• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଲେଜ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣା

Proprietor Abhimanyu Maharana by Proprietor Abhimanyu Maharana
May 7, 2023
in ଓଡ଼ିଶା, ବଲାଙ୍ଗିର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
କଲେଜ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣା
Share on FacebookShare on TwitterWhatsapp

ଛାତ୍ରୀ ମୃତ୍ୟୁ ଘଟଣାର ୭ଦିନପରେ ମଧ୍ୟ ଟେର୍‌ ପାଉନି ପୁଲିସ୍‌, ଉପଜିଲ୍ଲାପାଳ ଙ୍କୁ କଲେଜ ଛାତ୍ରୀ ଛାତ୍ରୀ ଙ୍କ ୪ ଦଫା ଦାବିପତ୍ର ପଦାନ ।

୬ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାଟଣାଗଡ଼ :- ପାଟଣାଗଡ଼ ସ୍ଥିତ ଜବାହାରଲ୍ଲାଲ କଲେଜ ଛାତ୍ରୀ ରଞ୍ଜୁ ଦଣ୍ଡସେନାଙ୍କ ମୃତ୍ୟୁ ଘଟଣାକୁ ଆଜିକୁ ୭ ଦିନ ବିତି ଗଲାଣି । ହେଲେ ଆଜି ସୁଦ୍ଧା ପୁଲିସ ମୃତ୍ୟୁ ପଛର କାରଣ ସଂପର୍କରେ କୌଣସି ଟେର ପାଇପାରୁନି । ଯାହାକୁ ନେଇ ପରିବାର ଲୋକ ଅସନ୍ତୋଷବ୍ୟକ୍ତ କରିଛନ୍ତି । ଏହିଘଟଣାକୁନେଇ ଆଜି ଛାତ୍ରୀଙ୍କ ସହପାଠୀମାନେ ଉପଜିଲ୍ଲାପାଳଙ୍କ ଅଫିସ୍‌ ଘେରାଉ କରିଥିଲେ । ପରେ ସେମାନେ ଏକ ୪ ଦଫା ସମ୍ୱଳିତ ଦାବିପତ୍ର ଉପଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠି ଙ୍କୁ ପ୍ରଦାନ କରିଥିଲେ । ଦାବିଗୁଡିକୁ ମଧ୍ୟରେ ଛାତ୍ରୀ ଙ୍କ ମୃତ୍ୟୁ ଘଟଣାର ଏକ ଉଚ୍ଚସ୍ତରୀୟ ତଦନ୍ତ, ଦୋଷିଙ୍କୁ ଗିରଫକରି ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ କରାଯାଉ, ପାଟଣାଗଡ଼ ଅଞ୍ଚଳରେ ନିସାକାରବାକୁ ବନ୍ଦ କରିବା ସହ ଛାତ୍ର ଛାତ୍ରୀ ଓ ମହିଳାମାନଙ୍କ ପ୍ରତି ସୁରକ୍ଷାର ବ୍ୟବସ୍ଥା କରାଯାଉ।ଦେଓଗାଁ ଥାନା ବନ୍ଦପଡା ଫାଣ୍ଡି ଡୁମେରପିଟା ଗାଁର ରଞ୍ଜୁ ଦଣ୍ଡସେନା ପାଟଣାଗଡ଼ରେ ରହି ଜବାହାରଲ୍ଲାଲ କଲେଜର ଯୁକ୍ତ ତିନିର ଶେଷ ବର୍ଷରେ ପଢ଼ୁଥିଲେ । ହେଲେ ଗତ ୩୦ ତାରିଖରେ ଗଙ୍ଗାସାଗର ଗାଁର ଜୟସ ପଞ୍ଚାନଙ୍କ ଚାଷଜମି ହିଡରେଥିବା ଏକ ପଲାସ ଗଛରେ ତାଙ୍କର ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା । ଗାଁ ଲୋକଙ୍କଠାରୁ ଖବର ପାଇ ପୁଲିସ୍‌ ମୃତଦେହ ଉଦ୍ଧାର କରି ଶଵବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରିଥିଲା । ଝିଅକୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣି ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଆଗାମୀ ଦିନ ରେ ଦାବୀ ପୁରଣ ନହେଲେ ତିବ୍ରତର ବିକ୍ଷୋଭ ପ୍ରର୍ଦଶନ କରିବା ଛାତ୍ରୀ ଅହଲ୍ୟା ସାହୁ ଓ ମଧୁସୂଦନ ବାଗ ଙ୍କ ସମେତ ଅନ୍ୟ ଛାତ୍ର ଛାତ୍ରୀ ମାନେ ଚେତାବନୀ ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
MALABAR GOLD UNVEILS ”PLATINUM SHOW“ AT SAHID NAGAR STORE

MALABAR GOLD UNVEILS ”PLATINUM SHOW“ AT SAHID NAGAR STORE

September 13, 2026
ବିଶ୍ଵ ପ୍ରାଥମିକ ଉପଚାର ଦିବସ ପାଳିତ

ବିଶ୍ଵ ପ୍ରାଥମିକ ଉପଚାର ଦିବସ ପାଳିତ

September 13, 2026
ବ୍ଲକ ସ୍ତରୀୟ ଉଲ୍ଲାସ ତାଲିମ ଶିବିର ଅନୁଷ୍ଠିତ

ବ୍ଲକ ସ୍ତରୀୟ ଉଲ୍ଲାସ ତାଲିମ ଶିବିର ଅନୁଷ୍ଠିତ

September 13, 2026
ରଣପୁରରେ ନବ ଭାରତ ସାକ୍ଷରତା ସଚେତନତାର ନିଆରା ପ୍ରୟାସ

ରଣପୁରରେ ନବ ଭାରତ ସାକ୍ଷରତା ସଚେତନତାର ନିଆରା ପ୍ରୟାସ

September 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

MALABAR GOLD UNVEILS ”PLATINUM SHOW“ AT SAHID NAGAR STORE

MALABAR GOLD UNVEILS ”PLATINUM SHOW“ AT SAHID NAGAR STORE

September 13, 2026
ବିଶ୍ଵ ପ୍ରାଥମିକ ଉପଚାର ଦିବସ ପାଳିତ

ବିଶ୍ଵ ପ୍ରାଥମିକ ଉପଚାର ଦିବସ ପାଳିତ

September 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version