• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୫-ଟିସଚିବ ଭି. କାର୍ତ୍ତିକେୟନ ପଣ୍ଡିଆନଙ୍କ ଗଜପତି ଗସ୍ତର ଦ୍ବିତୀୟ ଦିନ

Proprietor Abhimanyu Maharana by Proprietor Abhimanyu Maharana
May 11, 2023
in ଓଡ଼ିଶା, ଗଜପତି, ହୋମ୍
0
୫-ଟିସଚିବ ଭି. କାର୍ତ୍ତିକେୟନ ପଣ୍ଡିଆନଙ୍କ ଗଜପତି ଗସ୍ତର ଦ୍ବିତୀୟ ଦିନ
Share on FacebookShare on TwitterWhatsapp

୧୧ମଇ ବୁଧବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :-  ୫ଟି ସଚିବ ଭି. କାର୍ତ୍ତିକେୟ ନ ପଣ୍ଡିଆନ ଦ୍ୱିତୀୟ ଦିନରେ ଛେଳିଗଡ ଜଳ ସେଚନ ପ୍ରକଳ୍ପ ପରିଦର୍ଶନ କରିବା ସହ ଛେଳିଗଡ ଜଳସେଚନ ପ୍ରକଳ୍ପ ଖୁବ ଶୀଘ୍ର ଆରମ୍ଭ କରିବାକୁ ୫-ଟି ସଚିବଙ୍କ ପରାମର୍ଶ ଦେଇଥିଲେ l ଗଞ୍ଜାମ ଓ ଗଜପତିଜିଲ୍ଲାର ୬୬୨୦ ହେକ୍ଟର ଜମିକୁ ମିଳିବ ପାଣି, ବ୍ରହ୍ମପୁର ସହରକୁ ପ୍ରତି ସେକଣ୍ଡରେ ଏକ କ୍ୟୁବିକ ମିଟର ପିଇବା ପାଣିଖର୍ଚ୍ଚ ହେବ ୯୩୬.୬୩ କୋଟିଚାଳିଶ କୋଟି ଟଙ୍କା ବ୍ୟୟ ରେ ପାରଳାଖେମୁଣ୍ଡି ବାଇପାସ୍ ହେବ ସଂସ୍କୃତି ଭବନ ଓ ଟାଉନ ହଲ୍ ପାଇଁ 6.5 କୋଟି ଖର୍ଚ ହେବ ଜନସାଧାରଣଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ଉଦ୍ୟମ ରତ। ଓଡିଶାର ରୂପାନ୍ତର ପାଇଁ ଅନେକ ପଦକ୍ଷେପ ନେଇ ରାଜ୍ୟର ବିକାଶ ମାନଚିତ୍ରରେ ଆଣିଛନ୍ତି କାୟାକଳ୍ପ । ଗତକାଲି ବିଜୁ ଏକ୍ସପ୍ରେସ ୱେ-୨ ର ନିର୍ମାଣ ପାଇଁ ପାହାଡ କାଟି ଟନେଲ ଜରିଆରେ ରାସ୍ତା ନିର୍ମାଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ଯାହାକି ଦକ୍ଷିଣ ଓଡିଶାର ଅର୍ଥନୈତିକ ଅଭିବୃଦ୍ଧିରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ।ଏବେ ଗଞ୍ଜାମ ଓ ଗଜପତିରେ ପାଣି ଯୋଗାଇବା ପାଇଁ ପାହାଡ ଖୋଳି ଟନେଲ ତିଆରି କରି ଛେଳିଗଡ ଜଳସେଚନ ପ୍ରକଳ୍ପ ପାଇଁ ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ ରେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ତୁରନ୍ତ କାମ ଆରମ୍ଭ କରିବାକୁ ପରାମର୍ଶ ଦେଇଛନ୍ତି ।