• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଯାଜପୁର ଜିଲ୍ଲା ବିଜେଡ଼ିର ବହୁନେତା କଂଗ୍ରେସରେ ଯୋଗଦେଲେ

Proprietor Abhimanyu Maharana by Proprietor Abhimanyu Maharana
May 15, 2023
in ଓଡ଼ିଶା, ମହାନଗର, ଯାଜପୁର, ରାଜନୀତି, ହୋମ୍
0
ଯାଜପୁର ଜିଲ୍ଲା ବିଜେଡ଼ିର ବହୁନେତା କଂଗ୍ରେସରେ ଯୋଗଦେଲେ
Share on FacebookShare on TwitterWhatsapp

ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟଠାରେ ମିଶ୍ରଣ ପର୍ବ

୧୪ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :-  କଂଗ୍ରେସ ଦଳର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଯାଜପୁର ଜିଲ୍ଲା ବିଜୁ ମହିଳା ଜନତା ଦଳର ଉପସଭାନେତ୍ରୀ ଶ୍ରୀମତୀ ଆରତୀ ଦେଓଙ୍କ ସମେତ ବହୁ ବିଜେଡ଼ି କର୍ମୀ ଆଜି ବିଜେଡ଼ି ଛାଡ଼ି କଂଗ୍ରେସ ଦଳରେ ସାମିଲ ହୋଇଛନ୍ତି । ଏହି ଅବସରରେ ଭୁବନେଶ୍ୱର ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଠାରେ ଆୟୋଜିତ ମିଶ୍ରଣ ପର୍ବ କାର୍ଯ୍ୟକ୍ରମରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଶରତ ପଟ୍ଟନାୟକ ସମସ୍ତଙ୍କୁ ପୁଷ୍ପମାଲ୍ୟ, ଉତ୍ତରୀୟ ପ୍ରଦାନ କରି ସ୍ୱାଗତ କରିଥିଲେ ଏବଂ ଆନୁଷ୍ଠାନିକ ଭାବେ କଂଗ୍ରେସ ଦଳରେ ଗ୍ରହଣ କରିନେଇଥିଲେ । ଉଦ୍‌ବୋଧନ ଦେଇ ଶ୍ରୀ ପଟ୍ଟନାୟକ କହିଲେ ଯେ, ଶ୍ରୀମତୀ ଦେଓଙ୍କ ଯୋଗଦାନ କଂଗ୍ରେସକୁ ଯାଜପୁର ଜିଲ୍ଲାରେ ସୁଦୃଢ଼ କରିବ ।ଯାଜପୁର ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ମନୋଜ ରାଉତ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିସମସ୍ତଙ୍କୁ ସ୍ୱାଗତ କରିଥିଲେ ।  ନିଜ ବକ୍ତବ୍ୟରେ ଶ୍ରୀମତୀ ଦେଓ କହିଲେ ଯେ ଆଗାମୀ ଦିନରେ କଂଗ୍ରେସ ସୁଦୃଢ଼ କରିବାରେ ମୁଁ ନିଷ୍ଠାପର ଭାବରେ ମୋର ଉଦ୍ୟମ ଜାରି ରଖିବି ବୋଲି ସେ କହିଥିଲେ । ଶ୍ରୀମତୀ ଦେଓଙ୍କ ସହ ବିଜେଡ଼ି ଛାଡ଼ି କଂଗ୍ରେସରେ ଯୋଗ ଦେଇଥିବା ଅନ୍ୟ ନେତୃବୃନ୍ଦ ହେଲେ ସର୍ବଶ୍ରୀ ସେକ୍ ଇମ୍‌ତିୟାଜ ଖାନ୍‌, ଏସ୍‌.କେ. ଅଲ୍ଲହାଜ ଅଲ୍ଲୀ, ମନୋଜ ଜେନା, ମଙ୍ଗୁମହାନ୍ତି, ଅନନ୍ତ ଘଡ଼େଇ, ନରେଶ ବେହୁରିଆ, ମମିତା ମଲ୍ଲିକ, ଅଲିଭା ଘଡ଼େଇ, ସନ୍ଧ୍ୟା ମଲ୍ଲିକ, ଦିପୁ ମଲ୍ଲିକ, ଗୋପାଳ ଜେନା ଓ ପ୍ରକାଶ ଦେଓ ପ୍ରମୁଖ । ଆଜିର ଏହି କାର୍ଯ୍ୟକ୍ରମରେ କଟକ ଜିଲ୍ଲା କଂଗ୍ରେସ କମିଟିର ସଭାପତି ଶ୍ରୀ ମାନସ ଚୌଧୁରୀ, ଭୁବନେଶ୍ୱର ଜିଲ୍ଲା ସଭାପତି ଶ୍ରୀ ବିଶ୍ୱଜିତ୍ ଦାଶ, ଜାନକୀବଲ୍ଲଭ ପଟ୍ଟନାୟକ, ପୂର୍ବତନ ବିଧାୟକ ଶ୍ରୀ ଚିନ୍ମୟ ପ୍ରସାଦ ବେହୁରା, ରଜନୀ ମହାନ୍ତି, ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଶ୍ରୀ ୟାସିର ନୱାଜ, ପ୍ରକାଶ ମିଶ୍ର, ଭୁବନେଶ୍ୱର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଶ୍ରୀ ରଞ୍ଜିତ୍ ପାତ୍ର, ସୁବ୍ରତ ମହାପାତ୍ର, ପ୍ରଭାତ ପ୍ରତାପ ସିଂ, ବ୍ଲକ ସଭାପତି ଶ୍ରୀ ଅଶୋକ ଦାସ, ଗୀତାଞ୍ଜଳୀ ମହାନ୍ତି, ମିହିର ଆଚାର୍ଯ୍ୟ, ଜୟକୃଷ୍ଣ ସୁବୁଧି ଓ ଅମରେଶ ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026
ଦୁର୍ଗମରେ ଫେଲ ମାରିଛି ବସୁଧା ଯୋଜନା

ଦୁର୍ଗମରେ ଫେଲ ମାରିଛି ବସୁଧା ଯୋଜନା

April 27, 2026
ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version