• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦିନେ ଦୁଇ ଦିନ ଭିତରେ ରାଜ୍ୟରେ ମନ୍ତ୍ରୀ ମଣ୍ଡଳ ସମ୍ପ୍ରସାରଣ ଓ ଅଦଳବଦଳ ହେବା ଚର୍ଚ୍ଚା ଜୋର ଧରିଛି : ବିଳମ୍ବ ହୋଇପାରେ ମନ୍ତ୍ରୀଙ୍କ ଶପଥ ଉତ୍ସବ

Proprietor Abhimanyu Maharana by Proprietor Abhimanyu Maharana
May 12, 2023
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ଦିନେ ଦୁଇ ଦିନ ଭିତରେ ରାଜ୍ୟରେ ମନ୍ତ୍ରୀ ମଣ୍ଡଳ ସମ୍ପ୍ରସାରଣ ଓ ଅଦଳବଦଳ ହେବା ଚର୍ଚ୍ଚା ଜୋର ଧରିଛି : ବିଳମ୍ବ ହୋଇପାରେ ମନ୍ତ୍ରୀଙ୍କ ଶପଥ ଉତ୍ସବ
Share on FacebookShare on TwitterWhatsapp

ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଗତକାଲି ମେ’ ୧୧ତାରିଖରୁ ୨୨ତାରିଖ ପର୍ଯ୍ୟନ୍ତ ଛୁଟିରେ ନିଜ ରାଜ୍ୟ ହରିୟାଣା ଯାଇଥିବାରୁ ନୂଆ ମନ୍ତ୍ରୀଙ୍କ ଶପଥ ସମାରୋହରେ ବିଳମ୍ବ ହୋଇପାରେ ବୋଲି ଜଣାପଡ଼ିଛି ।

୧୨ମଇ ବୁଧବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ଦିନେ ଦୁଇ ଦିନ ଭିତରେ ରାଜ୍ୟରେ ମନ୍ତ୍ରୀ ମଣ୍ଡଳ ସମ୍ପ୍ରସାରଣ ଓ ଅଦଳବଦଳ ହେବା ଚର୍ଚ୍ଚା ଜୋର ଧରିଛି । ବାଚସ୍ପତି ଓ ୨ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ପରେ ବଦଳିବ ମନ୍ତ୍ରୀମଣ୍ଡଳ । ଶାସକ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଅଛନ୍ତି ଏବଂ ସେ ଆସନ୍ତାକାଲି ଭୁବନେଶ୍ୱର  ଫେରିବେ । ଏହାପରେ ନୂତନ ମନ୍ତ୍ରୀମଣ୍ଡଳ ଅଦଳବଦଳ, ସମ୍ପ୍ରସାରଣ ସାଙ୍ଗକୁ ନୂଆ ବାଚସ୍ପତି ପଦରେ ନିଯୁକ୍ତି ନେଇ ଆଲୋଚନା ହେବ । ଏହାପରେ ନୂଆ ମନ୍ତ୍ରୀମଣ୍ଡଳର ରୂପରେଖ ସାମ୍ନାକୁ ଆସିବ ଏବଂ ନୂଆ ବାଚସ୍ପତି କିଏ ହେବ ତାହା ଜଣାପଡ଼ିବ । ଏଠାରେ ସୂଚନା ଯୋଗ୍ୟ ଯେ ୨ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ପୂର୍ବରୁ ବାଚସ୍ପତି ବିକ୍ରମ କେଶରୀ ଆରୁଖ ସାମ୍ବାଦିକ ସମ୍ମିଳନୀ କରି ନିଜର ଇସ୍ତଫା ଦେବା ଘୋଷଣା କରିଥିଲେ । ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଇଛି । ଉପବାଚସ୍ପତିଙ୍କ ନିକଟକୁ ଇସ୍ତଫାପତ୍ର ପଠାଇଛି ବୋଲି ଶ୍ରୀ ଆରୁଖ ପ୍ରକାଶ କରିଥିଲେ । ରାଜ୍ୟ ମନ୍ତ୍ରୀ ମଣ୍ଡଳରେ ସମ୍ପ୍ରସାରଣ ନେଇ ସ୍ପଷ୍ଟ ହୋଇଯାଇଥିବାବେଳେ ନୂତନ ବାଚସ୍ପତି ମଧ୍ୟ ନିଯୁକ୍ତି କରାଯିବ ବୋଲି ଜଣାପଡ଼ିଛି ।ଇସ୍ତଫା ଦେବା ପରେ ଶ୍ରୀକାନ୍ତ ସାହୁ କହିଛନ୍ତି ଯେ ନିର୍ବାଚନ ବର୍ଷେରୁ କମ ସମୟ ରହିଛି । ଦଳର ସାଂଗଠନିକ କାର୍ଯ୍ୟ ପାଇଁ ଇସ୍ତଫା ଦେଇଛି । ସେହିପରି ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖି ସମୀର ରଞ୍ଜନ ଦାଶ କହିଛନ୍ତି ଯେ ଜିଲା ପରିଷଦ ଉପନିର୍ବାଚନ ହାରିବା ସହିତ ମୋ ଇସ୍ତଫାର କୌଣସି ସମ୍ପର୍କ ନାହିଁ । ସାଂଗଠନିକ ଆବଶ୍ୟକତା ପାଇଁ ଇସ୍ତଫା ଦେଇଛି  । ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ମୁଁ ଇସ୍ତଫା ଦେଇଛି ।ନିଜକୁ ସଂଗଠନ କାମରେ ବିନିଯୋଗ କରିବା ପାଇଁ ବିଚାର କଲି । ଆଉ ଇସ୍ତଫା ଦେଲି ବୋଲି ଶ୍ରୀ ଦାଶ କହିଛନ୍ତି । ରାଜ୍ୟ ମନ୍ତ୍ରିମଣ୍ଡଳରୁ ଦୁଇଜଣ ବିବାଦୀୟ ରାଷ୍ଟ୍ରମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିବା ଓ ଦିନେ-ଦୁଇଦିନ ମଧ୍ୟରେ ମନ୍ତ୍ରିମଣ୍ଡଳ ଅଦଳବଦଳ ହେବାର ସମ୍ଭାବନା ରହିଥିବା ଚର୍ଚ୍ଚା ହେଉଛି । ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଗତକାଲି ଅର୍ଥାତ୍ ମେ’ ୧୧ତାରିଖରୁ ୨୨ତାରିଖ ପର୍ଯ୍ୟଛୁଟିରେ ନିଜ ଗୃହ ରାଜ୍ୟ ହରିୟାଣା ଯାଇଥିବାରୁ ନୂଆ ମନ୍ତ୍ରୀଙ୍କ ଶପଥ ସମାରୋହରେ ବିଳମ୍ବ ହୋଇପାରେ ବୋଲି ଜଣାପଡ଼ିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026
ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version