• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଥା ଦେଇ କଥା ରଖିଲେ ୨୪ ଘଣ୍ଟା ମଧ୍ୟରେ ୨୩ ଟି କଲେଜ କୁ ୫ଟି ରୂପାନ୍ତରିତ ପାଇଁ ମୁଖ୍ୟମନ୍ତ୍ରୀ ସହାୟତା ରାଶି ଘୋଷଣା

Proprietor Abhimanyu Maharana by Proprietor Abhimanyu Maharana
May 11, 2023
in ଓଡ଼ିଶା, ଗଜପତି, ଶିକ୍ଷା ଓ ନିଯୁକ୍ତି, ହୋମ୍
0
କଥା ଦେଇ କଥା ରଖିଲେ ୨୪ ଘଣ୍ଟା ମଧ୍ୟରେ ୨୩ ଟି କଲେଜ କୁ ୫ଟି ରୂପାନ୍ତରିତ ପାଇଁ ମୁଖ୍ୟମନ୍ତ୍ରୀ ସହାୟତା ରାଶି ଘୋଷଣା
Share on FacebookShare on TwitterWhatsapp

୧୧ମଇ ବୁଧବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଆର,ଉଦୟଗିରି  :- ୫ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନଙ୍କ ଦୁଇ ଦିନିଆ ଗସ୍ତ ଶେଷ ହୋଇଛି । ଗତକାଲି ମଙ୍ଗଳବାର ଦିନ ସନ୍ଧ୍ୟା ପ୍ରାୟ ୬ଘଣ୍ଟା ମଧ୍ୟରେ ମୋହନା ବ୍ଲକ ଜିରାଙ୍ଗ ଠାରେ କଲେଜ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା ବେଳେ କହିଥିଲେ ଯେ, ଅତି ଶିଘ୍ର ତଥା ୨୪ଘଣ୍ଟା ମଧ୍ୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ମାର୍ଟ ହାଇସ୍କୁଲ ପରି ସ୍ମାର୍ଟ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରୂପାନ୍ତରିତ ଯୋଜନା ଘୋଷଣା କରିବେ । ଉପକୃତ ହେବେ ଜିଲ୍ଲାର ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ କଲେଜର ଛାତ୍ରଛାତ୍ରୀ ।ଉକ୍ତ କଥାକୁ ବା ପ୍ରତିଶ୍ରୁତିକୁ ୨୪ଘଣ୍ଟା ମଧ୍ୟରେ ଜିଲ୍ଲାର ୨୩ଗୋଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା କଲେଜ ଗୁଡିକ ରୂପାନ୍ତରିତ ହେବାକୁ ନେଇ ଆଜି ଅନୁମଦୋନ ମିଳିସାରିଛି । ଏହି ଖବର ଗଜପତି ଜିଲ୍ଲାରେ ପ୍ରସାରିତ ହେବା ପରେ ବିଶେଷ କରି ଛାତ୍ରଛାତ୍ରୀ , ଅଭିଭାକ ଓ ଶିକ୍ଷକ/ଶିକ୍ଷୟତ୍ରୀ, ଅଧ୍ୟାପକ/ଅଧ୍ୟାପିକାଙ୍କ ମହଲରେ ଆନନ୍ଦର ଲହରି ଖେଳିଯାଇଛି । ଏନେଇ ମୁଖ୍ୟମନ୍ତ୍ରୀ ଓ ୫ଟି ସଚିବଙ୍କୁ ଆନ୍ତରିକ କୃତଜ୍ଞତା ଜ୍ଞାପନ କରିଛନ୍ତି ଗଜପତିବାସୀ । ରୂପାନ୍ତରିତ ପାଇଁ ଅନୁମୋଦନ ହୋଇଥିବା ଜିଲ୍ଲାର ୨୩ଗୋଟି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ମଧ୍ୟରେ ଗୋଷାଣି ବ୍ଲକ ତଥା ପାରଳା ସହରର ୮ଗୋଟି, ଆର୍‌.ଉଦୟଗିରି ବ୍ଲକର ୩ଗୋଟି, କାଶୀନଗର ବ୍ଲକର ୨ଗୋଟି, ମୋହନା ବ୍ଲକର ୫ଗୋଟି, ରାୟଗଡ ବ୍ଲକର ୨ଗୋଟି, ଏବଂ ଗୁମ୍ମା ବ୍ଲକର ୨ଗୋଟି ଏବଂ ନୂଆଗଡ ବ୍ଲକର ଗୋଟିଏ ଏପରି ଭାବେ ମୋଟ ୨୩ଗୋଟି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ଗୁଡିକ ରୂପାନ୍ତରିତ ହେବ । ଏହିତାଲିକା ମଧ୍ୟରେ ପାରଳା ସହରରେ ଥିବା ଏସ୍‌କେସିଜି କଲେଜକୁ ୧କୋଟି ୨୫ଲକ୍ଷ, ଏସ୍‌କେସିଜି ଉଚ୍ଚମାଧ୍ୟମିକ ବିଦ୍ୟାଳୟକୁ ୧କୋଟି, ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟକୁ ୫୦ଲକ୍ଷ, ମହିଳା ଡିଗ୍ରୀ କଲେଜକୁ ୫୦ଲକ୍ଷ, ଗୁରାଣ୍ଡି ସ୍ଥିତ ମୀନକେତନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ୫୦ଲକ୍ଷ ଏବଂ ଡିଗ୍ରୀ କଲେଜକୁ ୫୦ଲକ୍ଷ ପଦ୍ମପୁର ସ୍ଥିତ ବିନୋଦିନି ବିଜ୍ଞାନ ଉଚ୍ଚମାଧ୍ୟମିକ ବିଦ୍ୟାଳୟକୁ ୫୦ଲକ୍ଷ, କାଶୀନଗର ସ୍ଥିତ ଶ୍ରୀରାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ୫୦ଲକ୍ଷ ଏବଂ ଡିଗ୍ରୀ କଲେଜକୁ ୫୦ଲକ୍ଷ,ମୋହନା ସ୍ଥିତ ହିଲଟପ ଉଚ୍ଚମାଧ୍ୟମିକ ବିଦ୍ୟାଳୟକୁ ୫୦ଲକ୍ଷ ଏବଂ ଡିଗ୍ରୀ କଲେଜକୁ ୨୫ଲକ୍ଷ, ଚାନ୍ଦିପୁଟ ସ୍ଥିତ ଇନ୍ଦିରା ମେମୋରିୟଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ୫୦ଲକ୍ଷ ଏବଂ ଡିଗ୍ରୀ କଲେଜକୁ ୨୫ଲକ୍ଷ , ଆର୍‌.ଉଦୟଗିରି ସ୍ଥିତ ମହେନ୍ଦ୍ରଗିରି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ୫୦ଲକ୍ଷ, ରାୟଗଡ ବ୍ଲକ ଅନ୍ତର୍ଗତ ସେବକପୁର ସ୍ଥିତ ପର୍ଶୁରାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ୫୦ଲକ୍ଷ, ଆର୍‌.ଉଦୟିଗିରି ସ୍ଥିତ ମହେନ୍ଦ୍ରତନୟା ଉଚ୍ଚମାଧ୍ୟମିକ ବିଦ୍ୟାଳୟକୁ ୫୦ଲକ୍ଷ, ପାରଳାଖେମୁଣ୍ଡି ସ୍ଥିତ ସଂସ୍କୃତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ୨୫ଲକ୍ଷ ଏବଂ ମହାବିଦ୍ୟାଳୟକୁ ୨୫ଲକ୍ଷ, ମୋହନା ସ୍ଥିତ ସରକାରୀ ଏସ୍‌ଏସ୍‌ଡି ଉଚ୍ଚମାଧ୍ୟମିକ ବିଦ୍ୟାଳୟକୁ ୨୫ଲକ୍ଷ, ରାୟଗଡ ସ୍ଥିତ ସରକାରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ୨୫ଲକ୍ଷ, ନୂଆଗଡ ବ୍ଲକ ଅନ୍ତର୍ଗତ ଦୋଘରିଆ ସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ୨୫ଲକ୍ଷ, କେସିପୁର ସ୍ଥିତ ସରକାରୀ ଉଚ୍ଚମାଧ୍ୟମିକ ବିଦ୍ୟାଳକୁ ୨୫ଲକ୍ଷ, ରାମଗିରି ସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ୨୫ଲକ୍ଷ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସହାୟତା ରାଶି ଅନୁମୋଦନ ହୋଇଛି । ଏହି ସବୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ମହାବିଦ୍ୟାଳୟ ଗୁଡିକରେ ଇ-ଲାଇବ୍ରେରୀ, ବିଜ୍ଞାନ ପରୀକ୍ଷାଗାର, ପାନୀୟ ଜଳ ବ୍ୟବସ୍ଥା, ଶୌଚାଳୟ ବ୍ୟବସ୍ଥା, ଶ୍ରେଣୀ କକ୍ଷ ଗୁଡିକର ରକ୍ଷଣା ବେକ୍ଷଣ ସହ ପୁନରୁଉଦ୍ଧାର, ସ୍ମାର୍ଟ କ୍ଲାସରୁମ ନିର୍ମାଣ ଆଦି ଉନ୍ନୟନକାର୍ଯ୍ୟ ହେବ । ଫଳରେ ଆଦିବାସୀ ଅଧ୍ୟୁଷିତ ଗଜପତି ଜିଲ୍ଲାରେ ଶିକ୍ଷାର ବିକାଶ ଦିଗରେ ସଂସ୍କାର ଆଣିପାରିବ ବୋଲି ଆଲୋଚନା ହେଉଛି । ଗଜପତି ଜିଲ୍ଲାର ବିଭିନ୍ନ ବ୍ଳକକୁ ରାଜ୍ୟ ସରକାରଙ୍କ ସଚିବ ଭି. କାତ୍ତିକେୟନ ପାଣ୍ଡିଆନଙ୍କ ଗ୍ରସ୍ତ କରି ଜିଲ୍ଲାର ବିଭିନ୍ନ ବ୍ଳକକୁ ଉନ୍ନତିମୂଳକ କାମ ପାଇଁ ଫଣ୍ଡ ଯୋଗାଇ ଦେଇଥିରୁ ଜୀଲ୍ଲାର ଜନସାଧାରଣର ମହଲରେ ଖୁଶିର ଲହରି ଖେଲିଯାଇଛି । ଗଜପତି ଜିଲ୍ଲା ବିଜେଡିର ଜିଲ୍ଲା ସଭାପତି ଜଗବନ୍ଧୁ ଦାସ ମାନ୍ୟବର ମୁଖ୍ୟମନ୍ତୀ ଓ ୫ଟି- ସଚିବଙ୍କୁ ଅଞ୍ଚଳ ତରଫରୁ ଧନ୍ୟବାଦ ଜଣାଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
MALABAR GOLD UNVEILS ”PLATINUM SHOW“ AT SAHID NAGAR STORE

