• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଝାରସୁଗୁଡା ନିର୍ବାଚନମଣ୍ଡଳୀର ପ୍ରିୟ ଭାଇ ଓ ଭଉଣୀମାନେ, ଆପଣମାନଙ୍କୁ ସମସ୍ତଙ୍କୁ ମୋର ଜୁହାର

Proprietor Abhimanyu Maharana by Proprietor Abhimanyu Maharana
May 8, 2023
in ଓଡ଼ିଶା, ଝାରସୁଗୁଡା, ମହାନଗର, ରାଜନୀତି, ହୋମ୍
0
ଝାରସୁଗୁଡା ନିର୍ବାଚନମଣ୍ଡଳୀର ପ୍ରିୟ ଭାଇ ଓ ଭଉଣୀମାନେ, ଆପଣମାନଙ୍କୁ ସମସ୍ତଙ୍କୁ ମୋର ଜୁହାର
Share on FacebookShare on TwitterWhatsapp

ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କୁ ମୋର ପ୍ରଣାମ । ଏ ମାଟିକୁ ମୋର ପ୍ରଣାମ ।

ଆପଣମାନଙ୍କ ସହଯୋଗ ଜାରି ରହିଲେ, ଝାରସୁଗୁଡା ଦେଶର ଏକ ନମ୍ବର ଶିଳ୍ପ ସମୃଦ୍ଧ ଜିଲ୍ଲା ହୋଇପାରିବ।

ଏ ମାଟିର ସେବା କରିବା ପାଇଁ ଆପଣମାନେ ତାକୁ ସୁଯୋଗ ଦେବେ, ଏ ଭରସା ମୋର ଅଛି ।

 ୭ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଝାରସୁଗୁଡା :- ଆଜିର କାର୍ଯ୍ୟକ୍ରମ ଆରମ୍ଭରେ ମୁଁ ପ୍ରଥମେ ଆପଣମାନଙ୍କ ପ୍ରିୟ ନେତା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ନବ ଦାସ ଜଣେ ଲୋକପ୍ରିୟ ନେତା, ଦକ୍ଷ ବିଧାୟକ ଓ ମନ୍ତ୍ରୀ ଭାବରେ ସାରା ଓଡିଶାରେ ପରିଚିତ ଥିଲେ । ସେ ଆଜି ଆମ ଭିତରେ ନାହାନ୍ତି । ତାଙ୍କ କାମ ପାଇଁ ଝାରସୁଗୁଡାବାସୀ ସବୁବେଳେ ତାଙ୍କୁ ମନେ ରଖିବେ ।ଆଜି ତାଙ୍କ ଦାୟିତ୍ବ ନେବାପାଇଁ, ଆପଣମାନଙ୍କ ସେବା କରିବାପାଇଁ, ତାଙ୍କ ଝିଅ ଦୀପାଳି ଦାସ ଆଗେଇ ଆସିଛନ୍ତି । ଆପଣ ଜାଣନ୍ତି, ସେ ଜଣେ highly educated ଝିଅ । ସମାଜସେବାରେ ତାଙ୍କର ବିଶେଷ ରୁଚି ରହିଛି । ମୋର ବିଶ୍ବାସ, ଝାରସୁଗୁଡାବାସୀଙ୍କ ସେବାର ସୁଯୋଗ ମିଳିଲେ, ସେ ତାକୁ ଦକ୍ଷତାର ସହ ପାଳନ କରିପାରିବେ ।ଝାରସୁଗୁଡା ସବୁବେଳେ ବିକାଶ ସାଥିରେ ରହିଛି । ଆପଣମାନେ ବିକାଶରେ ବିଶ୍ବାସ କରନ୍ତି । ସେଥିପାଇଁ ବିଜୁ ଜନତା ଦଳ ସାଥିରେ ରହି ଆସିଛନ୍ତି । ବିଜୁ ଜନତା ଦଳ ମା ମାନଙ୍କ କଲ୍ୟାଣରେ ବିଶ୍ବାସ କରେ । ମା ମାନଙ୍କ empowerment ରେ ବିଶ୍ବାସ କରେ । ଚାଷୀ ଭାଇର empowerment ଉପରେ ବିଶ୍ବାସ କରେ । ଯୁବଶକ୍ତିର empowerment ରେ ବିଶ୍ବାସ କରେ । ଶିଳ୍ପ କ୍ଷେତ୍ରରେ ଝାରସୁଗୁଡାର ସ୍ବତନ୍ତ୍ର ପରିଚୟ ରହିଛି । ଆପଣମାନଙ୍କ ସହଯୋଗ ଜାରି ରହିଲେ, ଝାରସୁଗୁଡା ଦେଶର ଏକ ନମ୍ବର ଶିଳ୍ପ ସମୃଦ୍ଧ ଜିଲ୍ଲା ହୋଇପାରିବ। ନିର୍ବାଚନରେ ହାର ଜିତ୍‌ ରହିଛି । ତେଣୁ ନିର୍ବାଚନ ପ୍ରଚାର ସମୟରେ ଆମେ ସମସ୍ତେ decency ରକ୍ଷା କରିବା ଜରୁରୀ । କାହାକୁ, ବିଶେଷ କରି, ଆମର ମହିଳା ମାନଙ୍କୁ, ଆମର ମା ମାନଙ୍କୁ, ଗାଳି ଦେବା, ଅସମ୍ମାନ କରିବା ଉଚିତ ନୁହେଁ । ପଦ୍ମପୁର ଉପ ନିର୍ବାଚନରେ ବିରୋଧୀ ଦଳ ବାପାଙ୍କୁ ହରାଇ ଥିବା ଗୋଟିଏ ଝିଅ ପ୍ରତି ଯେଭଳି ବ୍ୟବହାର କଲେ, ତାହା ଆପଣ ଜାଣନ୍ତି । ଦୁଃଖର କଥା, ଏଠାରେ ମଧ୍ୟ ସେମାନେ ଦୀପାଳିଙ୍କ ପ୍ରତି ସେହିଭଳି ବ୍ୟବହାର କରୁଛନ୍ତି ।ଗାଳି ଦେଉଛନ୍ତି । ଏହା ମୋତେ ବହୁତ ଦୁଃଖ ଦେଇଛି । ଦୀପାଳି ଏ ମାଟିର ଝିଅ । ଏ ମାଟିର ସେବା କରିବା ପାଇଁ ଆପଣମାନେ ତାକୁ ସୁଯୋଗ ଦେବେ, ଏ ଭରସା ମୋର ଅଛି । ମୋର ଅନୁରୋଧ, ଆପଣମାନେ ବିଜୁ ଜନତା ଦଳର ପ୍ରାର୍ଥୀ ଦୀପାଳି ଦାସଙ୍କୁ ଆଶୀର୍ବାଦ କରନ୍ତୁ । ଶଙ୍ଖ ଚିହ୍ନରେ ଭୋଟ ଦିଅନ୍ତୁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀମନ୍ଦିର ଭିତରେ ଭକ୍ତଙ୍କ ୩୫ ଗ୍ରାମ ଓଜନ ର ସୁନାଚେନ ଚୋରି ସାଧା ପୋଷାକଧାରୀ ପୋଲିସ ଅଭିଯୁକ୍ତ କୂ କାବୁ କଲେ

