• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ “ଜାତୀୟ ଡେଙ୍ଗୁ ଦିବସ-୨୦୨୩ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
May 17, 2023
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ “ଜାତୀୟ ଡେଙ୍ଗୁ ଦିବସ-୨୦୨୩ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

୧୬ ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଆଜି ଜିଲ୍ଲା ସ୍ତରୀୟ “ଜାତୀୟ ଡେଙ୍ଗୁ ଦିବସ-୨୦୨୩ ପାଳନ ଅବସରରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଡେଙ୍ଗୁ ଜ୍ଵର ପ୍ରତି ସତର୍କ ଓ ସାବଧାନତା ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରୁଏକସଚେତନତା ପ୍ରଚାର ଅଭିଯାନ ରଥ ବାହାରିଥିଲା । ଏହାକୁ ଉପସ୍ଥିତ ଜିଲ୍ଲାସ୍ତରୀୟ ସ୍ୱାସ୍ଥ୍ୟ ଅଧିକାରୀ ମାନଙ୍କ ଗହଣରେସିଡ଼ିଏମ-ପିଏଚଓ ଡ଼ାଃ ପ୍ରଦୀପ କୁମାର ପାତ୍ର ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ପରେ ସହରର ୧୨ ନଂ-ୱାର୍ଡ ସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର ପରିସରରୁ ଏହି ଦିବସ ପାଳନ ଅବସରରେ ଏଏନଏମ: ଶ୍ରୀମତୀ ବନଜା ବାସିନୀ ସେନାପତିଙ୍କ ନେତୃତ୍ୱରେ ଡେଙ୍ଗୁ ଜ୍ଵର ପ୍ରତି ସତର୍କ ଓ ସାବଧାନତା ଉପରେ ଏକ ସଚେତନତା ଶୋଭାଯାତ୍ରା ବାହାରିଥିଲା । ଏହି ଶୋଭାଯାତ୍ରାରେ ବହୁ ସଂଖ୍ୟାରେ ମହିଳା

ଆରୋଗ୍ୟ ସମିତିର ସଭ୍ୟା ମାନଙ୍କ ସମେତ ଏଏନଏମ: , ଆଶା ଓ ଅଙ୍ଗନବାଡ଼ି କର୍ମୀ ଓ ହେଲପର ମାନେ ସାମିଲ ଥିଲେ । ଶୋଭାଯାତ୍ରା ବେଳେ ମାଇଲ ଯୋଗେ ଅଞ୍ଚଳବାସୀଙ୍କୁ ଡେଙ୍ଗୁ ପ୍ରତି ସତର୍କ ଓ ସାବଧାନତା ସହ ତାର ଲକ୍ଷଣ ଓ ପ୍ରତିକାର ଉପରେ କହି ସଚେତନ କରାଇଥିଲେ । ଏଥି ସମେତ ଅପରିଷ୍କାର ସ୍ଥାନରେ ବ୍ଲିଚିଙ୍ଗ ପାଉଡର ପକାଇବା ସହ ଯିବା ଆସିବା କରୁଥିବା ଲୋକ ମାନଙ୍କୁ ଡେଙ୍ଗୁ ରୋଗ ଉପରେ ସଚେତନତା ପାମ୍ପାଲେଟ ମାନ ବଣ୍ଟନ କରିଥିଲେ ।ପରେ ଜିଲ୍ଲାମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟର ପ୍ରଶିକ୍ଷଣ କକ୍ଷ ଠାରେ ଜାତୀୟ ଡେଙ୍ଗୁ ଦିବସ ପାଳନ ଅବସରରେ ଡେଙ୍ଗୁ ସହ ଲଢ଼ିବା ପାଇଁ ଭାଗିଦାରୀକୁ ଉପଯୋଗ କରିବା ଉଦ୍ଦେଶ୍ୟରେ ଏକ ଦସ୍ତଖତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଏଥି ସମେତ ବିଭିନ୍ନ ବିଦ୍ୟାଳୟ ମାନଙ୍କରେ ଥିବା ଛାତ୍ରଛାତ୍ରୀ ମାନଙ୍କୁ ଡେଙ୍ଗୁ ଉପରେ ବିଷଦ ଜ୍ଞାନ ଦେବା ଉଦ୍ଦେଶ୍ୟରେ ଜିଲ୍ଲାର ପାରଳାଖେମୁଣ୍ଡି ସହର ସମେତ କାଶୀନଗର , ଗୋଷାଣୀ ଓ ଗୁମ୍ମା ବ୍ଲକରେ ଥିବା ବିଭିନ୍ନ ବିଦ୍ୟାଳୟ ମାନଙ୍କର ସିଆରସିସି: ଓ ଶିକ୍ଷକ ମାନଙ୍କୁ ନେଇ ଡେଙ୍ଗୁ ଜ୍ଵର ଉପରେ ଏକ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲାସିଡିଏମ:-ପିଏଚଓ: ଡ଼ାଃ ପ୍ରଦୀପ କୁମାର ପାତ୍ରଙ୍କ ଅଧ୍ୟକ୍ଷତାରେ ଏହି ସଚେତନତାକାର୍ଯ୍ୟକ୍ରମରେ ଡିପିଏଚଓ: ଡ଼ାଃଏମ: ମୁବାରକଅଲ୍ଲୀ ,ଡିଏମଓ-ଡିଏଚଏଚ: ଡ଼ାଃ ପ୍ରମୋଦ କୁମାର ପଣ୍ଡା ଏଡିପିଏଚଓ:-ଲେପ: ଡ଼ାଃ ଇନ୍ଦିରା ମହାପାତ୍ର , ଏଡିପିଏଚଓ:-ଡିସି: ଡ଼ାଃ ଆନନ୍ଦ ଚନ୍ଦ୍ର ସାମନ୍ତରାୟ ଏବଂଡିପିଏମ:–ଏନଏଚଏମ: ସୌମ୍ୟା ରାଣୀ ଗୌଡ଼ ପ୍ରମୁଖ ମଞ୍ଚାସିନ ଅତିଥି ଭାବେ ଯୋଗ ଦେଇଥିଲେ ମଞ୍ଚାସିନ ଅତିଥି ମାନେ ମୁଖ୍ୟତଃ ଡେଙ୍ଗୁ କଣ ଓ ଏହା କିପରି ବ୍ୟାପିଥାଏ ,

