ପରେ ଲୋକାର୍ପଣ ଉତ୍ସବର ମୁଖ୍ୟ ଅତିଥି ରାଜ୍ୟ ବାଣିଜ୍ୟ ଓ ପରିବହନ ଏବଂ ଜଳସେଚନ ମନ୍ତ୍ରୀ ଟୁକୁନି ସାହୁ ଯୋଗ ଦେଇ ଉଦବୋଧନ ଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା, ପାଟଣାଗଡ ବିଧାୟକ ସରୋଜ କୁମାର ମେହେର, କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂହ ସାଲୁଜା , ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକି ସାହୁ ପ୍ରମୁଖ ଯୋଗ ଦେଇଥିଲେ। ଯାନ୍ତ୍ରିକ ତ୍ରୁଟି ଯୋଗୁଁ କିଛି ସମୟ ପାଇଁ ଭିଡିଓ କାନଫରେନ୍ସିଂ ବନ୍ଦ ରହିଥିଲା । ଏହି ଅବସରରେ ଅନ୍ୟ ମାନଙ୍କ ମଧ୍ୟରେ ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ବେହେରା , ପାଟଣାଗଡ ଉପଜିଲ୍ଲପାଳ ଡ. ବିଜୟାନନ୍ଦ ସେଠି ,
ବଲାଙ୍ଗିର ଜିଲ୍ଲା ପରିଷଦ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଡ଼. ଗୁଣନିଧି ନାଏକ , ଖପ୍ରାଖୋଲ ବିଡ଼ିଓ ବିଜୟ କୁମାର ହୋତା , ବ୍ଲକ ଅଧ୍ୟକ୍ଷା ନିରୁପମା ପଟେଲ , ତହସିଲଦାର ଆଦିତ୍ୟ ପ୍ରସାଦ ମିଶ୍ର, ଖପ୍ରାଖୋଲ ଥାନା ଅଧିକାରୀ ରମାକାନ୍ତ ସାହୁ, ସାହାଜପାଣି ସରପଞ୍ଚ ପ୍ରଫୁଲ୍ଲ ମାଝି , ଜିଲ୍ଲା ପରିଷଦ ସଦସ୍ୟା ସଂଯୁକ୍ତା ମେହେର , ପ୍ରମିଳା ପାଥର, ବରିଷ୍ଟ କିରାଣୀ ବ୍ରଜବନ୍ଧୁ ଠାକୁର , ସହକାରୀ ନିର୍ବାହୀ ଯନ୍ତ୍ରୀ ମହେଶ ଲାଲ ଅଗ୍ରୱାଲ , ବିଇଓ ସୁରେନ୍ଦ୍ର କୁମାର ପୁରୋହିତ, ମୋହନ ସୁନା, ଭୁବନେଶ୍ୱର ପୃଷ୍ଟି , ମଣ୍ଟୁ ମେହେର ସମେତ ସରକାରୀ ଅଧିକାରୀ, ବିଭିନ୍ନ ବିଦ୍ୟାଳୟ ର ଶିକ୍ଷୟତ୍ରୀ ସିକ୍ଷକ, ଛାତ୍ରୀ ଛାତ୍ର, ଅଭିଭାବକ ଉପସ୍ଥିତ ଥିଲେ।

© 2023 Odisha Taza News.