• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କେନ୍ଦ୍ର ସଚିବଙ୍କ ହିଞ୍ଜିଳି ଗସ୍ତ : ଜଳ ଓ ପରିମଳ ପ୍ରକଳ୍ପ ପର୍ଯ୍ୟବେକ୍ଷଣ

Proprietor Abhimanyu Maharana by Proprietor Abhimanyu Maharana
May 21, 2023
in ଓଡ଼ିଶା, ଗଞ୍ଜାମ, ହୋମ୍
0
କେନ୍ଦ୍ର ସଚିବଙ୍କ ହିଞ୍ଜିଳି ଗସ୍ତ : ଜଳ ଓ ପରିମଳ ପ୍ରକଳ୍ପ ପର୍ଯ୍ୟବେକ୍ଷଣ
Share on FacebookShare on TwitterWhatsapp

୨୦ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ହିଞ୍ଜିଳିକାଟୁ :- ଭାରତ ସରକାରଙ୍କ ଜଳଶକ୍ତି ବିଭାଗ ଅଧିନ ପାନୀୟ ଜଳ ଓ ପରିମଳ ବିଭାଗୀୟ ସଚିବ ଭିନି ମହାଜନ ଶନିବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି ହିଞ୍ଜିଳିବ୍ଲକ ଶାସନ ଆମ୍ବଗାଁରେ ପହଞ୍ଚିଥିଲେ । ସେଠାରେ ପଞ୍ଚାୟତବାସୀଙ୍କ ତରଫରୁ ସଚିବଙ୍କୁ ପୁଷ୍ପ ଅର୍ପଣ ସହ ଉପଢୌକନ ଦେଇ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା କରା ଯାଇଥିଲା । ସଚିବ ସେଠାରେ କେନ୍ଦ୍ରୀୟ ଅନୁଦାନ ପାଣ୍ଠି ବିନିଯୋଗରେ କାର୍ଯ୍ୟକାରୀ ହେଉଥିବା ପାନୀୟ ଜଳ ଯୋଗାଣ ଓ ପରିମଳ ସମ୍ପର୍କିତ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଗୁଡିକର କ୍ଷେତ୍ର ପରିଦର୍ଶନ କରି ପର୍ଯ୍ୟବେକ୍ଷଣ କରିଛନ୍ତି । ସଚିବ ଶାସନ ଆମ୍ବଗାଁରେ ଅବସ୍ଥାପିତ ଥିବା ୭ଟନ କ୍ଷମତା ବିଶିଷ୍ଟ ସମ୍ପଦ କେନ୍ଦ୍ରରେ କଠିନ ବର୍ଜ୍ୟବସ୍ତୁ ସଂଗ୍ରହ,ପୃଥକୀକରଣ ଓ ପରିଚାଳନା ସମ୍ପର୍କରେ ନିୟୋଜିତ ସଦସ୍ୟଙ୍କ ସହ ବିସ୍ତୃତ ଭାବେ ଆଲୋଚନା କରିଥିଲେ । ପଞ୍ଚାୟତରେ ନିର୍ମିତ ହୋଇଥିବା ୧.୫ ଲକ୍ଷ କ୍ଷମତା ବିଶିଷ୍ଟ ୨ଟି ଭୂତଳ ଜଳ ଭଣ୍ଡାର ଓ ଉଚ୍ଚ ଜଳ ଭଣ୍ଡାର ସହ ବିଭିନ୍ନ ସାହି ବସ୍ତିକୁ ଯୋଗାଣ ହେଉଥିବା ବିଶୁଦ୍ଧ ପାନୀୟ ଜଳଯୋଗାଣର ସୁବିଧା ଅସୁବିଧା ସମ୍ପର୍କରେ ଗ୍ରାମ୍ୟ ଜଳ ଯୋଗାଣ ପରିମଳ କମିଟି ଓ ହିତାଧିକାରୀଙ୍କ ସହ ଆଲୋଚନା କରିଥିଲେ । ବାଦୀ ଆମ୍ବଗାଁ ଗସ୍ତ କରି ୧୦ ଗୋଟି ଯୋଡ଼ା ଶୋଷକ ଖାତ,୨୫ଟି ନଳକୂପ ଲିଚଖାତ ପରିଦର୍ଶନ କରି ସନ୍ତୋଷ ପ୍ରକାଶ କରିଥିଲେ । ସଚିବଙ୍କ ସହ ରାଜ୍ୟ ପରିମଳ ସଚିବ ଜି.ପରମେଶ୍ବର,ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଭି.କୀର୍ତ୍ତିଭାସନ,ବିଡିଓ ସୁବ୍ରତ କୁମାର ଜେନା, ଏବିଡ଼ିଓ ଅରୁଣ କୁମାର ପ୍ରଧାନ,ଛତ୍ରପୁର ଜଳ ଓ ପରିମଳ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ଇଂ ସୁରେଶ ଚନ୍ଦ୍ର ମହନ୍ତ,ବ୍ରହ୍ମପୁର ଜଳ ଓ ପରିମଳ ନିର୍ବାହୀ ଯନ୍ତ୍ରୀ ଇଂ ବିକାଶ ଚନ୍ଦ୍ର ସାମଲ,ଜିଲ୍ଲା ପରାମର୍ଶ ଦାତା ନମିତା ନାହାକ, ଛତ୍ରପୁର ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ ଜନକ ବଳିଆରସିଂ,ହିଞ୍ଜିଳିକାଟୁ ନିର୍ବାହୀ ଯନ୍ତ୍ରୀ ଇଂ କିଶୋର ଚନ୍ଦ୍ର ବେହେରା,ଜିଲ୍ଲା ପରିଷଦ ସଭ୍ୟ ଏ.ସୁଦର୍ଶନ,ନିର୍ବାହୀ ଅଧିକାରୀ ବାସୁଦେବ ବେହେରା,ସରପଞ୍ଚ ଦନାର୍ଦ୍ଦନ ସେଠୀ,ଜଳ ଓ ପରିମଳ କନିଷ୍ଠ ଯନ୍ତ୍ରୀ ରବୀନ୍ଦ୍ର କୁମାର ନାୟକ ଓ ପ୍ରସନ୍ନ କୁମାର ଦଳାଇ,ଗୋପାଳ ପାଢ଼ୀ, ନୀଳାଚଳ ପାଢ଼ୀ,ଭଗବାନ ଗୌଡ଼, ମିଶନ ଶକ୍ତି ସଦସ୍ୟା, ଅଙ୍ଗନବାଡି କର୍ମୀ ଓ ଗ୍ରାମବାସୀ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୋଭୋଟେଲ ଭୁବନେଶ୍ୱର ଜନପଥର ଗ୍ରାଣ୍ଡ ଶୁଭାରମ୍ଭ

