ତତ୍ ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ପାଳନ ଦ୍ଵାରା କିପରି ଭାତୃଭାବ ସୃଷ୍ଟି ହୁଏ ସେ ଉପରେ ବକ୍ତବ୍ୟ ରଖିଥିଲେ ଦଶପଲ୍ଲା ଯୁବ ବିଧାୟକ । ସମ୍ମାନୀତ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ଉପାଧ୍ୟକ୍ଷ ପର୍ଶୁରାମ ସ୍ୱାଇଁ,ଜିଲ୍ଲା ପରିଷଦ ଙ୍କ ପ୍ରତିନିଧି ଦିଲ୍ଲୀପ କୁମାର ଦଳ ବେହେରା,ଆତ୍ମା ଅଧ୍ୟକ୍ଷ ସଞ୍ଜୟ କୁମାର ସାହୁ,
ସମାଜ ସେବୀ ରାଜୁ ପାତ୍ର,ସଂଘର ସଭାପତି ନିରଞ୍ଜନ ଶତପଥୀ, ନାଟ୍ୟ ସଂସଦ ମ୍ୟାନେଜର ବଟକୃଷ୍ଣ ଶତପଥୀ,ଗ୍ରାମ ସଭାପତି ଗିରିଜା ଶଙ୍କର ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ । ଏହି ସାମାଜିକ ନାଟକ କୁ ନିର୍ଦ୍ଦେଶନା ଦେଇଥିଲେ ରବୀନ୍ଦ୍ର କୁମାର ଦାଶ । ଏହି କାର୍ଯ୍ୟକ୍ରମ ରେ ଶହ ଶହ ଲୋକଙ୍କ ସମାଗମ ହୋଇଥିଲା ।

© 2023 Odisha Taza News.