ଶ୍ରୀ ପାଣ୍ଡିଆନ ଆଜି ତାଙ୍କର ଗଜପତି ଗସ୍ତର ଦ୍ବିତୀୟ ଦିନରେ ଛେଳିଗଡ ଜଳସେଚନ ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ଅଧିକାରୀ ମାଆଙ୍କ ସହିତ ଆଲୋଚନା କରିଥିଲେ । ଏହାପରେ ସେ ଟନେଲ କାର୍ଯ୍ୟ ପରିଦର୍ଶନ କରିଥିଲେ । ଜଳସେଚନ ପ୍ରକଳ୍ପ କାର୍ଯ୍ୟ ତୁରନ୍ତ ଆରମ୍ଭ କରିବାକୁ ଶ୍ରୀ ପାଣ୍ଡିଆନ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି । ପ୍ରକଳ୍ପ ଦ୍ବାରା କ୍ଷତିଗ୍ରସ୍ତ ହୋଇଥିବା ଜନସାଧାରଣଙ୍କ ଅଭିଯୋଗ ଶୁଣି ତୁରନ୍ତ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।ସୂଚନାଯୋଗ୍ୟ ଯେ ଛେଳିଗଡଜଳସେଚନ ପ୍ରକଳ୍ପ ଗଜପତି ଜଲ୍ଲାର ଆର. ଉଦୟଗିରି ବ୍ଲକ୍‌ସ୍ଥିତ ଛେଳିଗଡ ଗ୍ରାମରେ କାର୍ଯ୍ୟକାରୀ କରାଯାଉଛି । ଏଥିପାଇଁ ୯୩୬.୬୩ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏଥିପାଇଁ ୧୨୮୦ ମିଟର ଦୀର୍ଘ ଏକ ଲମ୍ବା ଟନେଲ ଖୋଳାଯାଇଛି । ଏହାଦ୍ବାରା ଗଞ୍ଜାମ ଜିଲ୍ଲାକୁ ପାଣି ଯାଇପାରିବ। ଏହି ପ୍ରକଳ୍ପ ସଂପୂର୍ଣ୍ଣ ହେବାପରେ ଏଥିରେ ୫୨୦୧ ହେକ୍ଟର ମିଟର ପାଣି ସଂରକ୍ଷିତ କରି ରଖାଯାଇପାରିବ ଏବଂ ଗଞ୍ଜାମ ଜିଲ୍ଲାର ୫୭୬୦ ହେକ୍ଟର ଓ ଗଜପତିର ୫୦୦ ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିପାରିବ । ଏହାଦ୍ବାରା ବ୍ରହ୍ମପୁର ସହରକୁ ପିଇବା ପାଣି ମଧ୍ୟ ଯୋଗାଇ ଦିଆଯିବ। ବ୍ରହ୍ମପୁର ସହରକୁ ପ୍ରତି ସେକେଣ୍ଡରେ ଏକ କ୍ୟୁବିକ୍‌ ମିଟର ( 1 Cumecs) ପାଣି ମିଳିପାରିବ ଏହାସହିତ ଗଜପତି ଜିଲ୍ଲାର ଶିଆଳି ଲଟି, କନକତା ଓ ଡେକିଲି ଆଦି ୩ଟି ସ୍ଥାନରେ ମିନି ହାଇଡେଲ ପ୍ରକଳ୍ପ ଜରିଆରେ ୩୬ ମେଗାୱାଟ ବିଦ୍ୟୁତ ମଧ୍ୟ ଉତ୍ପାଦନ କରାଯାଇପାରିବ ।ଏଥିରେ ୧୫ଟି ଗାଁର କ୍ଷତିଗ୍ରସ୍ତ ଲୋକମାନଙ୍କ ପାଇଁ ୭ଟି ପୁନର୍ବାସ ଓ ଥଇଥାନ କଲୋନୀ କରାଯିବ ଏବଂ ୩ଟି ଥଇଥାନ କଲୋନୀର କାର୍ଯ୍ୟ ସଂପୂର୍ଣ୍ଣ ହେବା ସହିତ ଏଠାରେ ଲୋକମାନେ ରହିବା ଆରମ୍ଭ କଲେଣି। ବାକି ୪ଟିର ନିର୍ମାଣ କାର୍ଯ୍ୟ ଚାଲିଛି । ଏହାକୁ ଖୁବଶୀଘ୍ର ସଂପୂର୍ଣ୍ଣ କରିବାକୁ ଶ୍ରୀ ପାଣ୍ଡିଆନ ପରାମର୍ଶ ଦେଇଥିଲେ । ୨୦୨୫-୨୬ ସୁଦ୍ଧା ଏହା ପ୍ରକଳ୍ପ ସଂପୂର୍ଣ୍ଣ ହେବ ।ଏହାପରେ ଶ୍ରୀ ପାଣ୍ଡିଆନ ଗୁମ୍ମାରେ ନିର୍ମାଣାଧୀନ ଏକ ବସଷ୍ଟାଣ୍ଡର କାର୍ଯ୍ୟ ଦେଖିଥିଲେ ଏବଂ ଏହାର କାର୍ଯ୍ୟର ମାନକୁ ଉଚ୍ଚକୋଟୀର କରିବା ପାଇଁ ପରାମର୍ଶ ଦେଇଥିଲେ । ସେଠାରେ ଉପସ୍ଥିତ ମିଶନ ଶକ୍ତି ମହିଳା ମାନଙ୍କ ରୁପାନ୍ତରିତ ଆଲୋଚନା କରି ସେମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିଥିଲେ । ଏହାପରେ ଗୁମ୍ମାରେ ଏକ ରୂପାନ୍ତରିତ ହାଇସ୍କୁଲକୁ ପରିଦର୍ଶନ କରି ଛାତ୍ରଛାତ୍ରୀ ଓ ଶିକ୍ଷକ ମାନଙ୍କ ସହିତ ଆଲୋଚନା କରିଥିଲେ ।