ଶ୍ରୀମନ୍ଦିର ଭିତରେ ଭକ୍ତଙ୍କ ୩୫ ଗ୍ରାମ ଓଜନ ର ସୁନାଚେନ ଚୋରି ସାଧା ପୋଷାକଧାରୀ ପୋଲିସ ଅଭିଯୁକ୍ତ କୂ କାବୁ କଲେ

June 9, 2026
ଦେବସ୍ନାନ ପୂର୍ଣ୍ଣିମା ଓ ଅଲାରନାଥ ଦର୍ଶନ ପାଇଁ ବୈଠକ ଅନୁଷ୍ଠିତ

ଦେବସ୍ନାନ ପୂର୍ଣ୍ଣିମା ଓ ଅଲାରନାଥ ଦର୍ଶନ ପାଇଁ ବୈଠକ ଅନୁଷ୍ଠିତ

June 9, 2026
 ୨୦୩୬- ମୋ ସ୍ବପ୍ନର ନୟାଗଡ଼ ଜିଲ୍ଲା- ବୌଦ୍ଧିକ ଆଲୋଚନା ଓ କାର୍ଯ୍ୟ ଖସଡ଼ା ପ୍ରସ୍ତୁତି କର୍ମଶାଳା 

 ୨୦୩୬- ମୋ ସ୍ବପ୍ନର ନୟାଗଡ଼ ଜିଲ୍ଲା- ବୌଦ୍ଧିକ ଆଲୋଚନା ଓ କାର୍ଯ୍ୟ ଖସଡ଼ା ପ୍ରସ୍ତୁତି କର୍ମଶାଳା 

June 9, 2026
ପୂରାତନ ଶିକ୍ଷାର୍ଥୀ ଙ୍କ ବନ୍ଧୁ ମିଳନ

ପୂରାତନ ଶିକ୍ଷାର୍ଥୀ ଙ୍କ ବନ୍ଧୁ ମିଳନ

June 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀମନ୍ଦିର ଭିତରେ ଭକ୍ତଙ୍କ ୩୫ ଗ୍ରାମ ଓଜନ ର ସୁନାଚେନ ଚୋରି ସାଧା ପୋଷାକଧାରୀ ପୋଲିସ ଅଭିଯୁକ୍ତ କୂ କାବୁ କଲେ

ଶ୍ରୀମନ୍ଦିର ଭିତରେ ଭକ୍ତଙ୍କ ୩୫ ଗ୍ରାମ ଓଜନ ର ସୁନାଚେନ ଚୋରି ସାଧା ପୋଷାକଧାରୀ ପୋଲିସ ଅଭିଯୁକ୍ତ କୂ କାବୁ କଲେ

June 9, 2026
ଦେବସ୍ନାନ ପୂର୍ଣ୍ଣିମା ଓ ଅଲାରନାଥ ଦର୍ଶନ ପାଇଁ ବୈଠକ ଅନୁଷ୍ଠିତ

ଦେବସ୍ନାନ ପୂର୍ଣ୍ଣିମା ଓ ଅଲାରନାଥ ଦର୍ଶନ ପାଇଁ ବୈଠକ ଅନୁଷ୍ଠିତ

June 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version