MALABAR GOLD UNVEILS ”PLATINUM SHOW“ AT SAHID NAGAR STORE

September 13, 2026
ବିଶ୍ଵ ପ୍ରାଥମିକ ଉପଚାର ଦିବସ ପାଳିତ

ବିଶ୍ଵ ପ୍ରାଥମିକ ଉପଚାର ଦିବସ ପାଳିତ

September 13, 2026
ବ୍ଲକ ସ୍ତରୀୟ ଉଲ୍ଲାସ ତାଲିମ ଶିବିର ଅନୁଷ୍ଠିତ

ବ୍ଲକ ସ୍ତରୀୟ ଉଲ୍ଲାସ ତାଲିମ ଶିବିର ଅନୁଷ୍ଠିତ

September 13, 2026
ରଣପୁରରେ ନବ ଭାରତ ସାକ୍ଷରତା ସଚେତନତାର ନିଆରା ପ୍ରୟାସ

ରଣପୁରରେ ନବ ଭାରତ ସାକ୍ଷରତା ସଚେତନତାର ନିଆରା ପ୍ରୟାସ

September 13, 2026

Recent News

MALABAR GOLD UNVEILS ”PLATINUM SHOW“ AT SAHID NAGAR STORE

MALABAR GOLD UNVEILS ”PLATINUM SHOW“ AT SAHID NAGAR STORE

September 13, 2026
ବିଶ୍ଵ ପ୍ରାଥମିକ ଉପଚାର ଦିବସ ପାଳିତ

ବିଶ୍ଵ ପ୍ରାଥମିକ ଉପଚାର ଦିବସ ପାଳିତ

September 13, 2026
ବ୍ଲକ ସ୍ତରୀୟ ଉଲ୍ଲାସ ତାଲିମ ଶିବିର ଅନୁଷ୍ଠିତ

ବ୍ଲକ ସ୍ତରୀୟ ଉଲ୍ଲାସ ତାଲିମ ଶିବିର ଅନୁଷ୍ଠିତ

September 13, 2026
ରଣପୁରରେ ନବ ଭାରତ ସାକ୍ଷରତା ସଚେତନତାର ନିଆରା ପ୍ରୟାସ

ରଣପୁରରେ ନବ ଭାରତ ସାକ୍ଷରତା ସଚେତନତାର ନିଆରା ପ୍ରୟାସ

September 13, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

MALABAR GOLD UNVEILS ”PLATINUM SHOW“ AT SAHID NAGAR STORE

MALABAR GOLD UNVEILS ”PLATINUM SHOW“ AT SAHID NAGAR STORE

September 13, 2026
ବିଶ୍ଵ ପ୍ରାଥମିକ ଉପଚାର ଦିବସ ପାଳିତ

ବିଶ୍ଵ ପ୍ରାଥମିକ ଉପଚାର ଦିବସ ପାଳିତ

September 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version