• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

୬୩୯ ବୋତଳ କପସିରବ ଜବତ ୫ ଗିରଫ ହରିଶଙ୍କର ମହୋତ୍ସବରେ ବିକ୍ରିପାଇଁ ଆଣିଥିଲେ – ପୁଲିସ ହାତରେ ଧରାପଡି ଜେଳଗଲେ

Proprietor Abhimanyu Maharana by Proprietor Abhimanyu Maharana
May 4, 2023
in ଅପରାଧ, ଓଡ଼ିଶା, ବଲାଙ୍ଗିର, ହୋମ୍
0
୬୩୯ ବୋତଳ କପସିରବ ଜବତ ୫ ଗିରଫ ହରିଶଙ୍କର ମହୋତ୍ସବରେ ବିକ୍ରିପାଇଁ ଆଣିଥିଲେ – ପୁଲିସ ହାତରେ ଧରାପଡି ଜେଳଗଲେ
Share on FacebookShare on TwitterWhatsapp

୩ ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାଟଣାଗଡ଼ :- ବଲାଙ୍ଗୀର ଓ ବରଗଡ଼ ଜିଲ୍ଲାର କିଛି କୋରେକ୍ସ ବ୍ୟବସାୟୀ ଚାଲିଥିବା ହରିଶଙ୍କର ମହୋତ୍ସବରେ କୋରେକ୍ସ ବିକ୍ରିକରିବା ପାଇ଼ଁ ଆସିଥିଲେ । ଖପ୍ରାଖୋଲ ପୁଲିସ ଦ୍ଵାରା ଗିରଫହୋଇ କୋର୍ଟ ଚାଲାଣ ହୋଇଥିବା ପାଟଣାଗଡ଼ ଏସଡିପିଓ ଙ୍କ କାଯ୍ୟାଲୟରେ ସନ୍ଧ୍ୟାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏସଡିପିଓ ଜ୍ୟୋତିର୍ମୟ ଭୁକ୍ତା ସୂଚନା ଦେଇଛନ୍ତି । ଗିରଫ ଅଭିଯୁକ୍ତମାନେ ହେଲେ ବେଲପଡାର ଲୋକେସ ନାଏକ (୨୪) ବରଗଡ ଜିଲ୍ଲା ପଦ୍ମପୁର ସତିଭଟାର ବାବୁଲୁ ତ୍ରିପାଠୀ (୩୧) ଓ ବଡବନ୍ଦ ପଡାର ଦୁର୍ଯ୍ୟୋଧନ ସାହୁ (୩୪) ପୁଇଁତଲା ଥାନା ଭୁରସିପାଲି ଗାଁର ରଞ୍ଜନ ସ୍ବାନ (୨୨) ବଲାଙ୍ଗୀର ହାତିସାଲ ପଡାର ଶ୍ରୀକାନ୍ତ ବେହେରା (୨୭) ବୋଲି ଜଣାପଡିଛି । ଏଥି ସହ ସେମାନେ ବ୍ୟବହାର କରୁଥିବା ୨ ଟିକାର ଓ ୨ଗୋଟି ବାଇକ ସହ ୧୩୦୦ ଟଙ୍କା ଓ ସେମାନେ ବ୍ୟବହାର କରୁଥିବା ମୋବାଇଲକୁ ପୁଲିସ ଜବତ କରିଛି । ସୂଚନା ଅନୁସାରେ ଗତକାଲି ମଧ୍ୟ ରାତ୍ରୀରେ ବଜଲସାଗରୁ ଗମ୍ଭାରୀ ଜିବାରାସ୍ତାରେ ଏକ ସ୍ବିପଡିଜେଡଆର , ମାରୁତି ସେଣ୍ଟ୍ରୋ,ବୁଲେଟ ଓ ୟମ୍ମାହା ବାଇକ ସହ କିଛି ଯୁବକ ଏକତିତ୍ର ହୋଇ ବାର୍ତ୍ତାଳାପ କରୁଥିଲେ । ବାର୍ତ୍ତାଳାପ ସହ ଗୋଟିଏ କାରରୁ ଅନ୍ୟଏକ କାରକୁ କିଛି କାଟୁନ ପେଟି ଏପଟସେଏପଟ କରୁଥିଲେ । ସେହିରାସ୍ତ ଦେଇ ହରିଶଙ୍କର ମହୋତ୍ସବ ଦେଖି ଫେରୁଥିବା କିଛି ଯୁବକ ସେମାନଙ୍କୁ ସନ୍ଦେହକରି ଖପ୍ରାଖୋଲ ପୁଲିସକୁ ଖବର ଦେଇଥିଲେ ।