• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ଗଡ଼ଜାତ ର ପ୍ରଥମ ମନୋନୀତ ବିଧାୟକ ୰ ମୁରଲୀଧର ଦାସଙ୍କ ୩୬ତମ ପୁଣ୍ୟତିଥି ଉପଲକ୍ଷେ ସ୍ମତିଚାରଣ ସଭା ଅନୁଷ୍ଠିତ ହୋଇଯାଇଛି

Proprietor Abhimanyu Maharana by Proprietor Abhimanyu Maharana
May 2, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ରଣପୁର ଗଡ଼ଜାତ ର ପ୍ରଥମ ମନୋନୀତ ବିଧାୟକ ୰ ମୁରଲୀଧର ଦାସଙ୍କ ୩୬ତମ ପୁଣ୍ୟତିଥି ଉପଲକ୍ଷେ ସ୍ମତିଚାରଣ ସଭା ଅନୁଷ୍ଠିତ ହୋଇଯାଇଛି
Share on FacebookShare on TwitterWhatsapp

୨ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ରଣପୁର ବ୍ଲକ :- ଆଜି ପୂର୍ବାହ୍ନ ରେ ରଣପୁର ବ୍ଲକ ଅଧିନ କନ୍ଧନୟାଗଡ଼ ପଞ୍ଚାୟତ ସଭା ଗୃହରେ ରଣପୁର ପ୍ରଜାଆନ୍ଦୋଳନ ର ମହାନ ସ୍ୱାଧିନତା ସଂଗ୍ରାମୀ ତଥା ରଣପୁର ଗଡ଼ଜାତ ର ପ୍ରଥମ ମନୋନୀତ ବିଧାୟକ ୰ ମୁରଲୀଧର ଦାସଙ୍କ ୩୬ତମ ପୁଣ୍ୟତିଥି ଉପଲକ୍ଷେ ସ୍ମତିଚାରଣ ସଭା ଅନୁଷ୍ଠିତ ହୋଇ ଯାଇଛି I ପୂର୍ବତନ ସରପଞ୍ଚ ଅରୁଣ ସୁବୁଦ୍ଧି ଙ୍କ ସଭାପତିତ୍ଵରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା । ସର୍ବଶ୍ରୀ ସୁବାସ ଚନ୍ଦ୍ର ଆଚାର୍ଯ୍ୟ, ଲକ୍ଷ୍ମିଧର ବେହେରା, ନିଧି ବେହେରା, ଯମ୍ବେଶ୍ଵର ଖମାରୀ , ମନୋଜ ଦାସ ପ୍ରମୁଖ ୰ ଦାସଙ୍କ ତ୍ୟାଗପୂତ ସଂଗ୍ରାମୀ ଜୀବନ ଓ ବିଧାନସଭାରେ ଭାଗଚାଷୀ ଙ୍କ ପାଇଁ ଲଢେଇ ସଂପର୍କେ ବକ୍ତାମାନେ ବକ୍ତବ୍ୟ ରଖିଥିଲେ l ଐତିହାସିକ ସତ୍ୟବାଦୀ ବଳିଆରସିଂ ଙ୍କ ୰ ଦାସଙ୍କ ଉପରେ ଲିଖିତ ଆଲେଖ୍ୟ ପାଠ କରାଯାଇ ଥିଲା । ଆଗାମୀ ୨୦୨୪ ମେ ୦୨ ତାରିଖରେ ମୁରଲିଧର ସ୍ମରଣିକା ସ୍କୃତି ପୁନଃ ଓ ପରିବର୍ଦ୍ଧିତ ସଂସ୍କରଣ ପାଇଁ ଯୋଜନା ରହିଛି ବୋଲି ପୌତ୍ର ମନୋଜ ଦାସ ପ୍ରକାଶ କରିଥିଲେ . ଯାହାକି ଆଗାମୀ ପିଢୀ ପାଇଁ ଶିକ୍ଷଣୀୟ ହୋଇପାରିବ I ପରିଶେଷରେ ଲକ୍ଷ୍ମୀଧର ବେହେରା ଉପସ୍ଥିତ ସଭିଙ୍କୁ ଧନ୍ୟବାଦ ଦେଇଥିଲେ I

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

May 14, 2026
ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

May 14, 2026
ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

May 14, 2026
ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

May 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

May 14, 2026
ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version