• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲା ସ୍ତରୀୟ ମହାରାଜ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୨ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
April 27, 2023
in ଓଡ଼ିଶା, ଗଜପତି, ହୋମ୍
0
ଜିଲ୍ଲା ସ୍ତରୀୟ ମହାରାଜ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୨ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ
Share on FacebookShare on TwitterWhatsapp

୨୬ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡ :- ସ୍ଵତନ୍ତ୍ର ଓଡିଶା ପ୍ରଦେଶ ଗଠନର ମୁଖ୍ୟ ପୁରୋଧା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର,ଭାଷାଭିତ୍ତିକ ରାଷ୍ଟ୍ର ନିର୍ମାଣର ବଳିଷ୍ଠ ବିନ୍ଧାଣୀ ଉତ୍କଳବାସୀଙ୍କ ପାଇଁ ଗୌରବର ସ୍ବାକ୍ଷର ବହନ କରୁଥିବା ଓଡିଶାର ପ୍ରଥମ ପ୍ରଧାନମନ୍ତ୍ରୀ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତିନାରାୟଣଦେବଙ୍କ ୧୩୨ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହରରେ ପାଳିତ ହୋଇଯାଇଛି | ସକାଳରେ ମହାଦେଈ ସୁଶ୍ରୀ କଲ୍ୟାଣୀ ଗଜପତି, ପାରଳାଖେମୁଣ୍ଡି ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ, ଗଜପତି ଜିଲ୍ଲା ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମାରୀୟମ୍ ରଇତ, ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ଓ ଉପ-ଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀଯୁକ୍ତ ଆଲୋକ କୁମାର ପ୍ରଧାନ,

ପୌରପରିଷଦ ଉପାଧ୍ୟକ୍ଷା ଶ୍ରୀ ଲେଙ୍କା ମଧୁ , ସମେତ ସହରର ସମସ୍ତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ, ବୁଦ୍ଧିଜୀବୀ, ବରିଷ୍ଟ ନାଗରିକ ପ୍ରମୁଖ ମାନ୍ୟଗଣ୍ୟ ବ୍ୟକ୍ତି ବିଶଷଙ୍କ ଦ୍ଵାରା ବଜାର ଛକ ସ୍ଥିତ ଥିବା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ଶ୍ରଦ୍ଧାଞ୍ଜଳି ଜ୍ଞାପନ ଓ ଶୋଭାଯାତ୍ରା କରାଯାଇଛି ଏବଂ ମହାରାଜାଙ୍କ ସ୍ମୃତି ସୌଧପୀଠରେ ପୁଷ୍ପମାଲ୍ୟ ଅର୍ପଣ କରି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ ସମୟରେ ବିରବାଦ୍ୟ ଓ ପାଇକ ଆଖଡ଼ା ଦୋଳ କଳା ପ୍ରଦର୍ଶନ ଦେଖାଇ ସହର ପରିକ୍ରମା କରଯାଇଥିଲା।ପରେ ପରେ ସ୍ଥାନୀୟ ଟାଉନ୍ ହଲ୍ ପାରଳାଖେମୁଣ୍ଡି ଠାରେ ସାଧାରଣ ସଭା ହୋଇଥିଲା ଏହି କାର୍ଯ୍ୟକ୍ରରେ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଅତିଥିଭାବେ ମହାଦେଈ ସୁଶ୍ରୀ କଲ୍ୟାଣୀ ଗଜପତି, ଯୋଗଦେଇ ଥିବା ବେଳେ ମୁଖ୍ୟବକ୍ତା ଭାବରେ ଉପାନ୍ତ ପ୍ରହରୀ ପୁର୍ଣ୍ଣ ଚନ୍ଦ୍ର ମହାପାତ୍ର ଯୋଗ ଦେଇ ଭାଷା ଭିତ୍ତିରେ ଓଡିଶା ପ୍ରଦେଶ ଗଠନ କରିବାରେ ମହାରାଜା ଅନ୍ୟତମ ,ମହାରାଜା ଅଞ୍ଚଳ ପାଇଁ ବିକାଶର, ଉନ୍ନତି, ନିରପେକ୍ଷ ଭାବେ ରାଜ୍ୟ ଶାସନ ଏବଂ ସମସ୍ତଙ୍କୁ ନେଇ ବିକାଶ କରିବା ତାଙ୍କର ମୂଳମନ୍ତ୍ର ଥିଲା ଓ ଓଡ଼ିଆ ଜାତିକୁ ସର୍ବାଗ୍ରେ ପହଞ୍ଚାଇବା ସହ ଲୋକଙ୍କ ମଧ୍ୟରେ ଜନଜାଗରଣ ସୃଷ୍ଟି କରିବାରେ ମହାରାଜାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ | ପାରଳା ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ, ଗଜପତି ଜିଲ୍ଲା ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମାରୀୟମ ରଇତ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ପ୍ରମୁଖ ଯୋଗ ଦେଇଥିଲେ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଅବସରରେପାରଳାଖେମୁଣ୍ଡି ସହରର ମହା ବିଦ୍ୟାଳୟ ସ୍ତରରେ ଓଡ଼ିଆ ବକ୍ତୃତା ଓଦେଶାତ୍ମକବୋଧ ସଙ୍ଗୀତ ପ୍ରତିଯୋଗିତା ହୋଇଥିଲାକୃତିପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା |

ପରେ ପରେ ବିଭିନ୍ନ କଳାକାର ଅନୁଷ୍ଠାନର କଳାକାର ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଉତ୍ସବରେ ଜିଲ୍ଲା ସଂସ୍କୃତି ଅଧିକାରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ସଭା ପରିଚାଳନା କରିଥିବା ବେଳେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ ସମସ୍ତ କାର୍ଯ୍ଯକୁ ସହଯୋଗ କରିଥିବା ବେଳେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଛାତ୍ର ଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ବରିଷ୍ଟ ନାଗରିକ, ବୁଦ୍ଧିଜୀବି ସମସ୍ତ ସାମ୍ବାଦିକ ବନ୍ଧୁଗଣ ଓ ଜନସାଧରଣ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version