• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଝାରସୁଗୁଡ଼ା କୋଲାବିରାରେ ନିର୍ବାଚନ ପୂର୍ବରୁ ହିଂସା : ୨ ବିଜେଡି କର୍ମୀ ଆହତ

Proprietor Abhimanyu Maharana by Proprietor Abhimanyu Maharana
May 4, 2023
in ଅପରାଧ, ଓଡ଼ିଶା, ଝାରସୁଗୁଡା, ରାଜନୀତି, ହୋମ୍
0
ଝାରସୁଗୁଡ଼ା କୋଲାବିରାରେ ନିର୍ବାଚନ ପୂର୍ବରୁ ହିଂସା : ୨ ବିଜେଡି କର୍ମୀ ଆହତ
Share on FacebookShare on TwitterWhatsapp

୩ ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଝାରସୁଗୁଡ଼ା,ଏନ୍‌ଏନ୍‌ଏସ୍ :- ଝାରସୁଗୁଡ଼ା କୋଲାବିରାରେ ନିର୍ବାଚନ ପୂର୍ବରୁ ହିଂସା ୨ ବିଜେଡି କର୍ମୀ ଆହତ ,କୋଲାବିରାରେ ନିର୍ବାଚନ ପୂର୍ବରୁ ରାଜନୈତିକ ଉତ୍ତେଜନା ଦେଖିବାକୁ ମିଳିଛି । ବିଜେଡିର ୨ କର୍ମୀଙ୍କୁ ଅନ୍ୟ ଦଳର ୨ଜଣ ଗାଳିଗୁଳଜ କରିବା ସହ ବାଡ଼ିରେ ପିଟିବାରୁ ଜଣେ ବିଜେଡି କର୍ମୀଙ୍କ ମୁଣ୍ଡ ଫାଟିଯାଇଛି ।

ଧୁବେନବୁଡ଼ର ଗଜେନ୍ଦ୍ର ଝରାଙ୍କ ମୁଣ୍ଡରେ ୫ଟି ଷ୍ଟିଚ ପଡ଼ିଛି । ଅନ୍ୟଜଣେ ଆହତକ ହେଲେ ଧୁବେନବୁଡ଼ର ବିପ୍ର ବନଛୋର । ଝାରସୁଗୁଡ଼ା ଜିଲ୍ଲା କୋଲାବିରା ବ୍ଲକ କୁଲିହାମାଲ ପଞ୍ଚାୟତ ଧୁବେନବୁଡ଼ ଗୌଡ଼ପଡ଼ାରେ ବିଜେଡିର ଏକ ଦଳୀୟ କାର‌୍ୟ୍ୟକ୍ରମ ସାରି ଗତକାଲି ରାତିରେ

ଫେରୁଥିବା ସମୟରେ ଆକମ୍ରଣର ଶିକାର ହୋଇଥିବା ନେଇ ଗଜେନ୍ଦ୍ର ଅଭିଯୋଗ କରିଛନ୍ତି । କୋଲାବିରା ହସ୍ପିଟାଲରେ ଗଜେନ୍ଦ୍ରଙ୍କ ଚିକିତ୍ସା କରାଯାଇଥିବାବେଳେ ଆକ୍ରମଣକାରୀଙ୍କୁ ପୁଲିସ ଖୋଜୁଛି । ଏନେଇ କୋଲାବିରା ପୁଲିସ ତନାଘନା ଆରମ୍ଭ କରିଦେଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀମନ୍ଦିର ଭିତରେ ଭକ୍ତଙ୍କ ୩୫ ଗ୍ରାମ ଓଜନ ର ସୁନାଚେନ ଚୋରି ସାଧା ପୋଷାକଧାରୀ ପୋଲିସ ଅଭିଯୁକ୍ତ କୂ କାବୁ କଲେ

ଶ୍ରୀମନ୍ଦିର ଭିତରେ ଭକ୍ତଙ୍କ ୩୫ ଗ୍ରାମ ଓଜନ ର ସୁନାଚେନ ଚୋରି ସାଧା ପୋଷାକଧାରୀ ପୋଲିସ ଅଭିଯୁକ୍ତ କୂ କାବୁ କଲେ

June 9, 2026
ଦେବସ୍ନାନ ପୂର୍ଣ୍ଣିମା ଓ ଅଲାରନାଥ ଦର୍ଶନ ପାଇଁ ବୈଠକ ଅନୁଷ୍ଠିତ

ଦେବସ୍ନାନ ପୂର୍ଣ୍ଣିମା ଓ ଅଲାରନାଥ ଦର୍ଶନ ପାଇଁ ବୈଠକ ଅନୁଷ୍ଠିତ

June 9, 2026
 ୨୦୩୬- ମୋ ସ୍ବପ୍ନର ନୟାଗଡ଼ ଜିଲ୍ଲା- ବୌଦ୍ଧିକ ଆଲୋଚନା ଓ କାର୍ଯ୍ୟ ଖସଡ଼ା ପ୍ରସ୍ତୁତି କର୍ମଶାଳା 

 ୨୦୩୬- ମୋ ସ୍ବପ୍ନର ନୟାଗଡ଼ ଜିଲ୍ଲା- ବୌଦ୍ଧିକ ଆଲୋଚନା ଓ କାର୍ଯ୍ୟ ଖସଡ଼ା ପ୍ରସ୍ତୁତି କର୍ମଶାଳା 

June 9, 2026
ପୂରାତନ ଶିକ୍ଷାର୍ଥୀ ଙ୍କ ବନ୍ଧୁ ମିଳନ

ପୂରାତନ ଶିକ୍ଷାର୍ଥୀ ଙ୍କ ବନ୍ଧୁ ମିଳନ

June 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀମନ୍ଦିର ଭିତରେ ଭକ୍ତଙ୍କ ୩୫ ଗ୍ରାମ ଓଜନ ର ସୁନାଚେନ ଚୋରି ସାଧା ପୋଷାକଧାରୀ ପୋଲିସ ଅଭିଯୁକ୍ତ କୂ କାବୁ କଲେ

ଶ୍ରୀମନ୍ଦିର ଭିତରେ ଭକ୍ତଙ୍କ ୩୫ ଗ୍ରାମ ଓଜନ ର ସୁନାଚେନ ଚୋରି ସାଧା ପୋଷାକଧାରୀ ପୋଲିସ ଅଭିଯୁକ୍ତ କୂ କାବୁ କଲେ

June 9, 2026
ଦେବସ୍ନାନ ପୂର୍ଣ୍ଣିମା ଓ ଅଲାରନାଥ ଦର୍ଶନ ପାଇଁ ବୈଠକ ଅନୁଷ୍ଠିତ

ଦେବସ୍ନାନ ପୂର୍ଣ୍ଣିମା ଓ ଅଲାରନାଥ ଦର୍ଶନ ପାଇଁ ବୈଠକ ଅନୁଷ୍ଠିତ

June 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version