ନୟାଗଡ଼ ସ୍ଥିତ ପୂଜ୍ୟପୂଜା କମିଟି ପକ୍ଷରୁ ସ୍ଥାନୀୟ ବ୍ରଜେନ୍ଦ୍ର ହାଇସ୍କୁଲ ରେ ଥିବା ମଧୁବାବୁଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯିବା ସହ ତାଙ୍କର ସ୍ମୃତି ଚାରଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ପୂଜ୍ୟପୂଜା କମିଟି ର ସଂପାଦକ ଅରୁଣ ମହାନ୍ତି, ସହ ସଂପାଦକ ଧିରେନ୍ଦ୍ର ପଟ୍ଟନାୟକ, ସଭ୍ୟ ଆରିଫ ଖାଁ, ଅବିନାଶ ସାହୁ, ବିମଳ ପଟ୍ଟନାୟକ, ପ୍ରଦୀପ ସାହୁ, ପ୍ରଫୁଲ୍ଲ ନାୟକ ପ୍ରମୁଖ ଙ୍କ ସହିତ ଧରିତ୍ରୀ ଜିଲ୍ଲା ପ୍ରତିନିଧି ଲୋକନାଥ ମିଶ୍ର, ବ୍ରଜେନ୍ଦ୍ର ହାଇସ୍କୁଲର ପ୍ରଧାନଶିକ୍ଷକ ଓ ଶିକ୍ଷକ ବୃନ୍ଦ ଉପସ୍ଥିତ ଥିଲେ ।

© 2023 Odisha Taza News.