁରକ୍ଷିତ ପରିଚାଳନା ପାଇଁ ଡିଜିପିଙ୍କ ସମୀକ୍ଷା ବୈଠକ

ନିଟ-ୟୁଜି ୨୦୨୬ ପରୀକ୍ଷା : ସ୍ୱଚ୍ଛ ଓ ସୁରକ୍ଷିତ ପରିଚାଳନା ପାଇଁ ଡିଜିପିଙ୍କ ସମୀକ୍ଷା ବୈଠକ

June 17, 2026
କନ୍ଧମାଳ ଜିଲ୍ଲା ପୋଲିସ ପକ୍ଷରୁ ମୋବାଇଲ ରିକଭରି ମେଳା : ହଜିଥିବା ୬୨ ଟି ମୋବାଇଲ ଫେରସ୍ତ ହେଲା

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହାଇଟେକ୍ ରେ ବିଶ୍ୱ ବରିଷ୍ଠ ନାଗରିକ ନିର୍ଯାତନା ପ୍ରତିରୋଧ ସଚେତନତା ଦିବସ ପାଳିତ

ହାଇଟେକ୍ ରେ ବିଶ୍ୱ ବରିଷ୍ଠ ନାଗରିକ ନିର୍ଯାତନା ପ୍ରତିରୋଧ ସଚେତନତା ଦିବସ ପାଳିତ

June 17, 2026
ନିଟ-ୟୁଜି ୨୦୨୬ ପରୀକ୍ଷା : ସ୍ୱଚ୍ଛ ଓ ସୁରକ୍ଷିତ ପରିଚାଳନା ପାଇଁ ଡିଜିପିଙ୍କ ସମୀକ୍ଷା ବୈଠକ

ନିଟ-ୟୁଜି ୨୦୨୬ ପରୀକ୍ଷା : ସ୍ୱଚ୍ଛ ଓ ସୁରକ୍ଷିତ ପରିଚାଳନା ପାଇଁ ଡିଜିପିଙ୍କ ସମୀକ୍ଷା ବୈଠକ

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version