• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାତୀୟ ରାଜପଥ ପାର୍ଶ୍ୱ ପାହାଳ ଠାରେ ନୂତନ ଅଗ୍ନିଶମ ଓ ଜରୁରୀ କାଳୀନ ସେବା କେନ୍ଦ୍ର ଉଦଘାଟିତ

Proprietor Abhimanyu Maharana by Proprietor Abhimanyu Maharana
April 30, 2023
in ଓଡ଼ିଶା, କଟକ, ମହାନଗର, ହୋମ୍
0
ଜାତୀୟ ରାଜପଥ ପାର୍ଶ୍ୱ ପାହାଳ ଠାରେ ନୂତନ ଅଗ୍ନିଶମ ଓ ଜରୁରୀ କାଳୀନ ସେବା କେନ୍ଦ୍ର ଉଦଘାଟିତ
Share on FacebookShare on TwitterWhatsapp

୩୦ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କଟକ :- କଟକ ଭୁବନେଶ୍ୱର ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱ ବିଏମସି ୪ ନମ୍ବର ୱାର୍ଡର, ପାହାଳ ଡାକ୍ତରଖାନା ପରିସରରେ ରବିବାର ଦିନ ନୂତନ ଭାବେ ଓଡିଶା ଅଗ୍ନିଶମ ଓ ଜରୁରୀ କାଳୀନ ସେବା କେନ୍ଦ୍ର ଉଦଘାଟିତ ହୋଇଯାଇଛି । ଏହି କେନ୍ଦ୍ରକୁ ଓଡିଶା ଅଗ୍ନିଶମ ବିଭାଗର ନିର୍ଦ୍ଦେଶକ ସୁରେଶ କୁମାର ଉପାଧ୍ୟାୟ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଉଦଘାଟିତ ଅଗ୍ନିଶମ କେନ୍ଦ୍ରର ସ୍ଵତନ୍ତ୍ର ଗୃହ ନଥିବାରୁ ଏହା ଅସ୍ଥାୟୀ ଭାବେ ମେଡିକାଲ ପରିସରରେ କାର୍ଯ୍ୟ କରିବ ।ବିଗତ ଦିନରେ ପାହାଳ ଏବଂ ଏହାର ଆଖପାଖ ଅଞ୍ଚଳରେ ଅଗ୍ନିକାଣ୍ଡ ଘଟୁଥିଲା ବେଳେ, ନିକଟସ୍ଥ ବାଲିଅନ୍ତା ଅଗ୍ନିଶମ କେନ୍ଦ୍ର ଉପରେ ଜନସାଧାରଣ ନିର୍ଭର କରିବାକୁ ପଡୁଥିଲା । ଫଳରେ ଅଗ୍ନିକାଣ୍ଡ ଘଟି ଅନେକ ସମୟରେ ବହୁ ଧନ ଜୀବନ କ୍ଷତି ଘଟୁଥିଲା । ଦୀର୍ଘଦିନ ପରେ ଅଗ୍ନିଶମ କେନ୍ଦ୍ର ଏଠାରେ ଖୋଲିବାରୁ ଘଟୁଥିବା କ୍ଷୟକ୍ଷତିର ପରିମାଣ ହ୍ରାସ ହୋଇ ପାରିବ । ୧୬ ନମ୍ଵର୍ ଜାତୀୟ ରାଜପଥର ଚଣ୍ଡିଖୋଲ ଠାରୁ ଖୋର୍ଦ୍ଧା ପର୍ଯ୍ୟନ୍ତ କୌଣସି ଅଗ୍ନିଶମ କେନ୍ଦ୍ର ନଥିବାରୁ ୧୬ ନମ୍ବର ଜାତୀୟ ରାଜ ପଥରେ ଦୁର୍ଘଟଣା ଘଟି ଧରଜୀବନ ହାନି ଘଟୁଥିଲା । ଏବେ ପାହାଳ ଠାରେ ଜରୁରୀକାଳୀନ ସେବା ଏବଂ ଅଗ୍ନି ଶମ କେନ୍ଦ୍ର ଖୋଲା ଯାଇଥିବାରୁ ଦୁର୍ଘଟଣା ସ୍ଥଳରେ ଅଗ୍ନି ଶମ କର୍ମଚାରୀ ମାନେ କମ ସମୟରେ ଘଟଣା ସ୍ଥଳରେ ପହଞ୍ଚି ପାରିବେ । ଏଥି ସହିତ ଆଖପାଖ ଅଞ୍ଚଳର ଜନସାଧାରଣ ଏହି କେନ୍ଦ୍ରରୁ ଶୀଘ୍ର ସହାୟତା ପାଇ ପାରିବେ । ଏହା ସହିତ ଅଗ୍ନି ଶମ କର୍ମଚାରୀ ମାନେ ଉନ୍ନତ ଧରଣର ଯନ୍ତ୍ରପାତି ପ୍ରୟୋଗ କରି ଦୁର୍ଘଟଣା ରୁ ଯାତ୍ରୀ ମାନଙ୍କୁ ସୁରକ୍ଷା ଯୋଗାଇ ଦେଇ ପାରିବେ ବୋଲି ଓଡିଶା ଅଗ୍ନିଶମ ବିଭାଗ ମୁଖ୍ୟ ସୁରେଶ କୁମାର ଉପପାଧ୍ୟାୟ କହିଛନ୍ତି । ଅନ୍ୟ ମାନଙ୍କ ମଧ୍ୟରେ ଅଗ୍ନିଶମ ଡିଆଇଜି ଚରଣ ସିଂ ମୀନ,ମୁଖ୍ୟ ଫ୍ୟାୟର ଅଫିସର ରମେଶ ଚନ୍ଦ୍ର ମାଝୀ,ଦେବେନ୍ଦ୍ର ସ୍ଵାଇଁ, ବିଏମସି ଡେପୁଟି ମେୟର ମଞ୍ଜୁଲତା କଅଁର , ସମାଜ ସେବୀ ଅକ୍ଷୟ କୁମାର ଲେଙ୍କା, ପୂର୍ବତନ ସରପଞ୍ଚ ବଂଶୀଧର ଭୋଳ, ପଦ୍ମନାଭ ପଟ୍ଟନାୟକ, ଅଜିତ ଷଡଙ୍ଗୀ, ପ୍ରମୂଖ ଯୋଗଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

June 22, 2026
ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version