• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାହାରିଲା ମାଟ୍ରିକ୍ ରେଜଲ୍ଟ, ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
May 18, 2023
in ଓଡ଼ିଶା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ବାହାରିଲା ମାଟ୍ରିକ୍ ରେଜଲ୍ଟ, ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ
Share on FacebookShare on TwitterWhatsapp

୧୮ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କଟକ :- ଆଜି ପ୍ରକାଶ ପାଇଲା ମାଟ୍ରିକ୍ ପରୀକ୍ଷା ଫଳ ।କଟକ ସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ୨୯୨୩ ମାଟ୍ରିକ ଦଶମ ,ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଫଳ ଦିନ ୧୦ ଟାରେ ପ୍ରକାଶ ପାଇଥିଲା । ଚଳିତ ବର୍ଷ ପାସ୍ ହାରରେ ଆଗରେ ରହିଲେ ଛାତ୍ରୀ । ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଅଧିକ । ଏଥର ୯୭.୦୫ ପ୍ରତିଶତ ଛାତ୍ରୀଙ୍କର ରହିଛି ପାସ୍ ହାର । ଏପଟେ ଛାତ୍ରଙ୍କ ପାସ୍ ଅଛି ୯୫.୭୫ ପ୍ରତିଶତ । ଚଳିତ ବର୍ଷ ୫ ଲକ୍ଷ୍ୟ୨୭ ହଜାର ୩୭୪ ଜଣ ପରୀକ୍ଷା ଦେବା ପାଇଁ ଫର୍ମ ପୁରଣ କରିଥିଲେ ।ତେବେ ମୋଟ୍ ୫ ଲକ୍ଷ ୧୬ ହଜାର ୪୩୫ ଜଣ ପିଲା ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୩୮୬ ଜଣଙ୍କୁ ଏମପି କରାଯାଇଥିଲା ବେଳେ, ୫ଲକ୍ଷ୍ୟ ୮ ହଜାର ୪୦୪ଜଣ ପାସ୍ କରିଛନ୍ତି ।  ପାସ୍ କରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୪୧୫୮ ଜଣ ଏ-୧ ଗ୍ରେଡ଼ରେ ପାସ କରିଥିଲା ବେଳେ, ୨୯ ହଜାର ୮୩୮ ଜଣ ଏ -୨ ଗ୍ରେଡ଼ , ୭୭ ହଜାର ୫୬୭ ଜଣ ବି-୧ , ୧ ଲକ୍ଷ ୧୮ ହଜାର ୭୫୦ ଜଣ ବି-୨, ୧ ଲକ୍ଷ୍ୟ ୨୧ ହଜାର ୬୧୧ ଜଣ ସି, ୯୫ ହଜାର ୬ ଜଣ ଛାତ୍ରଛାତ୍ରୀ ଡି ଗ୍ରେଡ଼ ରେ ପାସ କରିଛନ୍ତି । ୬୧ ହଜାର ୪୭୪ ଜଣ ଇ ।ଫଳାଫଳ ପୁସ୍ତିକାକୁ ଉନ୍ମୋଚନ କରି ରେଜଲ୍ଟ ଘୋଷଣା କରିଥିଲେ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ । ଏହି ଉତ୍ସ ବରେବୋର୍ଡର ସଭାପତି ରମାମଣି ହାଜରା ଓ ଉପ ସଭାପତି ଡ଼କ୍ଟର ନିହାର ରଞ୍ଜନ ମହାନ୍ତି ଉପସ୍ଥିତ ଥିଲେ । ସବୁଠାରୁ ବଡ଼କଥା ହେଲା କଟକ-ଜଗତସିଂହପୁରରେ ମାଟ୍ରିକ୍ ରେଜଲ୍ଟ ସର୍ବାଧିକ ୯୭.୯୯ ପ୍ରତିଶତ ରହିଥିବାବେଳେ ମାଲକାନଗିରିରେ ସର୍ବନିମ୍ନ ୯୨.୬୮ ପ୍ରତିଶତ ପାସ୍ ହାର ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
MALABAR GOLD UNVEILS ”PLATINUM SHOW“ AT SAHID NAGAR STORE

MALABAR GOLD UNVEILS ”PLATINUM SHOW“ AT SAHID NAGAR STORE

September 13, 2026
ବିଶ୍ଵ ପ୍ରାଥମିକ ଉପଚାର ଦିବସ ପାଳିତ

ବିଶ୍ଵ ପ୍ରାଥମିକ ଉପଚାର ଦିବସ ପାଳିତ

September 13, 2026
ବ୍ଲକ ସ୍ତରୀୟ ଉଲ୍ଲାସ ତାଲିମ ଶିବିର ଅନୁଷ୍ଠିତ

ବ୍ଲକ ସ୍ତରୀୟ ଉଲ୍ଲାସ ତାଲିମ ଶିବିର ଅନୁଷ୍ଠିତ

September 13, 2026
ରଣପୁରରେ ନବ ଭାରତ ସାକ୍ଷରତା ସଚେତନତାର ନିଆରା ପ୍ରୟାସ

ରଣପୁରରେ ନବ ଭାରତ ସାକ୍ଷରତା ସଚେତନତାର ନିଆରା ପ୍ରୟାସ

September 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

MALABAR GOLD UNVEILS ”PLATINUM SHOW“ AT SAHID NAGAR STORE

MALABAR GOLD UNVEILS ”PLATINUM SHOW“ AT SAHID NAGAR STORE

September 13, 2026
ବିଶ୍ଵ ପ୍ରାଥମିକ ଉପଚାର ଦିବସ ପାଳିତ

ବିଶ୍ଵ ପ୍ରାଥମିକ ଉପଚାର ଦିବସ ପାଳିତ

September 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version