ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ସାଧୁ ଚରଣ ସାହୁ,ବ୍ଲକ୍ ସାମାଜିକ ସୁରକ୍ଷା ଅଧିକାରିଣୀ ସ୍ଵର୍ଣ୍ଣ ସାରିକା ଜେନା ପ୍ରମୁଖ ମଞ୍ଚାସୀନ ଥିଲେ । ଭତ୍ତା ପାଉଥିବା ହିତାଧିକାରୀଙ୍କ ବିଭିନ୍ନ ସମସ୍ୟା ଯେପରି ଟଙ୍କା ବ୍ୟାଙ୍କରୁ ନ ଉଠାଇ ପାରିବା, ବ୍ୟାଙ୍କ ଖାତା ସହ ଆଧାର ସଂଯୋଗ ,
ଆଧାର ନବୀକରଣ, ବ୍ୟାଙ୍କ ମିତ୍ରଙ୍କ ସାହାଯ୍ୟ ରେ ବ୍ୟାଙ୍କରୁ ଭତ୍ତା ଟଙ୍କା ଉଠାଇବା, ଶଯ୍ୟାଶାୟୀ ଲୋକଙ୍କୁ ଘରେ ଭତ୍ତା ଟଙ୍କା ଦେବା ଆଦି ଉପରେ ଆଲୋଚନା କରାଯାଇଥିଲା । ଏହି ଆଲୋଚନା ଚକ୍ରରେ ସମସ୍ତ ଗ୍ରାମ ପଞ୍ଚାୟତ ର ସରପଞ୍ଚ,ସମିତି ସଭ୍ୟ, ସଭ୍ୟା,ସମସ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

© 2023 Odisha Taza News.