• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀ ନୃସିଂହନାଥଠାରେ ବୈଶାଖ ମେଳା : ଦ୍ୱିତୀୟ ଦିବସ ଆରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
May 3, 2023
in ଓଡ଼ିଶା, ବରଗଡ଼, ହୋମ୍
0
ଶ୍ରୀ ନୃସିଂହନାଥଠାରେ ବୈଶାଖ ମେଳା : ଦ୍ୱିତୀୟ ଦିବସ ଆରମ୍ଭ
Share on FacebookShare on TwitterWhatsapp

୨ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପଦ୍ମପୁର :- ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ପୁଣ୍ୟ ପୀଠ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ଶ୍ରୀ ନୃସିଂହନାଥଠାରେ ବୈଶାଖ ମେଳା ସୋମବାର ଆରମ୍ଭ ହୋଇଯାଇଛି । ଏକ ଭବ୍ୟ କଳସ ଶୋଭାଯାତ୍ରାରେ ବାହାରି ମା’, ଭଉଣୀ ତଥା ଭକ୍ତମାନେ ଝରଣାର ଗଣେଶ ଘାଟରେ ପବିତ୍ର ପାଣି କଳସରେ ଆଣି ବିଶ୍ୱଶାନ୍ତି ମହାଯଜ୍ଞ ପୀଠରେ ସ୍ଥାପନ କରିଥିଲେ । କର୍ତ୍ତା ଭାବେ ଚୂଡ଼ାମଣି ଭୁଏ ଓ ତାଙ୍କ ଧର୍ମପତ୍ନୀ ସନ୍ତୋଷିନୀ ଭୁଏ ଦାୟିତ୍ୱ ତୁଲାଉଛନ୍ତି । ମୁଖ୍ୟ ପଣ୍ଡିତ ଡ଼ିଗ୍ରୀଧର ଦେବତାଙ୍କ ସହ ୧୧ ଜଣ ଦକ୍ଷ ପଣ୍ଡିତ ପୂଜାପାଠ ସହ ବିଶ୍ଵଶାନ୍ତି ମହାଯଜ୍ଞ ଓ ନୃସିଂହ ବୀଜ ମନ୍ତ୍ର ଜପ କରି ନିଜ ନିଜର ଦାୟିତ୍ୱ ନିର୍ବାହ କରୁଛନ୍ତି । ବୈଶାଖ ମେଳାର ଦ୍ୱିତୀୟ ଦିବସ ଦିନରେ ଯଜ୍ଞ ପୀଠରେ ରୀତିନୀତି ସହ ପୂଜା ପାଠ, ହୋମ, ଆଳତୀ କରାଯାଇ ବିଶ୍ଵର ଶାନ୍ତି ଓ ମଙ୍ଗଳ ପାଇଁ ବିଶ୍ଵଶାନ୍ତି ମହାଯଜ୍ଞ ପୀଠରେ ହବନ କରାଯାଉଛି । ଆଜି ଭୋର୍‌ରୁ ମନ୍ଦିର ବାଳ ବ୍ରହ୍ମଚାରୀ ପଣ୍ଡିତମାନେ ନୃସିଂହନାଥ ମହାପ୍ରଭୁଙ୍କୁ ଯଥା ରୀତିରେ ପୂଜାର୍ଚ୍ଚନା କରି ହଜାର ହଜାର ଭକ୍ତ ଲମ୍ବା ଧାଡ଼ିରେ ଛିଡ଼ା ହୋଇଥିବାରୁ ତାଙ୍କ ଦର୍ଶନ କରାଇଥିଲେ ।

ବୈଶାଖ ମେଳା କମିଟିର ସଭ୍ୟମାନେ ନିଜ ନିଜର ଦାୟିତ୍ୱ ତୁଳାଉଥିବା ବେଳେ ପୋଲିସ ବିଭାଗ, ପାନୀୟ ଜଳ ଯୋଗାଣ ବିଭାଗ, ବିଦ୍ୟୁତ୍ ବିଭାଗ, ସ୍ୱାସ୍ଥ୍ୟ ବିଭାଗ, ଦମକଳ ବିଭାଗୀୟ କର୍ମଚାରୀମାନେ ନିଜ ନିଜର ଦାୟିତ୍ୱ ତୁଲାଉଛନ୍ତି । ପଣ୍ଡିତମାନେ ବିଶ୍ଵଶାନ୍ତି ମହାଯଜ୍ଞ ପୀଠରେ ୩୫ ହଜାର ନୃସିଂହ ବୀଜ ମନ୍ତ୍ର ଜପ କରିଛନ୍ତି । ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ଭକ୍ତମାନେ ନିଜ ନିଜର ପରିବାର ସହ ଭଗବାନ ମାର୍ଜାର କେଶରୀଙ୍କ ଠାରେ ଦର୍ଶନ କରି ଆଶୀର୍ବାଦ ଭିକ୍ଷା ଲଭିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version