• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିନା ଫିଟନେସରେ ପରିବହନ : ଯାତ୍ରୀବାହୀ ବସ୍ ଜବତ

Proprietor Abhimanyu Maharana by Proprietor Abhimanyu Maharana
May 13, 2023
in ଓଡ଼ିଶା, ଗଞ୍ଜାମ, ହୋମ୍
0
ବିନା ଫିଟନେସରେ ପରିବହନ : ଯାତ୍ରୀବାହୀ ବସ୍ ଜବତ
Share on FacebookShare on TwitterWhatsapp

୧୩ ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ହିଞ୍ଜିଳିକାଟୁ :- ଗତ କିଛି ଦିନ ଧରି ଗଞ୍ଜାମ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ନୂଆଁ ମୋଟରଯାନ ଆଇନକୁ କଡାକଡି କରାଯାଇଛି । ଜିଲ୍ଲାର ବିଭିନ୍ନ ସ୍ଥାନକୁ ଚଳାଚଳ କରୁଥିବା ଯାନ ଗୁଡିକ ଉପରେ ବିଭାଗ ପକ୍ଷରୁ ଆବଶ୍ୟକୀୟ ତଥା ବୈଧ କାଗଜପତ୍ରର ଯାଞ୍ଚ କରାଯାଇଛି ।ଆଞ୍ଚଳିକ ପରିବହନ ବିଭାଗର ଅଧିକାରୀ ଏବଂ କର୍ମଚାରୀ ମାନେ ବିଭିନ୍ନ ସ୍ଥାନରେ ଉପସ୍ଥିତ ରହି ପରିବହନ ଗାଡି ଗୁଡିକର କାଗଜପତ୍ର କଡାକଡି ଯାଞ୍ଚ ସହ ଜୋରିମାନା ଆଦାୟ କରୁଥିବା ଦେଖିବାକୁ ମିଳିଛି । ଏଥି ପୂର୍ବରୁ ପରିବହନ କମିଶନରଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାରେ ମୃତ୍ୟୁଶୂନ୍ୟ ସପ୍ତାହ ଅଭିଯାନକୁ କଡାକଡି ଭାବେ ଅନୁପାଳନ କରା ଯାଇଥିଲା । ଅମାନିଆ ଚାଳକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ଯାଇ ଆବଶ୍ୟକ ଜୋରିମାନା ଆଦାୟ ସହ ସେମାନଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଇ ଦଣ୍ଡିତ କରା ଯାଇଥିଲା। ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ପୋଲିସ ପ୍ରଶାସନ ପକ୍ଷରୁ ସଡକ ସୁରକ୍ଷା ସପ୍ତାହ ପାଳନ କରାଯାଇ ଗାଡି ଚାଳକଙ୍କୁ ସଚେତନତା କରାଯାଇଥିଲା । ଗତ କିଛି ଦିନ ଧରି ହିଞ୍ଜିଳି ପୋଲିସ ଟିମ ପକ୍ଷରୁ ବିଭିନ୍ନ ସ୍ଥାନରେ ୨ ଚକିଆ ଯାନ ଉପରେ ଜୋରଦାର ଧରପଗଡ କରାଯାଇ ଜୋରିମାନା ଆଦାୟ କରାଯାଇ ଥିଲା । ସମ୍ପ୍ରତି ଗଞ୍ଜାମ ଆଞ୍ଚଳିକ ପରିବହନ ବିଭାଗ, ଛତ୍ରପୁର ପକ୍ଷରୁ ଗୁରୁବାର ହିଞ୍ଜିଳିକାଟୁ ଅଞ୍ଚଳରେ ଯାତ୍ରୀବାହୀ ବସ୍, ମାଲ ପରିବହନକାରୀ ଟ୍ରକ୍, ଟ୍ରାକ୍ଟର, ଅଟୋ ଆଦି ଯାନବାହାନ ଗୁଡ଼ିକୁ ଯାଞ୍ଚ କରାଯାଇ ଚାଲାଣ କଟାଯାଇଥିବା ଦେଖିବାକୁ ମିଳିଥିଲା । ଯାଞ୍ଚ ସମୟରେ ଆସିକା ଠାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ଘରୋଇ ଯାତ୍ରୀବାହୀ (ଓଆର୦୭ଇ ୫୮୮୮) ବସର ଫିଟନେସ, ବୀମା, ଚାଳକଙ୍କ ଗାଡି ଚାଳନା ପ୍ରମାଣପତ୍ର ଓ ପରମିଟ ନଥିବା ଜଣାପଡିଥିଲା । ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ସଂପୃକ୍ତ ଯାତ୍ରୀବାହୀ ବସ୍ କୁ ଜବତ କରାଯିବା ସହ ହିଞ୍ଜିଳି ଥାନାକୁ ହସ୍ତାନ୍ତର କରାଯାଇ ଥିବା ଜଣାପଡିଛି । ଚଢ଼ାଉ ବେଳେ ଅତିରିକ୍ତ ଆଞ୍ଚଳିକ ପରିବହନ ଅଧିକାରୀ କେ. ଭେଙ୍କେଟେସ, କନିଷ୍ଠ ଏମଭିଆଇ ରତିକାନ୍ତ ନାହାକଙ୍କ ସମେତ ପରିବହନ କାର୍ଯ୍ୟାଳୟ କର୍ମଚାରୀ ଉପସ୍ଥିତ ଥିଲେ ।

