• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦାସିଆ ଅଜାଙ୍କ ପ୍ରତିମୂର୍ତ୍ତିର ରକ୍ଷଣାବେକ୍ଷଣ ଓ ସୌନ୍ଦର୍ଯ୍ୟ କରଣ ପାଇଁ ଦାବିପତ୍ର

Proprietor Abhimanyu Maharana by Proprietor Abhimanyu Maharana
April 28, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଦାସିଆ ଅଜାଙ୍କ ପ୍ରତିମୂର୍ତ୍ତିର ରକ୍ଷଣାବେକ୍ଷଣ ଓ ସୌନ୍ଦର୍ଯ୍ୟ କରଣ ପାଇଁ ଦାବିପତ୍ର
Share on FacebookShare on TwitterWhatsapp

୨୮ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ନୟାଗଡ଼ :- ଓଡ଼ିଶା ପାଠାଗାର ଆନ୍ଦୋଳନର କର୍ଣ୍ଣଧାର ତଥା ଦାଶରଥି ପଟ୍ଟନାୟକ ପାଠାଗାର ର ପ୍ରତିଷ୍ଠାତା ସ୍ବର୍ଗତ ଦାଶରଥି ପଟ୍ଟନାୟକଙ୍କର ଏକ ପ୍ରତିମୂର୍ତ୍ତି ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଜିଲ୍ଲା ସଂସ୍କୃତି ବିଭାଗ ଦ୍ବାରା ସ୍ଥାପିତ କରାଯାଇଛି । ରକ୍ଷଣାବେକ୍ଷଣା ଅଭାବରୁ କାଳକ୍ରମେ ଏହା ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି । ସମ୍ମାନ ବଦଳରେ ପ୍ରତିମୂର୍ତ୍ତିର ଏ ଅବସ୍ଥା ଏହି ମହାପୁରୁଷଙ୍କୁ ଅଧିକ ଅସମ୍ମାନ କରୁଥିବା ପରି ଜଣାପଡ଼ୁଛି । ଯେଉଁ ମହାପୁରୁଷଙ୍କ ଅବଦାନକୁ ଦେଶ ବିଦେଶର ବିଶ୍ୱ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଅଧ୍ୟୟନ କରୁଛନ୍ତି ତାଙ୍କର ଗରିମା ବୃଦ୍ଧି ପାଇଁ ପ୍ରତିମୂର୍ତ୍ତି ର ଉପଯୁକ୍ତ ରକ୍ଷଣାବେକ୍ଷଣ ସହିତ ଶୋଭା ବର୍ଦ୍ଧନ କରିବା ପାଇଁ ଦାବି କରିଛି ପୂଜ୍ୟପୂଜା କମିଟି,ନୟାଗଡ଼ । ଏ ସଂକ୍ରାନ୍ତରେ ଆଜି ପୂଜ୍ୟପୂଜା କମିଟି ର ସଂପାଦକ ଅରୁଣ ମହାନ୍ତି, ସହ ସଂପାଦକ ଧିରେନ୍ଦ୍ର କୁମାର ପଟ୍ଟନାୟକ, ସଭ୍ୟ ଅବିନାଶ ସାହୁ, ବିମଳ ପଟ୍ଟନାୟକ, ବାସୁଦେବ ସାହୁ, ଅନିଲ ପଣ୍ଡା ପ୍ରମୁଖ ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ଟଙ୍କଧର ଭୋଇଙ୍କୁ ଭେଟି ଦାବିପତ୍ର ହସ୍ତାନ୍ତର କରିଛନ୍ତି। ସଂସ୍କୃତି ଅଧିକାରୀ ଦାବିପତ୍ର ରେ ଉଲ୍ଲେଖ ଦାବିକୁ ପୂରଣ କରିବା ପାଇଁ ଖୁବଶିଘ୍ର ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
TPSODL Flags Off Solar Rath in Koraput

ଟିପିଏସ୍ଓଡିଏଲ୍ ତରଫରୁ କୋରାପୁଟ ଜିଲ୍ଲାରେ ସୋଲାର ରଥର ଶୁଭାରମ୍ଭ

October 17, 2026
ଭୁବନେଶ୍ୱରରେ ‘ସ୍ୱଚ୍ଛତା ଉତ୍ସବ’ ର ଭବ୍ୟ ଆୟୋଜନ

ଭୁବନେଶ୍ୱରରେ ‘ସ୍ୱଚ୍ଛତା ଉତ୍ସବ’ ର ଭବ୍ୟ ଆୟୋଜନ

October 17, 2026
Bhubaneswar hosts Swachhata Utsaba in Grandeur

Bhubaneswar hosts Swachhata Utsaba in Grandeur

October 17, 2026
TPSODL Flags Off Solar Rath in Koraput

TPSODL Flags Off Solar Rath in Koraput

October 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

TPSODL Flags Off Solar Rath in Koraput

ଟିପିଏସ୍ଓଡିଏଲ୍ ତରଫରୁ କୋରାପୁଟ ଜିଲ୍ଲାରେ ସୋଲାର ରଥର ଶୁଭାରମ୍ଭ

October 17, 2026
ଭୁବନେଶ୍ୱରରେ ‘ସ୍ୱଚ୍ଛତା ଉତ୍ସବ’ ର ଭବ୍ୟ ଆୟୋଜନ

ଭୁବନେଶ୍ୱରରେ ‘ସ୍ୱଚ୍ଛତା ଉତ୍ସବ’ ର ଭବ୍ୟ ଆୟୋଜନ

October 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version