ନୋଭୋଟେଲ ଭୁବନେଶ୍ୱର ଜନପଥର ଗ୍ରାଣ୍ଡ ଶୁଭାରମ୍ଭ

September 24, 2026
ଜଟଣୀ ଗଣେଶ ପୂଜାରେ ସନ୍ଧ୍ୟା ଆଳତି କଲା”ମୋ ପରିବାର”

ଜଟଣୀ ଗଣେଶ ପୂଜାରେ ସନ୍ଧ୍ୟା ଆଳତି କଲା”ମୋ ପରିବାର”

September 24, 2026
‘ଦମନ’ ଅଭିଯାନରେ ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ କଡ଼ା ପଦକ୍ଷେପ

‘ଦମନ’ ଅଭିଯାନରେ ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ କଡ଼ା ପଦକ୍ଷେପ

September 24, 2026
ଭୂମି ଅଧିକାର ଓ ବସ୍ତି ଉଛେଦ ବନ୍ଦ କରିବା ଦାବିରେ ମିଳିତ ମଞ୍ଚ ପକ୍ଷରୁ ବିଶାଳ ବିକ୍ଷୋଭ

ଭୂମି ଅଧିକାର ଓ ବସ୍ତି ଉଛେଦ ବନ୍ଦ କରିବା ଦାବିରେ ମିଳିତ ମଞ୍ଚ ପକ୍ଷରୁ ବିଶାଳ ବିକ୍ଷୋଭ

September 24, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୋଭୋଟେଲ ଭୁବନେଶ୍ୱର ଜନପଥର ଗ୍ରାଣ୍ଡ ଶୁଭାରମ୍ଭ

ନୋଭୋଟେଲ ଭୁବନେଶ୍ୱର ଜନପଥର ଗ୍ରାଣ୍ଡ ଶୁଭାରମ୍ଭ

September 24, 2026
ଜଟଣୀ ଗଣେଶ ପୂଜାରେ ସନ୍ଧ୍ୟା ଆଳତି କଲା”ମୋ ପରିବାର”

ଜଟଣୀ ଗଣେଶ ପୂଜାରେ ସନ୍ଧ୍ୟା ଆଳତି କଲା”ମୋ ପରିବାର”

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version