ଖପ୍ରାଖୋଲ ଥାନ ଅଧିକାରୀ ରମାକାନ୍ତ ସାହୁ ଙ୍କ ନେତୃତ୍ବରେ ଏକଟିମ୍ ସେଠାରେ ପହଞ୍ଚି ସେମାନଙ୍କୁ ପଚରାଉଚରା କରିଥିଲା । ଯୁବକ ମାନେ ପୁଲିସକୁ ସନ୍ତୋଷ ଜନକ ଉତ୍ତର ଦେଇପାରିବେ ନଥିବାରୁ ପୁଲିସ ସନ୍ଦେହକରି ଉଭୟ କାର କୁ ଛାନଭିନ କରିଥିଲା । ଛାନଭିନ ସମୟରେ ପୁଲିସ କୋରେକ୍ସ ପେଟି ଗୁଡିକଥିବା ଦେଖିବାକୁ ପାଇଥିଲା । ଏହାପରେ ପୁଲିସ ଘଟଣାସ୍ଥଳରୁ ଉକ୍ତ ୫ ଜଣ ଯୁବକ ଙ୍କୁ ଗିରଫ କରିବା ସହ ସେମାନେ ବ୍ୟବହାର କରୁଥିବା ୨ଟି କାର ଓ ୨ ଟି ବାଇକକୁ ଜବତ୍ କରି ଥାନାକୁ ଆଣିଥିଲା । ସେମାନଙ୍କ ନାଆଁରେ ଥାନା କେଶ୍ ନମ୍ବର ୬୧ /୨-୫-୨୩ ଦଫା ୨୭୪ ,୨୭୫,୨୭୬,୧୨୦ ବି ଆଇପିସି ଧାରାରେ ଏକ ମାମଲା ରୁଜୁ କରି ତଦନ୍ତ ଜାରିରଖିଥିଲା । ଓମେରକ୍ସ ଓ କୋରେକ୍ସ ନାମକ କଫସିରପ ଉକ୍ତ ଅଭିଯୁକ୍ତ ମାନେ ହରିଶଙ୍କର ମହୋତ୍ସବରେ ବିକ୍ରିକରି ଲାଭବାନ ହେବା ଉଦ୍ଧେଶ୍ୟରେ ଆଣିଥିବା ପ୍ରକାଶ କରିଥିଲେ । ପରେ ପୁଲିସ ୫ ଜଣ ଅଭିଯୁକ୍ତକୁ ଗିରଫ କରି ସନ୍ଧ୍ୟା ୫ ଟାରେ ଏସଡିପିଓ ଙ୍କ କାଯ୍ୟାଲୟରେ ସାମ୍ବାଦିକ ସମ୍ମିଳନୀ ପରେ କୋର୍ଟ ଚାଲାଣ କରିଛି । କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ଏସଡିପିଓ ଶ୍ରୀ ଭୁକ୍ତା ଙ୍କ ଠାରୁ ଜଣାପଡିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ODISHA VIGILANCE NABS SRI PRASANTA PRADHAN, ASI OF RAJKANIKA POLICE STATION, DIST-KENDRAPARA FOR TAKING BRIBE TO FURNISH FAVOURABLE REPORT IN A LAND DISPUTE CASE.

ODISHA VIGILANCE NABS SRI PRASANTA PRADHAN, ASI OF RAJKANIKA POLICE STATION, DIST-KENDRAPARA FOR TAKING BRIBE TO FURNISH FAVOURABLE REPORT IN A LAND DISPUTE CASE.

May 4, 2026
Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ODISHA VIGILANCE NABS SRI PRASANTA PRADHAN, ASI OF RAJKANIKA POLICE STATION, DIST-KENDRAPARA FOR TAKING BRIBE TO FURNISH FAVOURABLE REPORT IN A LAND DISPUTE CASE.

ODISHA VIGILANCE NABS SRI PRASANTA PRADHAN, ASI OF RAJKANIKA POLICE STATION, DIST-KENDRAPARA FOR TAKING BRIBE TO FURNISH FAVOURABLE REPORT IN A LAND DISPUTE CASE.

May 4, 2026
Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version