• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲିଗୁଡାର ଐତିହାସିକ ଠାକୁରାଣୀ ଯାତ୍ରାର ବିଶ୍ରାମ ଦିବସ : ବ୍ରହ୍ମପୁରର ଭଜନ ସନ୍ଧ୍ୟାରେ ଝୁମିଲେ ଭକ୍ତ ଓ ଦର୍ଶକ

Proprietor Abhimanyu Maharana by Proprietor Abhimanyu Maharana
April 27, 2023
in ଓଡ଼ିଶା, କନ୍ଧମାଳ, ମନୋରଞ୍ଜନ, ହୋମ୍
0
ବାଲିଗୁଡାର ଐତିହାସିକ ଠାକୁରାଣୀ ଯାତ୍ରାର ବିଶ୍ରାମ ଦିବସ : ବ୍ରହ୍ମପୁରର ଭଜନ ସନ୍ଧ୍ୟାରେ ଝୁମିଲେ ଭକ୍ତ ଓ ଦର୍ଶକ
Share on FacebookShare on TwitterWhatsapp

୨୭ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କନ୍ଧମାଳ :- କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡା ଠାକୁରାଣୀଙ୍କ ଐତିହାସିକ ଠାକୁରାଣୀ ଯାତ୍ରା ମା’ ପାଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୁଲ୍ୟରେ ଆୟୋଜିତ ହେଉଛି l ମା’ ବରାଳ ଦେବୀ ମନ୍ଦିର ପ୍ରାଙ୍ଗଣରେ ହୋଇଥିବା ଅସ୍ଥାୟୀ ପୀଠରେ ଆୟୋଜକ ସମିତି ଦ୍ୱାରା ଗୁରୁବାର ପଞ୍ଚମ ଦିନରେ ମା’ ଙ୍କ ଘଟକୁ ଆଜି ସୁସଜିତ କରାଯାଇଛି l ଗୁରୁବାର ମା ‘ଙ୍କ ର ବିଶ୍ରାମ ଦିବସ ଥିବାରୁ ସନ୍ଧ୍ୟା ରେ ବହୁ ଭକ୍ତ ଓ ଦର୍ଶକ ଙ୍କ ସମାଗମ ହୋଇଥିଲା l ସକାଳ ଓ ସନ୍ଧ୍ୟାର ଆଳତୀ ପରେପରେ ଭକ୍ତ ମାନଙ୍କୁ ଏହି ଅସ୍ଥାୟୀ ପୀଠ ରେ ମା ‘ପାଟଖଣ୍ଡାଙ୍କ ସମେତ ବରାଳଦେବୀ, ମହାମାୟୀ, ମା’ ଦୂର୍ଗା, ଡେଙ୍ଗଶୀଳ, ଏବଂ ମା’କାଳୀଙ୍କ ଘଟ ଦର୍ଶନ ଦେଉଛନ୍ତି । ସନ୍ଧ୍ୟା ଆଳତୀ ପରେ ପ୍ରତିଦିନ ନଗର ପରିକ୍ରମା ରେ ଶହ ଶହ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସମାଗମ ହେଉଛି ।ଏହି ୨୧ ଦିନ ଭିତରେ ମା ବାଲିଗୁଡାର ବିଭିନ୍ନ ସାହି ପରିକ୍ରମା କରିବେ। ଏହି ଯାତ୍ରା ନିମନ୍ତେ ଆୟୋଜକ ସମିତି ଦ୍ୱାରା ପ୍ରତିଦିନ ସନ୍ଧ୍ୟାରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ର ଆୟୋଜନ ହେଉଥିବା ସହ ପ୍ରସାଦ ସେବନ ର ବ୍ୟବସ୍ଥା ମଧ୍ୟ କରାଯାଇଛି l ଅସ୍ଥାୟୀ ପୀଠରେ ମା’ ଙ୍କ ମିଠାଭୋଗ ନିମନ୍ତେ ଏକ ମିଷ୍ଠାନ୍ନ କେନ୍ଦ୍ର ଖୋଲା ଯାଇଛି l ୨୭ ତାରିଖ ଗୁରୁବାର ଥିବା ଯୋଗୁଁ ମା’ଙ୍କର ବିଶ୍ରାମର ଦିନ ରହିଛି ,ଏଣୁ ସନ୍ଧ୍ୟା ରେ ଏହି ଅବସରରେ ଅସ୍ଥାୟୀ ପୀଠ ନିକଟରେ ବ୍ରହ୍ମପୁର ଅଞ୍ଚଳର “ନୀଳଚକ୍ର ଭଜନ ସନ୍ଧ୍ୟା “କାର୍ଯ୍ୟକ୍ରମ କୁ ଆନୁଷ୍ଠାନିକ ଭାବେ ପ୍ରଦୀପ ପ୍ରଜ୍ଜଳନ କରି ଉଦଘାଟନ କରିବା ପରେ ଆୟୋଜନ ହୋଇଥିଲା l

