• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୋରଡ଼ା ଗଡ ର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମରେ ଯୋଗଦେଲେ ଦଶପଲ୍ଲା ବିଧାୟକ

Proprietor Abhimanyu Maharana by Proprietor Abhimanyu Maharana
May 5, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
କୋରଡ଼ା ଗଡ ର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମରେ ଯୋଗଦେଲେ ଦଶପଲ୍ଲା ବିଧାୟକ
Share on FacebookShare on TwitterWhatsapp

୫ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ନୂଆଗାଁ :- ନୂଆଗାଁ ବ୍ଲକ୍ ଅନ୍ତର୍ଗତ କୋରଡ଼ା ଗଡ ରେ ମିଶନ ଶକ୍ତି ଗୃହ ଉଦଘାଟନ ଏବଂ ଶ୍ରୀ ଶ୍ରୀ ଦଧି ବାମନ ଜୀଉ ଙ୍କ ନୂତନ ମନ୍ଦିର ଶୁଭ ଭିତ୍ତପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ମିଶନ ଶକ୍ତି ଗୃହ ଉଦଘାଟନ କରିବା ସହଶ୍ରୀ ଶ୍ରୀ ଦଧିବାମନ ଜୀଉ ଙ୍କ ମନ୍ଦିର ନିର୍ମାଣ ପାଇଁ ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ ଅଞ୍ଚଳର ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସାଂସଦ ଙ୍କ ଜିଲ୍ଲା ପ୍ରତିନିଧି ସଦାଶିବ ମିଶ୍ର, ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା,ଜିଲ୍ଲା ପରିଷଦ ଙ୍କ ପ୍ରତିନିଧି ଦିଲ୍ଲୀପ କୁମାର ଦଳ ବେହେରା,ଆତ୍ମା ଅଧ୍ୟକ୍ଷ ସଞ୍ଜୟ କୁମାର ସାହୁ,ସରପଞ୍ଚ ନିରୁପମା ପାତ୍ର,ସମିତି ସଭ୍ୟ ପ୍ରଫୁଲ୍ଲ କୁମାର ବେହେରା,ଗ୍ରାମ ସଭାପତି ପ୍ରମୋଦ କୁମାର ଦାଶ,ସମ୍ପାଦକ ଭଗବାନ ପ୍ରଧାନ,ବସନ୍ତ ଚୌଧୁରୀ ,ବ୍ଲକ୍ କଳା ସଂସ୍କୃତି ସଂଘ ର ଉପ ସଭାପତି ଗୋଲଖ ବିହାରୀ ଗୋଚ୍ଛାୟତ,ପୂର୍ବତନ ସମିତି ସଭ୍ୟ ରମେଶ ଚନ୍ଦ୍ର ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମ ରେ ସ୍ଵୟଂ ସହାୟକ ଗୋଷ୍ଠୀ ର ମହିଳା ଏବଂ ଗ୍ରାମବାସୀ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭୁବନେଶ୍ୱରରେ ‘ସ୍ୱଚ୍ଛତା ଉତ୍ସବ’ ର ଭବ୍ୟ ଆୟୋଜନ

ଭୁବନେଶ୍ୱରରେ ‘ସ୍ୱଚ୍ଛତା ଉତ୍ସବ’ ର ଭବ୍ୟ ଆୟୋଜନ

October 17, 2026
Bhubaneswar hosts Swachhata Utsaba in Grandeur

Bhubaneswar hosts Swachhata Utsaba in Grandeur

October 17, 2026
TPSODL Flags Off Solar Rath in Koraput

TPSODL Flags Off Solar Rath in Koraput

October 17, 2026
ରଣପୁର ଏନଏସି ରେ ସ୍ବଚ୍ଛତା ହିଁ ସେବା ୨୦୨୬ ର ଉଦ‌ଯାପନୀ ଉତ୍ସବ

ରଣପୁର ଏନଏସି ରେ ସ୍ବଚ୍ଛତା ହିଁ ସେବା ୨୦୨୬ ର ଉଦ‌ଯାପନୀ ଉତ୍ସବ

October 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭୁବନେଶ୍ୱରରେ ‘ସ୍ୱଚ୍ଛତା ଉତ୍ସବ’ ର ଭବ୍ୟ ଆୟୋଜନ

ଭୁବନେଶ୍ୱରରେ ‘ସ୍ୱଚ୍ଛତା ଉତ୍ସବ’ ର ଭବ୍ୟ ଆୟୋଜନ

October 17, 2026
Bhubaneswar hosts Swachhata Utsaba in Grandeur

Bhubaneswar hosts Swachhata Utsaba in Grandeur

October 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version