• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୂଆଗାଁ ବ୍ଲକ୍ ରେ ଅନୁଷ୍ଠିତ ଆର୍ଟ ଅଫ ଗିଭିଂ କାର୍ଯ୍ୟକ୍ରମ ରେ ଯୋଗଦେଲେ – ଦଶପଲ୍ଲା ବିଧାୟକ

Proprietor Abhimanyu Maharana by Proprietor Abhimanyu Maharana
May 18, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୂଆଗାଁ ବ୍ଲକ୍ ରେ ଅନୁଷ୍ଠିତ ଆର୍ଟ ଅଫ ଗିଭିଂ କାର୍ଯ୍ୟକ୍ରମ ରେ ଯୋଗଦେଲେ – ଦଶପଲ୍ଲା ବିଧାୟକ
Share on FacebookShare on TwitterWhatsapp

୧୭ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ନୂଆଗାଁ :- ୨୦୧୩ ମସିହାରୁ ବିଶ୍ବବ୍ୟାପୀ ଆର୍ଟ ଅଫ ଗିଭିଂ ପ୍ରୟାସ କୀଟ ,କିସ୍ ର ପ୍ରତିଷ୍ଠାତା ତଥା କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ ଙ୍କ ଦ୍ଵାରା ଆରମ୍ଭ ହୋଇଛି । ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଭାଗୃହ ରେ କିମ୍ସ ର ଫିଲ୍ଡ ଅଫିସର ପ୍ରମୋଦ କୁମାର ବାରିକୀ ଙ୍କ ତତ୍ବାବଧାନରେ ଆର୍ଟ ଅଫ ଗିଭିଂ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଆର୍ଟ ଅଫ ଗିଭିଂ ଏକ ମାନସିକତା ଯାହାକି ଦୟା ଓ ଉଦାରତା ମାଧ୍ୟମରେ ଅନ୍ୟ କୁ ପୂର୍ଣ୍ଣ ମାତ୍ରାରେ ସ୍ନେହ,ଶାନ୍ତି, ଖୁସି ଏବଂ ଶାନ୍ତି ଦେବା ନିମନ୍ତେ ଏକ ପ୍ରୟାସ କହିବା ସହ ଆଶାକର୍ମୀ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଝାଡୁଦାର, ହକର,ସମାଜ ସେବୀ ଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ସମ୍ମାନୀତ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା,ବିଡ଼ିଓ ସଚିଦା ନନ୍ଦ ମିଶ୍ର, ଜିଲ୍ଲା ପରିଷଦ ସଭ୍ୟା ପ୍ରତିମା ଦଳ ବେହେରା,ଦଶପଲ୍ଲା ଏନ୍ ଏ ସି ଉପାଧ୍ୟକ୍ଷ କିଶୋର ଚନ୍ଦ୍ର ଦାସ,ଏ ବି ଡି ଓ ସ୍ବଦେଶ ମହାପାତ୍ର, ସରପଞ୍ଚ ଅମିତା ପରିଡ଼ା,ସେବା ସମବାୟ ବ୍ୟାଙ୍କ ମ୍ୟାନେଜର ସରୋଜ ସାହାଣୀ,ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପୂର୍ବତନ ଅଧ୍ୟକ୍ଷ ଭିକାରୀ ଚରଣ ସ୍ୱାଇଁ, ପୂର୍ବତନ ସମିତି ସଭ୍ୟ ରମେଶ ଚନ୍ଦ୍ର ପ୍ରଧାନ,ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ ଉମେଶ ଚନ୍ଦ୍ର କର ପ୍ରମୁଖ ଯୋଗଦେଇ ସାହାଯ୍ୟ କାରୀ ଙ୍କୁ ସାହାଯ୍ୟ ହେଉଛି ଆର୍ଟ ଗିଭିଂ ର ଉଦେଶ୍ୟ ଏବଂ ଯେଉଁମାନେ ଲୋକମାନଙ୍କ ସେବାରେ ଅହରହ ପ୍ରଚେଷ୍ଟା ଜାରୀ ରଖିଛନ୍ତି ସେମାନଙ୍କୁ ସମ୍ମାନ ଦେବା,ସାହାଯ୍ୟ କରିବା ନିହାତି ଆବଶ୍ୟକ ବୋଲି କହିଥିଲେ ।ବି ହାପି ନୋ ବିପି ର ଉଦେଶ୍ୟ ବୁଝାଇଥିଲେ ବିଡ଼ିଓ । ସାଂସଦ ଙ୍କ ପ୍ରଚେଷ୍ଟା ଯୋଗୁଁ ୧୨୦ ଟି ଦେଶରେ ଆର୍ଟ ଅଫ ଗିଭିଂ ପାଳିତ ହେଉଛି । ସାଂସଦ ଅଚ୍ୟୁତ ସାମନ୍ତ ଙ୍କ ଏଭଳି ପ୍ରଚେଷ୍ଟା କୁ ପ୍ରଶଂସା କରିଥିଲେ ଦଶପଲ୍ଲା ବିଧାୟକ ଏବଂ ଅତିଥି ବୃନ୍ଦ । ଏହି କାର୍ଯ୍ୟକ୍ରମ କୁ ସଫଳତା ର ସହ ପରିଚାଳନା କରିଥିଲେ ସାଂସଦ ଙ୍କ ନୂଆଗାଁ ବ୍ଲକ୍ କୋର୍ଡି ନେଟର ସୁବ୍ରତ ପରିଡ଼ା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Bhubaneswar hosts Swachhata Utsaba in Grandeur

Bhubaneswar hosts Swachhata Utsaba in Grandeur

October 17, 2026
TPSODL Flags Off Solar Rath in Koraput

TPSODL Flags Off Solar Rath in Koraput

October 17, 2026
ରଣପୁର ଏନଏସି ରେ ସ୍ବଚ୍ଛତା ହିଁ ସେବା ୨୦୨୬ ର ଉଦ‌ଯାପନୀ ଉତ୍ସବ

ରଣପୁର ଏନଏସି ରେ ସ୍ବଚ୍ଛତା ହିଁ ସେବା ୨୦୨୬ ର ଉଦ‌ଯାପନୀ ଉତ୍ସବ

October 17, 2026
ପଲ୍ଲୀ ପ୍ରତିଭା ସାହିତ୍ୟ ଓ ସଂସ୍କୃତି ସଂସଦର ଚତୁର୍ଥ ବାର୍ଷିକ ଉତ୍ସବ

ପଲ୍ଲୀ ପ୍ରତିଭା ସାହିତ୍ୟ ଓ ସଂସ୍କୃତି ସଂସଦର ଚତୁର୍ଥ ବାର୍ଷିକ ଉତ୍ସବ

October 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Bhubaneswar hosts Swachhata Utsaba in Grandeur

Bhubaneswar hosts Swachhata Utsaba in Grandeur

October 17, 2026
TPSODL Flags Off Solar Rath in Koraput

TPSODL Flags Off Solar Rath in Koraput

October 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version