• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଓଡିଶାରେ ଏକାଧିକ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଲୋକାର୍ପଣ କରିବେ

Proprietor Abhimanyu Maharana by Proprietor Abhimanyu Maharana
May 18, 2023
in ଓଡ଼ିଶା, ମହାନଗର, ହୋମ୍
0
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଓଡିଶାରେ ଏକାଧିକ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଲୋକାର୍ପଣ କରିବେ
Share on FacebookShare on TwitterWhatsapp

୧୮ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଓଡିଶାରେ ୮୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଅନେକ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିବେ । ଏହି କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ପୁରୀ ଏବଂ ହାୱଡା ବନ୍ଦେ ଭାରତ ଏକ୍ସପ୍ରେସକୁ ମଧ୍ୟ ପତାକା ଦେଖାଇ ଶୁଭାରମ୍ଭ କରିବେ ।ଏହି ଟ୍ରେନ୍ ଓଡିଶାର ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଜିଲ୍ଲା ଏବଂ ପଶ୍ଚିମବଙ୍ଗର ପଶ୍ଚିମ ମେଦିନୀପୁର, ପୂର୍ବ ମେଦିନୀପୁର ଜିଲ୍ଲା ଦେଇ ଯିବ । ଏହି ଟ୍ରେନ୍ ରେଳଯାତ୍ରୀଙ୍କୁ ଦ୍ରୁତ, ଆରାମଦାୟକ ଏବଂ ସୁବିଧାଜନକ ଭ୍ରମଣ ଅଭିଜ୍ଞତା ପ୍ରଦାନ କରିବ, ପର୍ଯ୍ୟଟନକୁ ବୃଦ୍ଧି କରିବ ଏବଂ ଏହି ଅଞ୍ଚଳର ଅର୍ଥନୈତିକ ବିକାଶକୁ ପ୍ରୋତ୍ସାହିତ କରିବ ।ପ୍ରଧାନମନ୍ତ୍ରୀ ପୁରୀ ଏବଂ କଟକ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ପୁନଃବିକାଶ ହେଉଥିବା ଷ୍ଟେସନଗୁଡିକରେ ରେଳ ଯାତ୍ରୀମାନଙ୍କୁ ବିଶ୍ୱ ସ୍ତରର ଅଭିଜ୍ଞତା ପ୍ରଦାନ କରୁଥିବା ସମସ୍ତ ଆଧୁନିକ ସୁବିଧା ରହିବ । ଓଡ଼ିଶାରେ ରେଳ ନେଟୱାର୍କର ୧୦୦% ବିଦ୍ୟୁତିକରଣକୁ ପ୍ରଧାନମନ୍ତ୍ରୀ ଲୋକାର୍ପଣ କରିବେ । ଏହା ଅପରେଟିଂ ଏବଂ ରକ୍ଷଣାବେକ୍ଷଣ ମୂଲ୍ୟ ହ୍ରାସ କରିବ ଏବଂ ଆମଦାନୀ ହେଉଥିବା ଅଶୋଧିତ ତୈଳ ଉପରେ ର୍ନିଭରଶୀଳତା ହ୍ରାସ କରିବ ।ପ୍ରଧାନମନ୍ତ୍ରୀ ସମ୍ବଲପୁର-ଟିଟିଲାଗଡ ରେଳ ଲାଇନର ଦୋହରୀ କରଣ, ଅନୁଗୁଳ-ସୁକିନ୍ଦା ମଧ୍ୟରେ ଏକ ନୂତନ ବ୍ରଡ ଗଜ ରେଳ ଲାଇନ, ମନୋହରପୁର-ରାଉରକେଲା-ଝାରସୁଗୁଡା-ଜାମଗା ମଧ୍ୟରେ ତୃତୀୟ ଲାଇନ୍ ଏବଂ ବିଛୁପାଲି – ଝାରତରଭା ମଧ୍ୟରେ ନୂତନ ବ୍ରଡ-ଗଜ୍ ଲାଇନର ଲୋକାର୍ପଣ କରିବେ । ଓଡିଶାର ଇସ୍ପାତ ଏବଂ ଖଣି କ୍ଷେତ୍ରରେ ଦ୍ରୁତ ଶିଳ୍ପ ବିକାଶ ହେତୁ ଏଗୁଡିକ ବର୍ଦ୍ଧିତ ପରିବହନ ଚାହିଦା ପୂରଣ କରିବ ଏବଂ ଏହି ରେଳ ସେକ୍ସନରେ ଯାତ୍ରୀ ପରିବହନ ଉପରେ ଚାପକୁ ମଧ୍ୟ ହ୍ରାସ କରିବାରେ ସାହାଯ୍ୟ କରିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାମ୍ବାଦିକ ଅଶୋକ ଭୋଇ ଙ୍କ ଅକାଳ ବିୟୋଗ ରେ ଶୋକସଭା

ସାମ୍ବାଦିକ ଅଶୋକ ଭୋଇ ଙ୍କ ଅକାଳ ବିୟୋଗ ରେ ଶୋକସଭା

June 30, 2026
କଣ୍ଟାବାଞ୍ଜି ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ଉତ୍ସବ ସମ୍ପନ୍ନ 

କଣ୍ଟାବାଞ୍ଜି ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ଉତ୍ସବ ସମ୍ପନ୍ନ 

June 30, 2026
ଧ୍ୟାନକୁଦ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜିୟୁ ମାନଙ୍କ ସ୍ନାନଯାତ୍ରା

ଧ୍ୟାନକୁଦ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜିୟୁ ମାନଙ୍କ ସ୍ନାନଯାତ୍ରା

June 30, 2026
ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା

ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାମ୍ବାଦିକ ଅଶୋକ ଭୋଇ ଙ୍କ ଅକାଳ ବିୟୋଗ ରେ ଶୋକସଭା

ସାମ୍ବାଦିକ ଅଶୋକ ଭୋଇ ଙ୍କ ଅକାଳ ବିୟୋଗ ରେ ଶୋକସଭା

June 30, 2026
କଣ୍ଟାବାଞ୍ଜି ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ଉତ୍ସବ ସମ୍ପନ୍ନ 

କଣ୍ଟାବାଞ୍ଜି ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ଉତ୍ସବ ସମ୍ପନ୍ନ 

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version