ପ୍ରକାଶ ଥାଉକି,ସ୍ଥାନୀୟ ସହରରେ ୨ ଚକିଆ ଯାନ ଠାରୁ ବିଭିନ୍ନ ପ୍ରକାରର ଭାରି ଯାନର ଗାଡି ଚାଳକ ଆବଶ୍ୟକ ବୈଧ କାଗଜପତ୍ର ନ ଥାଇ ସାମଗ୍ରୀ ପରିବହନ କରୁଥିବା ଦେଖିବାକୁ ମିଳିଛି । ବେଆଇନ ଗାଡି ପାର୍କିଂ, ଡ୍ରାଇଭିଂ ଲାଇସେନ୍ସ, ହେଲମେଟ, ଅଧିକ ଯାତ୍ରୀ ପରିବହନ,ଡ୍ରାଇଭିଂ ବେଳେ ମୋବାଇଲ ବ୍ୟବହାର, ମଦ୍ୟପାନ କରି ଗାଡି ଚାଳନା, ବାଇକରେ ୨ ରୁ ଅଧିକ ସବାର ଏପରିକି ବିନା ଡ୍ରାଇଭିଂ ଲାଇସେନ୍ସରେ କଲେଜ ଓ ସ୍କୁଲ ପଢୁଆ ନାବାଳକ ଓ ନାବାଳିକା ଦୃତ ଗତିରେ ସହରରେ ଚକ୍କର କାଟୁଥିବା ନିତିଦିନିଆ ଘଟଣା ପାଲଟିଛି । ବିଶେଷତଃ ଯାତ୍ରୀ ଓ ବାଲି,ପଥର,ଇଟା ଓ ମାଟି ପରିବହନ କରୁଥିବା ବହୁ ଗାଡି ଚାଳକ ପରିବହନ ନିୟମକୁ ଖୋଲାଖୋଲି ଉଲଂଘନ କରିଓଭର ଲୋଡିଙ୍ଗ, ପରିଚୟ ପତ୍ର ଓ ଉଦ୍ଧିଷ୍ଟ ପୋଷାକ ବିନା ଗାଡି ଚାଳନା କରୁଥିବା ଜଣାପଡିଛି । ସ୍ଥାନୀୟ ଅଞ୍ଚଳରେ ଦୃଶ୍ୟମାନ ଏଭଳି ଅବ୍ୟବସ୍ଥା ପ୍ରତି ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସ ପ୍ରଶାସନ ପକ୍ଷରୁ ବିହୀତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାର ଜରୁରୀ ଆବଶ୍ୟକତା ରହିଛି ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Srusti Academy of Management and Technology Becomes an AI-Enabled Campus

ସୃଷ୍ଟି ଏକାଡେମୀ ଅଫ୍ ମ୍ୟାନେଜମେଣ୍ଟ ଆଣ୍ଡ ଟେକ୍ନୋଲୋଜି AI-ସକ୍ଷମ କ୍ୟାମ୍ପସ୍ ହେଲା AI କୁ ବ୍ୟବହାର କରି ଛାତ୍ରଛାତ୍ରୀ ନିଯୁକ୍ତି ଚୟନରେ ସଫଳ

July 28, 2026
Srusti Academy of Management and Technology Becomes an AI-Enabled Campus

Srusti Academy of Management and Technology Becomes an AI-Enabled Campus

July 28, 2026
ରଣପୁର ଚକାଶିଳା କ୍ଷେତ୍ରରେ ନୀଳାଦ୍ରୀ ବିଜେ

ରଣପୁର ଚକାଶିଳା କ୍ଷେତ୍ରରେ ନୀଳାଦ୍ରୀ ବିଜେ

July 28, 2026
ଡେଙ୍ଗାଝରୀ ଗ୍ରାମରେ ପାନୀୟ ଜଳ ସମସ୍ୟା ସମାଧାନ କଲେ, ସରପଞ୍ଚ

ଡେଙ୍ଗାଝରୀ ଗ୍ରାମରେ ପାନୀୟ ଜଳ ସମସ୍ୟା ସମାଧାନ କଲେ, ସରପଞ୍ଚ

July 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Srusti Academy of Management and Technology Becomes an AI-Enabled Campus

ସୃଷ୍ଟି ଏକାଡେମୀ ଅଫ୍ ମ୍ୟାନେଜମେଣ୍ଟ ଆଣ୍ଡ ଟେକ୍ନୋଲୋଜି AI-ସକ୍ଷମ କ୍ୟାମ୍ପସ୍ ହେଲା AI କୁ ବ୍ୟବହାର କରି ଛାତ୍ରଛାତ୍ରୀ ନିଯୁକ୍ତି ଚୟନରେ ସଫଳ

July 28, 2026
Srusti Academy of Management and Technology Becomes an AI-Enabled Campus

Srusti Academy of Management and Technology Becomes an AI-Enabled Campus

July 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version