• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରମିକ ଆଇନରେ ସଂଶୋଧନ ପାଇଁ ପ୍ରଧାନ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଭାରତୀୟ ମଜଦୂର ସଙ୍ଘର ୪ ଦଫା ଦାବି ପତ୍ର

Proprietor Abhimanyu Maharana by Proprietor Abhimanyu Maharana
April 28, 2023
in ଓଡ଼ିଶା, ଗଜପତି, ହୋମ୍
0
ଶ୍ରମିକ ଆଇନରେ ସଂଶୋଧନ ପାଇଁ ପ୍ରଧାନ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଭାରତୀୟ ମଜଦୂର ସଙ୍ଘର ୪ ଦଫା ଦାବି ପତ୍ର
Share on FacebookShare on TwitterWhatsapp

୨୮ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ବିହାରର ପାଟଣା ଠାରେ ଗତ ୭ରୁ ୯ ଯାଏଁ ଆୟୋଜିତ ଭାରତୀୟ ମଜଦୁର ସଙ୍ଘର ୨୦ ତମ ତ୍ରୟ ବାର୍ଷିକ ଜାତୀୟ ଅଧିବେଶନରେ ସରକାରଙ୍କ ଶ୍ରମ ନିୟମରେ ସଂଶୋଧନ ପାଇଁ ନିଷ୍ପତି ନିଆଯାଇଥିଲା । ଏଥିରେ ମୁଖ୍ୟତଃ ଦେଶରେ ସମସ୍ତ ଶ୍ରମିକ ବର୍ଗଙ୍କୁ ସାମାଜିକ ସୁରକ୍ଷା ଅନ୍ତର୍ଗତ ସମସ୍ତ ସୁବିଧା ଉପଲବ୍ଧ କରାଯିବା, ଠିକା ପ୍ରଥାର ଅନ୍ଧ ଅନୁକରଣ ଉପରେ ନିୟନ୍ତ୍ରଣ ରଖିବା ସହ ଠିକା ଶ୍ରମ (ପ୍ରତିରୋଧ ଏବଂ ନିୟମିତ କରଣ ) ଅଧିନିୟମ ୧୯୭୦ ର ଆବଶ୍ୟକ ସଂଶୋଧନ କରାଯିବା, ଦେଶରେ ଆର୍ଥିକ ବିକାଶ ନିମିତ୍ତ ଜାତୀୟ ଶ୍ରମ ନୀତି ପ୍ରସ୍ତୁତ କରାଯିବା, ସର୍ବ ନିମ୍ନ ମଜୁରୀ ବଦଳରେ ଜୀବିକା ଆଧାରିତ ମଜୁରୀ ନିର୍ଧାରଣ କରାଯିବା ଆଦି ଦାବି କରାଯାଇଛି ।ଯାହାକୁ ଆଧାର କରି ଭାରତୀୟ ମଜଦୁର ସଂଘର କେନ୍ଦ୍ରୀୟ ନିଷ୍ପତି କ୍ରମେ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସାରା ଦେଶରେ ଦାବି ପତ୍ର ପ୍ରଦାନ କରାଯାଇଛି। ଗଜପତି ଶାଖା ପକ୍ଷରୁ ଆଜି ଜିଲ୍ଲାପାଳଙ୍କ ଜରିଆରେ ପ୍ରଧାନ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଶ୍ରମିକ ମଜଦୂର ସଙ୍ଘର ୪ ଦଫା ଦାବି ପତ୍ର ପ୍ରଦାନ କରାଯାଇଛି l ଏହି ଅବସରରେ ଆଜି ପାରଳାଖେମୁଣ୍ଡି କଲେଜ ଛକରୁ ଏକ ଶୋଭାଯାତ୍ରା ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ମଜଦୂର ସଙ୍ଘର ବିଭିନ୍ନ ବର୍ଗର ଶ୍ରମିକ ମାନେ। ଜିଲ୍ଲାପାଳଙ୍କ ପକ୍ଷରୁ ଉପଜିଲ୍ଲାପାଳ ଆଲୋକ ପ୍ରଧାନ ଓ ଅତିରିକ୍ତ ଜିଲ୍ଲାପାଳ ବିରେନ୍ଦ୍ର କୁମାର ଦାସ ଉକ୍ତ ଦାବି ପତ୍ର ଗ୍ରହଣ କରିଥିବା ବେଳେ ବିଧିବଦ୍ଧ ଭାବେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପ୍ରେରଣ କରାଯିବ ବୋଲି ସୂଚନା ଦେଇଛନ୍ତି । ଭାରତୀୟ ମଜଦୁର ସଙ୍ଘର ଗଜପତି ଜିଲ୍ଲା ସମ୍ପାଦକ ଶ୍ରୀ ସୁଜିତ ପ୍ରଧାନଙ୍କ ନେତୃତ୍ୱରେ ଆୟୋଜିତ ଏହି ବିକ୍ଷୋଭରେ ରାଜ୍ୟ କାର୍ଯ୍ୟକରିଣୀ ସଦସ୍ୟ ଶ୍ରୀ ଅରୁଣ କୁମାର ଲେଙ୍କା ଓ ଅଙ୍ଗନବାଡି ସଭାନେତ୍ରୀ ଜଛନାରାଣୀ ପାଣିଗ୍ରାହୀ, ଆଶା କର୍ମୀ ସଭାନେତ୍ରୀ ସମୀକ୍ଷା ଗମାଙ୍ଗ, ପାଚିକ ସଙ୍ଘର ସଭାନେତ୍ରୀ ସୁଶିଳା ମହାରଣା ଓ ଶତାଧିକ ଆଶା କର୍ମୀ, ଅଙ୍ଗନବାଡ଼ି ଏବଂ ଅନ୍ୟାନ୍ୟ କର୍ମୀ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

August 4, 2026
ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

August 4, 2026
ଜାତୀୟ ସ୍ତରର ପ୍ରତିଯୋଗିତାରେ ଓଡ଼ିଶା ପୋଲିସ କ୍ରୀଡାବିତଙ୍କ ଚମକ : କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

ଜାତୀୟ ସ୍ତରର ପ୍ରତିଯୋଗିତାରେ ଓଡ଼ିଶା ପୋଲିସ କ୍ରୀଡାବିତଙ୍କ ଚମକ : କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

August 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

August 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version