ସ୍କୁଲରେ ନିର୍ମିତ ହୋଇଥିବା ନୂତନ ଆସେଟ୍‌ ଗୁଡିକୁ ନିଜର ସଂପତ୍ତି ପରି ସୁରକ୍ଷିତ ରଖିବା ପାଇଁ ସେ ପରାମର୍ଶ ଦେବା ସହିତ ଭଲ ପାଠ ପଢି ଓଡିଶାର ସୁନାମ କରିବାକୁ ପିଲାଙ୍କୁ ଉତ୍ସାହିତ କରିଥିଲେ । ଏହାପରେ ସେ ପ୍ରସ୍ତାବିତ ପାରଳାଖେମୁଣ୍ଡି ବାଇପାସ୍‌ ରୋଡ ଅଞ୍ଚଳକୁ ଯାଇଥିଲେ ଏବଂ ଏହାର କାମଯେପରି ଶୀଘ୍ର ଆରମ୍ଭ ହେବ, ସେଥିପାଇଁ ପ୍ରକ୍ରିୟା ସଂପୂର୍ଣ୍ଣ କରିବାକୁ ପରାମର୍ଶ ଦେଇଥିଲେ । ଏହି ବାଇପାସ୍ ପାଇଁ ଚାଳିଶ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି. ପରେ ସେଠାରେ ନିର୍ମାଣାଧୀନ ଏକ ନୂତନ ଟାଉନ ହଲ୍‌କୁ ମଧ୍ୟ ବୁଲି ଦେଖିଥିଲେ । ଟାଉନ ହଲ୍ କାମ ଶେଷ କରିବା ପାଈଁ ଦେଢ଼ କୋଟି ଟଙ୍କା ଯୋଗାଇ ଦିଆଯିବ ବୋଲି ଶ୍ରୀ ପାଣ୍ଡିଆନ୍ ସୂଚନା ଦେଇଥିଲେ. ଗଜପତି ଜିଲ୍ଲା କଳା ଓ ସଂସ୍କୃତି ର ଭୂମି ତେଣୁ ପାରଳାଖେମୁଣ୍ଡି ରେ ପାଞ୍ଚ କୋଟି ଟଙ୍କା ବ୍ୟୟରେ ଏକ ସୁଦୃଶ୍ୟ ସଂସ୍କୃତି ଭବନ ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ସମ୍ମତି ପ୍ରଦାନ କରିଛନ୍ତି ବୋଲି ୫ଟି ସଚିବ ପ୍ରକାଶ କରିଥିଲେ ଶେଷରେ ମଧ୍ୟାହ୍ନରେ ରାମସାଗର ଓ କୃଷ୍ଣସାଗର କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ । ଜଳସେଚିତ ଅଞ୍ଚଳର ଚାଷୀ ମାନଙ୍କୁ ସହିତ ଆଲୋଚନା କରି ସେମାନଙ୍କ ପାଇଁ ଅଧିକ ସୁବିଧା କରିବାକୁ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ । ରାମ ସାଗର ର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟ କରଣ ପାଇଁ ୧୦ କୋଟି ଟଙ୍କା ଖର୍ଚ ହେବ . ଏଥିପାଇଁ ୧୫ ଦିନ ଭିତରେ ଡି ପି ଆର ପ୍ରସ୍ତୁତ କରିବା ପାଇଁ ୫ଟି ସଚିବ ପରାମର୍ଶ ଦେଇଥିଲେ ସେହିପରି ଗୋସାଣୀ ବ୍ଲକର କୃଷ୍ନ ସାଗରର ପୁନରୁଦ୍ଧାର ୧୫ କୋଟି ଟଙ୍କା ରେ କରାଯିବ ଏହାଦ୍ୱାରା ୨ହଜାର ହେକ୍ଟର ଜମି ପାଣି ପାଇପାରିବ . ଏହି ଯୋଜନା ପାଇଁ ୧୫ ଦିନ ଭିତରେ ଡିପିଆର କରିବାକୁ ୫ଟି ସଚିବ ପରାମର୍ଶ ଦେଇଥିଲେ .

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶିକ୍ଷା ବିଭାଗର ଅପାରଗତା ଯୋଗୁଁ ବିଦ୍ୟାଳୟରେ ଚାଲିଛି ଶିକ୍ଷକଙ୍କ ମନଇଚ୍ଛା ରାଜୁତି  

ଶିକ୍ଷା ବିଭାଗର ଅପାରଗତା ଯୋଗୁଁ ବିଦ୍ୟାଳୟରେ ଚାଲିଛି ଶିକ୍ଷକଙ୍କ ମନଇଚ୍ଛା ରାଜୁତି  

September 19, 2026
ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ଏଡ଼ାଇ କେବଳ ଔପଚାରିକ ଭାବେ ସରିଲା ସମିତି ବୈଠକ

ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ଏଡ଼ାଇ କେବଳ ଔପଚାରିକ ଭାବେ ସରିଲା ସମିତି ବୈଠକ

September 19, 2026
ନୟାଗଡ଼ ଜିଲ୍ଲା ସ୍ତରୀୟ ବିଜ୍ଞାନ ଡ୍ରାମା ପ୍ରତିଯୋଗିତା ନୟାଗଡ଼

ନୟାଗଡ଼ ଜିଲ୍ଲା ସ୍ତରୀୟ ବିଜ୍ଞାନ ଡ୍ରାମା ପ୍ରତିଯୋଗିତା ନୟାଗଡ଼

September 19, 2026
ଶ୍ରୀନିବାସପୁର ଶାସନରେ ଗଣେଶ ପୂଜା ଅବସରରେ ଗଣେଶ ଗୀତିନାଟ୍ୟ

ଶ୍ରୀନିବାସପୁର ଶାସନରେ ଗଣେଶ ପୂଜା ଅବସରରେ ଗଣେଶ ଗୀତିନାଟ୍ୟ

September 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶିକ୍ଷା ବିଭାଗର ଅପାରଗତା ଯୋଗୁଁ ବିଦ୍ୟାଳୟରେ ଚାଲିଛି ଶିକ୍ଷକଙ୍କ ମନଇଚ୍ଛା ରାଜୁତି  

ଶିକ୍ଷା ବିଭାଗର ଅପାରଗତା ଯୋଗୁଁ ବିଦ୍ୟାଳୟରେ ଚାଲିଛି ଶିକ୍ଷକଙ୍କ ମନଇଚ୍ଛା ରାଜୁତି  

September 19, 2026
ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ଏଡ଼ାଇ କେବଳ ଔପଚାରିକ ଭାବେ ସରିଲା ସମିତି ବୈଠକ

ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ଏଡ଼ାଇ କେବଳ ଔପଚାରିକ ଭାବେ ସରିଲା ସମିତି ବୈଠକ

September 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version