• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋହନା ବ୍ଲକ ଗସ୍ତରେ ୫-ଟି ସଚିବ, ବିଜୁ ଏକ୍ସପ୍ରେସ ରାସ୍ତା ର ସମୀକ୍ଷା ସହ ଲୋକଙ୍କ ଅଭାବ ଅସୁବିଧା ବୁଝିଲେ

Proprietor Abhimanyu Maharana by Proprietor Abhimanyu Maharana
May 9, 2023
in ଓଡ଼ିଶା, ଗଜପତି, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ମୋହନା ବ୍ଲକ ଗସ୍ତରେ ୫-ଟି ସଚିବ, ବିଜୁ ଏକ୍ସପ୍ରେସ ରାସ୍ତା ର ସମୀକ୍ଷା ସହ ଲୋକଙ୍କ ଅଭାବ ଅସୁବିଧା ବୁଝିଲେ
Share on FacebookShare on TwitterWhatsapp

୯ମେ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଆର,ଉଦୟଗିରି :- ଗଜପତି ଜିଲ୍ଲାକୁ ଦୁଇ ଦିନିଆ ଗସ୍ତରେ ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ ସଙ୍ଗରେ ଦୁଇ କମିଶନର ଗ୍ରାମ୍ୟ ଉନ୍ନୟନ କମିଶନର ବୀର ବିକ୍ରମ ଯାଦବ ଏବଂ କ୍ରୀଡା ଯୁବ ବ୍ୟାପାର ସଚିବ ଆର. ଭିନିଲ କ୍ରିଷ୍ଣା । ମୋହନା ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ୫ .୦୫ମିନିଟରେ ହେଲିକେପ୍ଟର ରେ ଆସି ପହଂଚିଥିଲେ । ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଏବଂ ଆରକ୍ଷୀ ଅଧିକ୍ଷକ ଏସ. ସ୍ୱାତୀ କୁମାର ଙ୍କ ସମେତ ବିଭାଗୀୟ ଅଧିକାରୀ ମାନେ ସ୍ୱାଗତ କରିଥିଲେ ।୫-ଟି ସଚିବ ଲୋକଙ୍କ ନିକଟକୁ ଆସି ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସହ ମିଶି ଦାବିପତ୍ର ଗ୍ରହଣ କରିବା ସହ ସ୍ତାନୀୟ ଜନସାଧାରଣଙ୍କ ଅଭାବ ଅସୁବିଧା ବୁଝିଥିଲେ । ମୋହନା ଖେଳ ପଡିଆ ଠାରେ ପ୍ରାୟ ଚାଳିଶି ମିନିଟ ରହି ମୋହନା ବ୍ଲକର ଜିରାଙ୍ଗ ଅଭିମୁଖେ ଯାତ୍ରା କରିଥିଲେ । ସେଠାରେ କଲେଜ ଛାତ୍ର ଛାତ୍ରୀ ଙ୍କ ସହ ଆଲୋଚନା କରି ରାତ୍ରି ଯାପନ କରିବେ ବୋଲି ଜଣାପଡିଛି । ଏହି ବିଜୁ ଏକ୍ସପ୍ରେସ ରାସ୍ତା ରେ ସର୍ବମୋଟ ବ୍ରହ୍ମପୁର ଠାରୁ ଜୟପୁର ପର୍ଯ୍ୟନ୍ତ ୩୧୭.୮୫୩କିଲୋମିଟର ରାସ୍ତାକୁ ନିର୍ମାଣ ନିମନ୍ତେ ୫୧୭୮କୋଟି ୧୪ଲକ୍ଷ ଟଙ୍କା ବ୍ୟୟ ବରାଦ କରାଯାଇଛି । ସେଥିମଧ୍ୟରୁ ଗଜପତି ଜିଲ୍ଲାରେ ୫୯.୨୦୦କିଲୋମିଟର ରାସ୍ତା ନିର୍ମାଣ କାର୍ଯ୍ୟ ସମ୍ପାଦନ କରିବା ପାଇଁ ୧୦୮୬କୋଟି ୯୮ଲକ୍ଷ ଟଙ୍କା ବ୍ୟୟ ବରାଦ ହୋଇଛି । ଏହି ରାସ୍ତା ନିର୍ମାଣ ମଧ୍ୟରେ ମୋହନା ବ୍ଲକର ପୂର୍ତ୍ତ ବିଭାଗ ସୂଚନା ପ୍ରକାରେ ୪୯.୮୦୦କିଲୋମିଟର ଠାରୁ ୧୦୯ସଂକେତ ଥିବା ରାସ୍ତା ଗଜପତି ଜିଲ୍ଲା ମଧ୍ୟରେ ଥିବା ଜଣାପଡିଛି । ସୂଚନା ପ୍ରକାରେ ପୂର୍ତ୍ତ ବିଭାଗର ୩୬.୫୨୨ଏକର ଜମି ଥିବା ବେଳେ ଜମି ଅଧିଗ୍ରହଣ ୫୯୩.୦୬୮ଏକର କରିବାକୁ ପଡିବ । ଏହି ରାସ୍ତାରେ ଜଙ୍ଗଲ ଜମି ୫୫୬.୫୪୬ଏକର ଥିବା ବେଳେ ସେଥିମଧ୍ୟରୁ ସଂଗ୍ରଖିତ ଜଙ୍ଗଲ ୮୯.୨୯୨ଏକର ଥିବା ପ୍ରକାଶ। ବିଜୁ ଏକ୍ସପ୍ରେସ ରାସ୍ତା ନିର୍ମାଣ ମଧ୍ୟରେ ଗଞ୍ଜାମ ଜିଲ୍ଲା ର ୪୩କିଲୋମିଟର, ଗଜପତି ଜିଲାର ୪୯.୮୦୦କିଲୋମିଟର, ରାୟଗଡା ଜିଲ୍ଲା ର ୧୫୮କିଲୋମିଟର ସହ କୋରାପୁଟ ଜିଲ୍ଲାର ୫୭କିଲୋମିଟର ରାସ୍ତା ଏହି ଯୋଜନା ନିର୍ମାଣ କରାଯିବ ବୋଲି ବିଭାଗୀୟ ସୂତ୍ରରୁ ପ୍ରକାଶ । ୫-ଟି ସଚିବଙ୍କୁ ସ୍ୱାଗତ କରିବା ନିମନ୍ତେ ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସହ ବହୁ ଦଳୀୟ କର୍ମୀ, ନେତାପ୍ରମୁଖ ଉପସ୍ଥିତ ରହି ନିଜ ନିଜ ଅଂଚଳର ଉନ୍ନୟନ ମୂଳକ କାର୍ଯ୍ୟ ନିମନ୍ତେ ଦାବୀ ପତ୍ର ପ୍ରଦାନ କରିଥିଲେ । ମୋହନା ବ୍ଲକର ସମସ୍ତ କର୍ମଚାରୀ ଏହି କାର୍ଯ୍ୟକ୍ରମ କୁ ସୁଚାରୁରୂପେ ପରିଚାଳନା କରିଥିଲେ ।ଜିଲ୍ଲା ଉନ୍ନୟନ ଅଧିକାରୀ ରୋମାଞ୍ଚଳ ଖମାରି, ବିଡ଼ିଓ ତପସ୍ୱିନୀ ହଂସଦା, ଙ୍କ ସମେତ ଲୋକ ପ୍ରତିନିଧି ଭାବେ ସାଂସଦ ଙ୍କ ସମେତ ଯୋଗାଣ ମନ୍ତ୍ରୀ ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରି ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

March 20, 2026
ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

March 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version