• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନରେ ଥିବା ସମସ୍ତ ଯୋଜନାର ସମୀକ୍ଷା କରିଛନ୍ତି – ମନ୍ତ୍ରୀ ଇଂ ପ୍ରୀତି ରଞ୍ଜନ ଘଡେଇ

Proprietor Abhimanyu Maharana by Proprietor Abhimanyu Maharana
May 12, 2023
in ଓଡ଼ିଶା, ମହାନଗର, ହୋମ୍
0
ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନରେ ଥିବା ସମସ୍ତ ଯୋଜନାର ସମୀକ୍ଷା କରିଛନ୍ତି – ମନ୍ତ୍ରୀ ଇଂ ପ୍ରୀତି ରଞ୍ଜନ ଘଡେଇ
Share on FacebookShare on TwitterWhatsapp

ଧାର୍ଯ୍ୟ ସମୟ ମଧ୍ୟରେ ପ୍ରକଳ୍ପ ସାରିବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

୧୧ମଇ ବୁଧବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନରେ ଥିବା ସମସ୍ତ ଯୋଜନାର ସମୀକ୍ଷା କରିଛନ୍ତି ମନ୍ତ୍ରୀ ଇଂ ପ୍ରୀତି ରଞ୍ଜନ ଘଡେଇ ା ଏହି ସମୀକ୍ଷା ବୈଠକରେ ମନ୍ତ୍ରୀ ଶ୍ରୀ ଘଡେଇ ଅଧ୍ୟକ୍ଷତା କରିବା ସହ କହିଲେ ଯେ ଧାର୍ଯ୍ୟ ସମୟସୀମା ମଧ୍ୟରେ ରାସ୍ତା, ସେତୁ ଓ କୋଠାବାଡି ନିର୍ମାଣ କାମ ତ୍ୱରାନ୍ୱିତ ପ୍ରକ୍ରିୟାରେ ସମ୍ପୁର୍ଣ୍ଣ ହେବା ବିଭାଗର ଗୁରୁଦାୟିତ୍ୱ । ବିଭାଗୀୟ ଯନ୍ତ୍ରୀମାନେ ଏଥିପାଇଁ ଉତ୍ତରଦାୟୀ ରହିବା ନିହାତି ଆବଶ୍ୟକ । ଯେଉଁ ଠିକାଦାର ଅଥବା ଠିକା ସଂସ୍ଥା ପ୍ରକଳ୍ପ କାର୍ଯ୍ୟ ସମ୍ପୁର୍ଣ୍ଣ କରିବାରେ ଅହେତୁକ ବିଳମ୍ବ କରୁଛନ୍ତି ବା ମାନ ଅନୁସାରେ କାମ କରୁନାହାନ୍ତି ସେମାନଙ୍କ ବିରୁଦ୍ଧରେ ରାଜିନାମା ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ଘଡେଇ ସତର୍କ କରାଇଦେଇଛନ୍ତି ।ବିଜୁ ସେତୁ ଯୋଜନା ଅଧିନରେ ଅସମ୍ପୁର୍ଣ୍ଣ କାର୍ଯ୍ୟଗୁଡିକୁ ଚଳିତ ବର୍ଷ ଶେଷ ସୁଦ୍ଧା ସାରିବାକୁ ବୈଠକରେ ନିଷ୍ପତ୍ତି ନିଆ ଯାଇଥିଲା । ସେହିପରି ଚାଲୁ ରହିଥିବା ସମସ୍ତ ପ୍ରକଳ୍ପର ଏକ ତାଲିକା ପ୍ରସ୍ତୁତ କରି ବିଭାଗରେ ଦାଖଲ କରିବା ସହିତ ପ୍ରକଳ୍ପଗୁଡିକର ନିୟମିତ ତଦାରଖ ପାଇଁ ମୁଖ୍ୟଯନ୍ତ୍ରୀ ଓ ସର୍ବୋଚ୍ଚ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ରାସ୍ତା, ସେତୁ ନିର୍ମାଣରେ ରହିଥିବା ସମସ୍ୟା ଏବଂ ସେସବୁର ସମାଧାନ ସମ୍ପର୍କରେ ଆଲୋଚନା ହେବା ସହିତ କଂକ୍ରିଟ ରାସ୍ତାର ଗୁଣବତ୍ତା ବୃଦ୍ଧି ସହ ସଠିକ୍‌ ସମୟରେ ସମ୍ପୂର୍ଣ୍ଣ କରିବା ନିମନ୍ତେ ନୂତନ ଜ୍ଞାନକୌଶଳ ଅବଲମ୍ବନ କରାଯିବା ପାଇଁ ନିଷ୍ପତ୍ତି ନିଆ ଯାଇଥିଲା । ମୁଖ୍ୟମନ୍ତ୍ରୀ ସଡକ ଯୋଜନା, ବିଜୁ ସେତୁ ଯୋଜନା, ପ୍ରଧାନ ମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା, କୋଠାବାଠି ନିର୍ମାଣ ଆଦି କାର୍ଯ୍ୟର ଅଗ୍ରଗତି ଏବଂ ଏସବୁ ସମୟସୀମା ମଧ୍ୟରେ ସମ୍ପୁର୍ଣ୍ଣ କରିବାକୁ ବିଭାଗୀୟ ଯନ୍ତ୍ରୀମାନଙ୍କୁ ପରାମର୍ଶ ଦିଆ ଯାଇଥିଲା । ପ୍ରାରମ୍ଭରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ବିଭାଗ ଅଧିନସ୍ଥ ସମସ୍ତ ଯୋଜନା ବିଷୟରେ ବିସ୍ତୃତ ସୂଚନା ଦେଇଥିଲେ । ସେ କହିଲେ ଯେ ଗତ ବର୍ଷ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ସମସ୍ତ ଯୋଜନା ସମ୍ପୁର୍ଣ୍ଣ ହୋଇ ୮୦ ପ୍ରତିଶତ ବଜେଟ ବ୍ୟୟ ହୋଇପାରିଛି । ଏହା ଅନ୍ୟ ବର୍ଷ ତୁଳନାରେ ଅଧିକ ଓ ଉତ୍ସାହଜନକ । ଚଳିତ ଆର୍ଥିକ ବର୍ଷରେ ଯେପରି ବଜେଟର ୧୦୦ ପ୍ରତିଶତ ବ୍ୟୟ ହୋଇପାରିବ ଏବଂ ପ୍ରକଳ୍ପର ମାନ ଯାଞ୍ଚପୂର୍ବକ କାର୍ଯ୍ୟ ସମ୍ପୁର୍ଣ୍ଣ ହୋଇପାରିବ ସେଥିପ୍ରତି ଧ୍ୟାନ ଦେବାକୁ ସମସ୍ତ ଯନ୍ତ୍ରୀଙ୍କୁ ଶ୍ରୀ ସିଂହ ନିର୍ଦ୍ଦେଶ ଦେଇଥିଲେ ା ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ରାସ୍ତାର ଗୁଣବତ୍ତା ବଜାୟ ରଖିବା ଦିଗରେ ମଧ୍ୟ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ଗୁରୁତ୍ୱାରୋପ କରିବା ସହ ରାସ୍ତା ଓ ବିଜୁ ସେତୁ ନିର୍ମାଣ ପାଇଁ ସ୍ଥିର କରା ଯାଇଥିବା ତ୍ରୈମାସିକ ଲକ୍ଷ୍ୟ ପୂରଣ ଦିଗରେ ସମସ୍ତେ ଯନିବାନ ହେବାକୁ କହିଥିଲେ । ଏହି ସମୀକ୍ଷା ବୈଠକରେ ରାଜ୍ୟର ସମସ୍ତ ଡିଭିଜନ ଇଞ୍ଜିନିୟିର, ସର୍କଲ ଇଞ୍ଜିନିୟର, ମୁଖ୍ୟଯନ୍ତ୍ରୀ, ସର୍ବୋଚ୍ଚ ଯନ୍ତ୍ରୀ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ନାନ ପୂର୍ଣ୍ଣିମା ଅବସରରେ ପରିବହନ ବିଭାଗ ପକ୍ଷ ରୁ ୯୫ ଚାଲାଣ, ୯ଲକ୍ଷ ୮୫ହଜାର ଟଙ୍କା ଜରିମାନା ଆଦାୟ