ଏଥିରେ ବ୍ରହ୍ମପୁର ଗ୍ରୁପ ର ଭଜନ, ଗୀତ ଓ ସଙ୍ଗୀତ ରେ ଝୁମିଥିଲେ ହଜାର ହଜାର ଭକ୍ତ ଓ ଦର୍ଶକ l ୨୧ ଦିନ ଧରି ଆୟୋଜିତ ହେଉଥିବା ଏହି ପୁଜାକାର୍ଯ୍ୟ ସମ୍ପାଦନ କରିବା ନିମନ୍ତେ ପୁଜକ ଶ୍ରୀକାନ୍ତ ପଣ୍ଡା, ସଂଜୟ କୁମାର ଦାସ, ନିଳକଣ୍ଠ ମିଶ୍ର, ଟୁଲୁ ପାଢି, ପୁର୍ଣ୍ଣଚନ୍ଦ୍ର ଶତପଥୀ ଙ୍କ ସମେତ ଅନ୍ୟ ପୂଜକ ମାନେ ପୁଜା କାର୍ଯ୍ୟରେ ସାମିଲ ଅଛନ୍ତି । ଆୟୋଜକ ସମିତିର ସମସ୍ତ ସଦସ୍ୟ ମାନେ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରୁଛନ୍ତି । ଆଇନ ଶୃଙ୍ଖଳାକୁ ଆଖି ଆଗରେ ରଖି ଉପଖଣ୍ଡ ଆରକ୍ଷୀ ଅଧିକାରୀ ରୋହିତ ବର୍ମା ଙ୍କ ନିର୍ଦେଶରେ ସ୍ଥାନୀୟ ଥାନା ଅଧିକାରୀ ବାବା ଶଙ୍କର ସରାଫଙ୍କ ନେତୃତ୍ୱ ରେ ସମସ୍ତ ଛକ ତଥା ଗହଳି ପୂର୍ଣ୍ଣ ଅଞ୍ଚଳ ରେ ବ୍ୟାପକ ପୋଲିସ ମୁତୟନ ରହି ଟ୍ରାଫିକ ବ୍ୟବସ୍ଥା ଓ ଶାନ୍ତି ଶୃଙ୍ଖଳାରେ ନିୟୋଜିତ ଥିବା ଜଣାପଡିଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀରେ ପ୍ରଦେଶ ଯୁବ କଂଗ୍ରେସର ବିଶାଳ ଶୋଭାଯାତ୍ରା 

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀରେ ପ୍ରଦେଶ ଯୁବ କଂଗ୍ରେସର ବିଶାଳ ଶୋଭାଯାତ୍ରା 

August 9, 2026
ତ୍ରିରଙ୍ଗା ୧୪୦ କୋଟି ଭାରତୀୟଙ୍କ ସ୍ୱାଭିମାନ ଓ ଗୌରବର ପ୍ରତୀକ : ମୁଖ୍ୟମନ୍ତ୍ରୀ

ତ୍ରିରଙ୍ଗା ୧୪୦ କୋଟି ଭାରତୀୟଙ୍କ ସ୍ୱାଭିମାନ ଓ ଗୌରବର ପ୍ରତୀକ : ମୁଖ୍ୟମନ୍ତ୍ରୀ

August 9, 2026
169 ଜନଜାତି ଗୋଷ୍ଠୀ କୁ ST ମାନ୍ୟତା ଦାବୀ ଦୋହରାଇଲେ ନବୀନ ପଟ୍ଟନାୟକ

169 ଜନଜାତି ଗୋଷ୍ଠୀ କୁ ST ମାନ୍ୟତା ଦାବୀ ଦୋହରାଇଲେ ନବୀନ ପଟ୍ଟନାୟକ

August 9, 2026
ଡାକ୍ତରଙ୍କ ଗାଡ଼ିରେ ଗଞ୍ଜେଇ ଚାଲାଣ ବେଳେ ଧରିଲା ପୋଲିସ

ଡାକ୍ତରଙ୍କ ଗାଡ଼ିରେ ଗଞ୍ଜେଇ ଚାଲାଣ ବେଳେ ଧରିଲା ପୋଲିସ

August 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀରେ ପ୍ରଦେଶ ଯୁବ କଂଗ୍ରେସର ବିଶାଳ ଶୋଭାଯାତ୍ରା 

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀରେ ପ୍ରଦେଶ ଯୁବ କଂଗ୍ରେସର ବିଶାଳ ଶୋଭାଯାତ୍ରା 

August 9, 2026
ତ୍ରିରଙ୍ଗା ୧୪୦ କୋଟି ଭାରତୀୟଙ୍କ ସ୍ୱାଭିମାନ ଓ ଗୌରବର ପ୍ରତୀକ : ମୁଖ୍ୟମନ୍ତ୍ରୀ

ତ୍ରିରଙ୍ଗା ୧୪୦ କୋଟି ଭାରତୀୟଙ୍କ ସ୍ୱାଭିମାନ ଓ ଗୌରବର ପ୍ରତୀକ : ମୁଖ୍ୟମନ୍ତ୍ରୀ

August 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version