• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୟନିକାର ୬୭ତମ ପ୍ରତିଷ୍ଠା ଦିବସ ସମାରୋହ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
May 5, 2023
in ଓଡ଼ିଶା, ମହାନଗର, ହୋମ୍
0
ବୟନିକାର ୬୭ତମ ପ୍ରତିଷ୍ଠା ଦିବସ ସମାରୋହ ପାଳିତ
Share on FacebookShare on TwitterWhatsapp

୫ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ଉକିର୍ଷ କଳାର ରାଜ୍ୟ ଓଡିଶା ନିଜର କଳା ସଂସ୍କୃତି ଓ ସ୍ଥାପତ୍ୟ ପାଇଁ ବିଶ୍ୱବିଦିତ, । ଉକିଳୀୟ କଳା ସଂସ୍କୃତି ପାଇଁ “ହସ୍ତତନ୍ତ ବସ୍ତ୍ର’’ର ଭୂମିକା ସ୍ୱତନ୍ତ୍ର । ଭାରତର ଐତିହ୍ୟ, ପରମ୍ପରା ଓ ସଂସ୍କୃତିର ସଂରକ୍ଷଣ କ୍ଷେତ୍ରରେ ଯୁଗଯୁଗରୁ ଓଡିଶା ହସ୍ତତନ୍ତ ବସ୍ତ୍ର, ବିଶେଷ ଭାବେ “ବାନ୍ଧବସ୍ତ୍ର’’ର ସ୍ୱତନ୍ତ୍ର ସ୍ଥାନ ରହିଆସିଛି । ଏହି ପ୍ରାଚୀନ କଳାକୁ ଉଜ୍ଜିବିତ ରଖିଛନ୍ତି, ଏହାକୁ ବଂଶାନୁକ୍ରମେ ବୃତ୍ତି ଭାବେ ଆଦରି ନେଇଥିବା ଓଡିଶାର ଅଗଣିତ ବୁଣାକାର । ରାଜ୍ୟର କୋଣ ଅନୁକୋଣରେ ଏହି ହସ୍ତତନ୍ତ ବସ୍ତ୍ର ପ୍ରସ୍ତୁତ କରୁଥିବା ଗ୍ରାମୀଣ କାରିଗର ଓ ସେମାନଙ୍କ ଦ୍ୱାରା ପnିକୃତ ହୋଇ କାର୍ଯ୍ୟ କରୁଥିବା ପ୍ରାଥମିକ ବୁଣାକାର ସମିତିମାନଙ୍କ ପାଇଁ ବୟନିକା ବ୍ୟାପକ ବଜାର ସୃଷ୍ଟି କରିବାରେ ଦୀର୍ଘ ୬୭ ବର୍ଷଧରି ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରିଆସୁଅଛି । ୧୯୫୬ ମସିହାରେ ପ୍ରତିଷ୍ଠିତ ଓଡିଶା ରାଜ୍ୟ ହସ୍ତତନ୍ତ ବୁଣାକାର ସମବାୟ ସମିତି ଲିଃ, ଯାହାକି ଆଜି “ବୟନିକା’’ ନାମରେ ସୁଖ୍ୟାତି ଅର୍ଜନ କରିଅଛି । ବୟନିକା ଏହାର ୬୭ତମ ପ୍ରତିଷ୍ଠା ଦିବସ ସମାରୋହକୁ ଏହାର ସମସ୍ତ ଶାଖା ଓ ମୁଖ୍ୟ କାର୍ଯ୍ୟାଳୟରେ ପାଳନ କରୁଅଛି । ବିକ୍ରୟ ଶାଖାମାନଙ୍କରେ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ/ଅତିରିକ୍ତ ଜିଲ୍ଲାପାଳ/ଉପଜିଲ୍ଲାପାଳ ଏବଂ ତହସିଲ୍‌ଦାରମାନେ ଉଦ୍‌ଘାଟନ କରିଅଛନ୍ତି । ବୟନିକାର େୱଷ୍ଟର୍ଣ୍ଣ ମାର୍କେଟ ବିଲ୍‌ଡିଂ, ଭୁବନେଶ୍ୱରସ୍ଥିତ ବିକ୍ରୟ କେନ୍ଦ୍ରକୁ ଆଜି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଡଃ. ଅରବିନ୍ଦ କୁମାର ପାଢୀ ଉଦ୍‌ଘାଟନ କରିଛନ୍ତି । ବୟନିକାର ୬୭ତମ ପ୍ରତିଷ୍ଠାଦିବସ ସମାରୋହ “ବୟନ ଭବନ’’ ପ୍ରାଙ୍ଗଣରେ ଆଜି ସଂଧ୍ୟାରେ ପାଳିତ ହୋଇଯାଇଛି । ଏହି ସମାରୋହକୁ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ମାନ୍ୟବର ମନ୍ତ୍ରୀ, କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ, ଓଡିଶା, ଶ୍ରୀମତୀ ସୁଲୋଚନା ଦାସ, ମେୟର, ଭୁବନେଶ୍ୱର ମହାନଗର ନିଗମ, ଶ୍ରୀ ସୋଭନ କ୍ରିଷ୍ଣ ସାହୁ, ନିର୍ଦ୍ଦେଶକ, ବୟନ ଶିଳ୍ପ ଓ ହସ୍ତତନ୍ତ, ଓଡିଶା, ଶ୍ରୀ ପ୍ରକାଶ ଚନ୍ଦ୍ର ମେହେର, ସଭାପତି, ବୟନିକା, ଶ୍ରୀମତୀ ପ୍ରଣତି ଛୋଟରାୟ, ପରିଚାଳନା ନିର୍ଦ୍ଦେଶକ ବୟନିକା ଓ ବୟନିକା ପରିଚାଳନା କମିଟିର ସଭ୍ୟା/ସଭ୍ୟ ବୃନ୍ଦଙ୍କ ଉପସ୍ଥିତିରେ ଉଦ୍‌ଘାଟନ କରିଛନ୍ତି । ବୟନିକା ୨୦୨୨-୨୩ ବର୍ଷରେ ନିଜର ପ୍ରତିଷ୍ଠିତ ବିକ୍ରୟ ଶାଖା ଏବଂ ରାଜ୍ୟ ଓ ରାଜ୍ୟ ବାହାରେ ବିଭିନ୍ନ ପ୍ରଦର୍ଶନୀରେ ଭାଗନେଇ ଓ ପ୍ରଦର୍ଶନୀର ଆୟୋଜନ କରି ଟ.୧୬୨.୦୦ କୋଟିର ବ୍ୟବସାୟ ହାସଲ କରିଅଛି । ୨୦୨୩-୨୪ ବର୍ଷରେ ମୋଟ ଟ.୨୦୦.୦୦ କୋଟିର ବ୍ୟବସାୟ ଲକ୍ଷ୍ୟ ରଖାଯାଇଛି । ଏକ ହସ୍ତତନ୍ତ ସଂସ୍ଥା ହିସାବରେ ଟ.୧୬୨.୦୦ କୋଟିର ବ୍ୟବସାୟ କରିବା, ଓଡିଶା ହସ୍ତତନ୍ତ ଶିଳ୍ପ କ୍ଷେତ୍ରରେ ନିଶ୍ଚିତ ଭାବେ ଏକ ମାଇଲ୍‌ ଖୁଂଟ । ଆଗାମୀ ଦିନରେ ବୟନିକା ଏହାର ବ୍ୟବସାୟିକ ଅଭିବୃଦ୍ଧି ଘଟାଇବା ପାଇଁ ବଦ୍ଧପରିକର ହେବା ସଙ୍ଗେ ସଙ୍ଗେ ଏହି ସଂସ୍ଥା ସହ ଜଡିତ ଅଗଣିତ ବୁଣାକାରଙ୍କ ସାମାଜିକ ଓ ଅର୍ଥନୈତିକ ବିକାଶକୁ ପରିବର୍ଦ୍ଧିତ କରିବାପାଇଁ ଚେଷ୍ଟିତ । ବୟନିକା ଏହାର ୬୭ତମ ପ୍ରତିଷ୍ଠା ଦିବସରେ, ଓଡିଶାର ଅଗଣିତ ବୁଣାକାର ଭାଇଭଉଣୀ, ଏହାର ସଦିଚ୍ଛୁ ଗ୍ରାହକ ଏବଂ ପୃଷ୍ଠପୋଷକମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି । ଡକଫର ଜ୍ୟୋତିର୍ମତୀ ସାମନ୍ତରାୟ ସୂଚନା ଅଧିକାରୀ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

July 1, 2026
ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version