ଡେଙ୍ଗୁର ଲକ୍ଷଣ , ସତର୍କ ଓ ସାବଧାନତା ସହ ଏହାର ପ୍ରତିକାରର ବିଭିନ୍ନ ଦିଗ ସମ୍ପର୍କରେ କହି ସ୍ୱଚ୍ଛ ପରିବେଶ , ନିୟମିତ ମଶାରୀ ବ୍ୟବହାର ଏବଂ ଲକ୍ଷଣ ଦେଖା ଦେଲେ ତୁରନ୍ତ ନିକଟସ୍ତ ଚିକିତ୍ସାଳୟକୁ ଯାଇ ପରୀକ୍ଷା ଓ ଚିକିତ୍ସା କରାଇ ନେଲେ ଡେଙ୍ଗୁ କବଳରୁ ଆମେ ନିଜକୁ ସୁରକ୍ଷିତ ରଖିପାରିବା ବୋଲି କହିଥିଲେ ।ଏହି ସଚେତନତା ଶିବିର କାର୍ଯ୍ୟକ୍ରମରେ ଏଡିପିଏଚସିଓ: ଶ୍ରୀ ନେତ୍ରାନନ୍ଦ ଶତପଥୀ ଯୋଗଦେଇ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ କହିଥିବା ବେଳେ କାର୍ଯ୍ୟକ୍ରମରଭିବିଡି:-କନସୁଲଟାଣ୍ଟ ଶ୍ରୀ ସିଦ୍ଧାର୍ଥ ଦାସ ପାୱାର ପଏଣ୍ଟ ମାଧ୍ୟମରେ ଡେଙ୍ଗୁର ବିଭିନ୍ନ ଦିଗ ଉପରେ ବିଭିନ୍ନ ଉପାଦେୟ ତଥ୍ୟ ପ୍ରଦର୍ଶନ କରାଇ ସଚେତନ କରାଇବା ସହ କାର‌୍ୟ୍ୟକ୍ରମରେ ସଂଯୋଜନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Odisha Governor Inaugurates Boeing Sukanya Program STEM Lab and Aeromodeling Training Center in Bargarh

ଓଡ଼ିଶାର ରାଜ୍ୟପାଳଙ୍କ ଦ୍ବାରା ବରଗଡ଼ରେ ବୋଇଂ ସୁକନ୍ୟା କାର୍ଯ୍ୟକ୍ରମ ଷ୍ଟେମ ଲ୍ୟାବ୍ ଓ ଏରୋମଡେଲିଂ ପ୍ରଶିକ୍ଷଣ କେନ୍ଦ୍ର ଉଦଘାଟିତ

October 12, 2026

October 11, 2026
ରଣପୁର ଜୁନିୟର କଲେଜ ନିର୍ବାଚନ : କଂଗ୍ରେସ ସାଥିରେ ଘୋଡା ବେପାର ଯିଏ କରିବ, ବିଜୟୀ ତାହର ହେବ

ରଣପୁର ଜୁନିୟର କଲେଜ ନିର୍ବାଚନ : କଂଗ୍ରେସ ସାଥିରେ ଘୋଡା ବେପାର ଯିଏ କରିବ, ବିଜୟୀ ତାହର ହେବ

October 12, 2026
“Industry Must Lead Skill Development and Innovation to Drive Economic Growth”: Bhupendra Singh Poonia

ଅର୍ଥନୈତିକ ବିକାଶ ପାଇଁ ଶିଳ୍ପସଂସ୍ଥାଗୁଡ଼ିକ ଦକ୍ଷତା ବିକାଶ ଏବଂ ନବସୃଜନର ନେତୃତ୍ୱ ନେବା ଜରୁରୀ : ଭୂପେନ୍ଦ୍ର ସିଂହ ପୁନିଆ

October 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odisha Governor Inaugurates Boeing Sukanya Program STEM Lab and Aeromodeling Training Center in Bargarh

ଓଡ଼ିଶାର ରାଜ୍ୟପାଳଙ୍କ ଦ୍ବାରା ବରଗଡ଼ରେ ବୋଇଂ ସୁକନ୍ୟା କାର୍ଯ୍ୟକ୍ରମ ଷ୍ଟେମ ଲ୍ୟାବ୍ ଓ ଏରୋମଡେଲିଂ ପ୍ରଶିକ୍ଷଣ କେନ୍ଦ୍ର ଉଦଘାଟିତ

October 12, 2026
Odisha Governor Inaugurates Boeing Sukanya Program STEM Lab and Aeromodeling Training Center in Bargarh

Odisha Governor Inaugurates Boeing Sukanya Program STEM Lab and Aeromodeling Training Center in Bargarh

October 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version