ସ୍ନାନ ପୂର୍ଣ୍ଣିମା ଅବସରରେ ପରିବହନ ବିଭାଗ ପକ୍ଷ ରୁ ୯୫ ଚାଲାଣ, ୯ଲକ୍ଷ ୮୫ହଜାର ଟଙ୍କା ଜରିମାନା ଆଦାୟ

July 1, 2026
କଟକ ୬ଷ୍ଠ ବାଟାଲିୟନ ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ

କଟକ ୬ଷ୍ଠ ବାଟାଲିୟନ ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ

July 1, 2026
ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ

ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 1, 2026
ନୟାଗଡ଼ ଜିଲ୍ଲାସ୍ତରୀୟ ପିଏମ ସ୍ଵ-ନିଧି ମହୋତ୍ସବ

ନୟାଗଡ଼ ଜିଲ୍ଲାସ୍ତରୀୟ ପିଏମ ସ୍ଵ-ନିଧି ମହୋତ୍ସବ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ନାନ ପୂର୍ଣ୍ଣିମା ଅବସରରେ ପରିବହନ ବିଭାଗ ପକ୍ଷ ରୁ ୯୫ ଚାଲାଣ, ୯ଲକ୍ଷ ୮୫ହଜାର ଟଙ୍କା ଜରିମାନା ଆଦାୟ

ସ୍ନାନ ପୂର୍ଣ୍ଣିମା ଅବସରରେ ପରିବହନ ବିଭାଗ ପକ୍ଷ ରୁ ୯୫ ଚାଲାଣ, ୯ଲକ୍ଷ ୮୫ହଜାର ଟଙ୍କା ଜରିମାନା ଆଦାୟ

July 1, 2026
କଟକ ୬ଷ୍ଠ ବାଟାଲିୟନ ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ

କଟକ ୬ଷ୍ଠ ବାଟାଲିୟନ ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version